ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…
ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି ମୃତଦେହକୁ ପୋତି ଦେବାକୁ ଉଦ୍ୟମ କରାଯାଇଛି।…
ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା
ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା କୁଲୁତା ସମାଜର ସହଯୋଗରେ ୫ଦିନ ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ନସେବାର ବ୍ୟବସ୍ଥା କରାଯାଇଥିଲା। ଏଥିରେ…
୨ବାଇକ୍ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ
ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍ ଚାଳକ ରାସ୍ତାରେ ପଡ଼ି ଯାଇଥିଲେ। ସେତିକିବେଳେ ରାସ୍ତାରେ…
ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ
ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…
ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ
ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର ଦ୍ୱିତୀୟ ଦିବସ। ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ଜାରି ରହିବ ଓ ଜନସାଧାରଣ…
ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…
ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର ଜିଲାର ପ୍ରମୁଖ ଅଂଶଗୁଡ଼ିକରେ ସଚେତନତା ବୃଦ୍ଧି ଏବଂ ସୁରକ୍ଷିତ ପ୍ରବାସ ପ୍ରଥାକୁ ପ୍ରୋତ୍ସାହିତ…
ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ
ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ ଦେଖାଦେଇଛି ା ଏହି ବସ୍ତି ଦେଇ ଲୋୟର ସୁକତେଲ ବିସ୍ଥାପିତ ଆରଆର କଲୋନୀକୁ…
କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ
ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ ହାତୀ ମୃତ୍ୟୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁବାର…
ଭଡ଼ାଘରେ ଝୁଲୁଛି ଯନ୍ତ୍ରୀଙ୍କ ମୃତଦେହ: ଗୁଡଭେଲାରେ ଚାଞ୍ଚଲ୍ୟ
ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଗୁଡଭେଲା ଠାରେ ଏକ ଭଡାଘରୁ ମେଘା ପ୍ରୋଜେକ୍ଟ ଯନ୍ତ୍ରୀ ପ୍ରବୀର କୁମାର ବେହେରା(୨୭)ଙ୍କ ଝୁଲନ୍ତା ମୃତ ଦେହ ତୁଷୁରା ପୋଲିସ ଉଦ୍ଧାର କରିଛି । ଯନ୍ତ୍ରୀ ଦୁଇ ଜଣ ସହଯୋଗୀଙ୍କ ସହିତ ମିଶି ଗୁଡଭେଲାର…
କ୍ରସର ସ୍ଥାପନକୁ ନେଇ ମାଲିକ-ଗ୍ରାମବାସୀ ମୁହାଁମୁହିଁ, ପୁଇଁନ୍ତଲା ଥାନା ଘେରାଉ କଲେ…
ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ପଥର୍ଲା ପଞ୍ଚାୟତ ତଲଗଜ ଗାଁରେ ଏକ କ୍ରସର୍ ସ୍ଥାପନକୁ ନେଇ କ୍ରସର୍ ମାଲିକ ଓ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି । କ୍ରସର ମାଲିକଙ୍କ ଅଭିଯୋଗ କ୍ରମେ ପୋଲିସ…
ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି
ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ ହେବ ପୋଖରୀ ପାଣି ନିଷ୍କାସନ କରାଯାଇଛି ା କିନ୍ତୁ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ…
ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍ ଓଲଟିଲା ପିକ୍ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩
ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଶିଶୁ ମୃତ ୩ ଗୁରୁତର ହୋଇଥିବା ଜଣାପଡିଛି ।…

