ବଲାଙ୍ଗୀର

ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ରିଲାଏନ୍ସ କୋଚିଂରେ ତନାଘନା

ବଲାଙ୍ଗୀର ଅଫିସ,୭ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ତଦନ୍ତ କାର୍ଯ୍ୟକୁ ନିରୀକ୍ଷଣ କରିବା ପାଇଁ ବୁଧବାରଠାରୁ ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ ଆଇଜି ଅମିତେନ୍ଦ୍ର ନାଥ ସିହ୍ନା କ୍ୟାମ୍ପ କରି ରହିଛନ୍ତି। ଗୁରୁବାର ତଦନ୍ତର ଷଷ୍ଠଦିନ ପୂର୍ବାହ୍ନରୁ କ୍ରାଇମବାଞ୍ଚ ଆଇଜି ସିହ୍ନା ପ୍ରତ୍ୟକ୍ଷଭାବେ ବଲାଙ୍ଗୀର...

ଟ୍ରଫି, ମାନପତ୍ର ନେଇଯାଅ, କାମ ଦିଅ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୭ା୪ (ଡି.ଏନ୍‌.ଏ.): କୋଭିଡ ମହାମାରୀ ସମୟରେ ନିଜର ସାହସ ଏବଂ ଉପସ୍ଥିତ ବୁଦ୍ଧି ଯୋଗୁଁ ରାଜ୍ୟ ବାହାରେ ଥିବା ପ୍ରାୟ ୬ହଜାର ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ଜାତୀୟସ୍ତରରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ...

ଦେଢ଼ମାସ ବିତିଲା, ମୃତ୍ୟୁ ରହସ୍ୟ ଖୋଲୁନି

ମୁରିବାହାଲ,୫ା୪(ଡ଼.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ଥାନା ଡୁଡୁକାପଡା ଗ୍ରାମରେ ଗ୍ରାମ୍ୟ ପରିମଳ ବିଭାଗ ପାଣ୍ଠିରେ ଗଭୀର କୂଅ ଖନନ କାର୍ଯ୍ୟରେ ନିୟୋଜିତ ଜେସିବି ଡ୍ରାଇଭର ସିନ୍ଧେକେଲା ଥାନା ପାଣ୍ଡ୍ରିପାଏନ ହଁସପଡାର ପଦ୍ମନ ହସ (୨୪) ଙ୍କ କାର୍ଯ୍ୟସ୍ଥଳରେ ଗତ ଫେବୃଆରୀ...

୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/କଟକ ଅଫିସ୍‌, ୫।୪: କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ମଙ୍ଗଳବାର ତଦନ୍ତର ଚତୁର୍ଥ ଦିନରେ ଜାଲ୍‌ ସାର୍ଟିଫିକେଟ୍‌ ମାମଲାର ମୁଖ୍ୟ ଅଭିଯୁକ୍ତ ମନୋଜ ମିଶ୍ର, ପ୍ରମୁଖ ସହଯୋଗୀ ଆଲୋକ ରଞ୍ଜନ ଉଦ୍‌ଗାତାଙ୍କ ସମେତ ଅନ୍ୟ ଦୁଇ ଅଭିଯୁକ୍ତ ତ୍ରିବିହାରୀ ପଣ୍ଡା ଏବଂ...

ଶିକ୍ଷା, ସମବାୟ, ବନ ବିଭାଗକୁ ଯାଞ୍ଚ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୫୪: କଠିନ ପରିଶ୍ରମ କରି ବହୁ ମେଧାବୀ ଛାତ୍ରୀଛାତ୍ର, ତାଲିମପ୍ରାପ୍ତ ଯୁବତୀ, ଯୁବକ ଯୋଗ୍ୟତା ପ୍ରମାଣପତ୍ର ଧରି ବାରଦୁଆର ହେଉଛନ୍ତି। ହେଲେ ସହସ୍ରାଧିକ ଅଯୋଗ୍ୟ ଏବଂ ଅଣଛାତ୍ର ଜାଲ୍‌ ସାର୍ଟିଫିକେଟ କିଣି ସରକାରୀ ଚାକିରି ହାତେଇଛନ୍ତି। ବାରମ୍ବାର...

ଜିଲାପାଳ କାର୍ଯ୍ୟାଳୟ ଘେରିଲା ପୂର୍ବତନ ସୈନିକ ସଙ୍ଘ

ବଲାଙ୍ଗୀର ଅଫିସ,୩।୪: ଦେଶରେ ଓ୍ବାନ ର଼୍ୟାଙ୍କ ଓ୍ବାନ ପେନସନ ଦାବିରେ ସୋମବାର ସମସ୍ତ ଜିଲା ମୁଖ୍ୟାଳୟମାନଙ୍କରେ ପୂର୍ବତନ ସୈନିକ ସଙ୍ଘ ବିକ୍ଷୋଭ ପ୍ରଦର୍ଶନ କରିଛି। ସେହି କ୍ରମରେ ୪ ଦଫା ଦାବି ନେଇ ବଲାଙ୍ଗୀରର ପୂର୍ବତନ ସୈନିକ ସଙ୍ଘ ଏକ...

ଜାଲ୍‌ ସାର୍ଟିଫିକେଟ୍‌: ବଲାଙ୍ଗୀରରେ କ୍ରାଇମ୍‌ବ୍ରାଞ୍ଚ

ବଲାଙ୍ଗୀର ଅଫିସ୍‌/ ଭୁବନେଶ୍ୱର,୨।୪(ବ୍ୟୁରୋ): ବଲାଙ୍ଗୀର ଡାକମଣ୍ଡଳରେ ଚାକିରି ପାଇଁ ଜାଲ୍‌୍‌ ସାର୍ଟିଫିକେଟ୍‌ କାରବାର ଘଟଣା ଧରାପଡ଼ିବା ପରେ ରାଜ୍ୟବ୍ୟାପୀ ହଇଚଇ ସୃଷ୍ଟି ହୋଇଥିଲା। ବିଧାନସଭାରେ ବିରୋଧୀ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ। ଘଟଣାର ଗୁରୁତ୍ୱକୁ ଲକ୍ଷ୍ୟ କରି ରାଜ୍ୟ...

ଗଡ଼ିଲା ହରିଶଙ୍କର ଦର୍ଶନ ବସ୍‌

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୧ା୪ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଶୁକ୍ରବାର ଜିଲାପାଳ ଚଞ୍ଚଳ ରାଣା ହରିଶଙ୍କର ଦର୍ଶନ ବସ୍‌ର ଶୁଭାରମ୍ଭ କରିଛନ୍ତି। ୨୬ ଆସନ ବିଶିଷ୍ଠ ଏହି ବାତାନୁକୁଳିତ ବସ୍‌ ସପ୍ତାହରେ ତିନିଦିନ ଶୁକ୍ରବାର,...

୨୭ ବର୍ଷର ଶିକ୍ଷାନୁଷ୍ଠାନ, ନାହିଁ ବିଦ୍ୟୁତ୍‌ ସଂଯୋଗ

ଲୋଇସିଂହା,୩୦ା୩(ବଲାଙ୍ଗୀର): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁଟେନପାଲି ଆଦିବାସୀ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ୨୦୧୬ରୁ ଉକ୍ତ ସ୍କୁଲ ଶତପ୍ରତିଶତ ଅନୁଦାନ ଲାଭ କରି ସାରିଛି। ଇତିମଧ୍ୟରେ ଶିକ୍ଷାନଷ୍ଠାନକୁ ୨୭ ବର୍ଷ ହେଲାଣି। ବିଡ଼ମ୍ବନାର ବିଷୟ ଯେ, ପ୍ରଶାସନିକ ଓ...

‘ମନିଟରିଂ ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମନୋନୀତ କରିଛନ୍ତି’

ବଲାଙ୍ଗୀର ଅଫିସ, ୨୮ା୩:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ତଦନ୍ତକୁ ମନିଟରିଂ କରିବା ପାଇଁ ଅବସରପ୍ରାପ୍ତ ବିଚାରପତି ଜେ.ପି. ଦାସଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ମନୋନୀତ କରିଛନ୍ତି। ସୂଚନା ଅଧିକାର ଆଇନ ଯୋଗେ ଓଡ଼ିଶା ହାଇକୋର୍ଟଙ୍କ ଜନସୂଚନା ଅଧିକାରୀ ତଥା...

ମୃତ ଆଲବମ୍‌ ଅଭିନେତ୍ରୀଙ୍କ ଚକ୍ଷୁଦାନ କଲେ ପରିବାର ଲୋକେ

ବଲାଙ୍ଗୀର ଅଫିସ, ୨୮ା୩:ମୋ ଝିଅ ତ ଚାଲିଗଲା, ହେଲେ ତା’ ଆଖିରେ ଆଉ କେହି ଜଣେ ଦୁନିଆ ଦେଖୁ। ତେଣୁ ତା’ର ଦୁଇଆଖିକୁ ଦାନକରିଦେଲି। ଏହିଭଳି କହିଛନ୍ତି ମୃତ ଆଲବମ୍‌ ଅଭିନେତ୍ରୀ ରୁଚିସ୍ମିତା ଗୁରୁ(୨୬)ଙ୍କ ବାପା ପ୍ରଦୀପ କୁମାର ଗୁରୁ।...

ସାର୍ଟିଫିକେଟ୍‌ ପାଇଁ ୫୦ ହଜାରରୁ ୫ ଲକ୍ଷ

ବଲାଙ୍ଗୀର/ କେନ୍ଦ୍ରାପଡ଼ା ଅଫିସ, ୨୮ା୩:ବଲାଙ୍ଗୀର ଡାକ ମଣ୍ଡଳରେ ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ଆବେଦନକରି କେତେଜଣ ପ୍ରାର୍ଥୀ ଧରାପଡ଼ିବା ଘଟଣାର ପୋଲିସ ତଦନ୍ତ ପରେ ଦେଶବ୍ୟାପୀ ବିଛେଇ ହୋଇଥିବା ଆନ୍ତଃ ରାଜ୍ୟ ଜାଲ୍‌ ସାର୍ଟିଫିକେଟ୍‌ ର଼୍ୟାକେଟ୍‌ର ପର୍ଦ୍ଦାଫାଶ ହୋଇଛି। ସାର୍ଟିଫିକେଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri