ବଲାଙ୍ଗୀର

ସ୍ବାମୀଙ୍କ ମୃତ୍ୟୁକୁ ସହି ପାରିଲେନି, ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ପଡିଲେ ସ୍ତ୍ରୀ

ବଲାଙ୍ଗୀର ,୨୪।୪ (ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଅଘଟଣ ଘଟଣା ଘଟିଯାଇଛି। ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ଜଣେ ମହିଳା ଜୀବନ ହାରିଛନ୍ତି। ମୃତ ମହିଳାଙ୍କ ନାଁ ପଦ୍ମିନୀ ବାଗ । ତାଙ୍କ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ବିଭିନ୍ନ ଥାନାରେ ନେତାଙ୍କୁ ଅଟକ ରଖିଲା ପୋଲିସ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ଆଜି ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଗସ୍ତ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ…

ସପ୍ତାହେ ହେଲା କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ

ଲୋଇସିଂହା,୨୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅଧୀନ କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଗୋଟିଏ ସପ୍ତାହ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର କେବୁଲକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି କାରଣରୁ କର୍ଲିପାର୍ଟ ବସ୍ତିକୁ ଜଳଯୋଗାଣ ଠପ୍‌…

ମିଛ ପ୍ରତିଶ୍ରୁତିକୁ ନେଇ ଗର୍ଜିଲା ବିଜେଡି: ପ୍ରଧାନମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଲୋଇସିଂହା,୨୩।୪।୨୬( ସୁଶାନ୍ତ ବାରିକ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ରହିଛି। ଏହାପୂର୍ବରୁ ଆଜି ବିଭିନ୍ନ ଦାବି ନେଇ ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ତତଫରୁ ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ଆଗରେ ଲୋଇସିଂହା ବ୍ଲକ…

ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାର ସୁରକ୍ଷା ଦାବିରେ ବିକ୍ଷୋଭ

ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍‌ସି , ଏସ୍‌ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପଛୁଆବର୍ଗଙ୍କୁ ସମ୍ବିଧାନ ଅଧିକାର ସୁରକ୍ଷା ଦାବିରେ ପ୍ରତିବାଦ…

‘ବଲାଙ୍ଗୀରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ସୂତା ଉତ୍ପାଦନ ୟୁନିଟ୍‌’

ଭୁବନେଶ୍ୱର,୨୩।୪(ରବିନାରାୟଣ ଜେନା): ପଶ୍ଚିମ ଓଡ଼ିଶାର ଶିଳ୍ପ ପରିବେଶକୁ ସୁଦୃଢ଼ କରିବା ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ କହିଛନ୍ତି,…

ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ଅଭିଯୋଗରେ ଭାରତ ବନ୍ଦ, ସକାଳୁ ସକାଳୁ…

ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍‌ସି, ଏସ୍‌ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ବଲାଙ୍ଗୀରରେ ଭାରତ ବନ୍ଦ ପାଳନର ପ୍ରଭାବ ଅନୁଭୂତ ହୋଇଛି। ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ ସମ୍ମୁଖରେ…

୩ ଗାଁରେ ପାଣି ସଙ୍କଟ: ଟ୍ରାଏଲ ସରିଛି, କାର୍ଯ୍ୟକ୍ଷମ ହେଉନି ପାନୀୟ ପ୍ରକଳ୍ପ

ଲୋଇସିଂହା,୨୩।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରି ଯାଇଛି। ଏପରି କି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣ ଟ୍ରାଏଲ ମଧ୍ୟ କରାଯାଇଛି। ଏହାସତ୍ତ୍ୱେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଅଗଲାପାଲି ,ଭାଲିଆମୁଣ୍ଡା ଓ ଭାଲୁପାଲି…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ ବାଇକ୍‌ ପଶିଯାଇଥିଲା। ଫଳରେ ବାଇକ୍‌ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ତେବେ ମୃତ ଯୁବକଙ୍କ ପରିଚୟ…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର, ଦେଖିଲେ ଲାଗୁଛି….

ବଲାଙ୍ଗିର/ସଇଁନ୍ତଲା,୨୨ା୪(ସୁନିଲ ମହାନ୍ତି/ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଳା ଥାନା ବର୍ଣୀ ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର ହୋଇଛି । ତେବେ ନରକଙ୍କାଳଟି ଏକ ଗଛ ଉପରେ ଝୁଲନ୍ତା ଅବସ୍ଥାରେ ଥିବା ବେଳେ କେହି ହତ୍ୟାକାରୀ ଗଛରେ ଝୁଲାଇ…

ବଲାଙ୍ଗୀରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ନୀତି ସମ୍ପନ୍ନ, ଦେବଦମ୍ପତିଙ୍କ ମାତାପିତା ସ୍ଥିରୀକୃତ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ଆସନ୍ତା ୧୮ ଜୁନ୍‌ରୁ ୨୦ ଜୁନ୍‌ ପର୍ଯ୍ୟନ୍ତ ହେବ ଦେବଦମ୍ପତିଙ୍କ ଶୁଭ ବିବାହ ଓ ଶୀତଳଷଷ୍ଠୀ ଯାତ୍ରା। ପବିତ୍ର ଅକ୍ଷୟ ତୃତୀୟା ତିଥିରେ ଦେବ ଦମ୍ପତିଙ୍କ ଶୁଭବିବାହ ଶୀତଳଷଷ୍ଠୀ ଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଯେଉଁଥିରେ…

ବସ ଚକ ତଳେ ପଶିଗଲେ ବାଇକ ଆରୋହୀ: ଭୟଙ୍କର ଦୁର୍ଘଟଣା ସିସିଟିଭିରେ କଏଦ, ଜାଣନ୍ତୁ କ’ଣ ହେଲା

ବଲାଙ୍ଗୀର,୨୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଭିତରେ ପୁଣି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି। ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା। ବସ ଚକ ତଳେ ପଡ଼ି ବାଇକ ଆରୋହୀ ମୃତ୍ୟୁବରଣ କରିଛନ୍ତି। ଘଟଣାସ୍ଥଳରେ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?