ବଲାଙ୍ଗୀର

ବଲାଙ୍ଗୀର ତହସିଲ ଅଫିସ ମହିଳା କିରାଣୀ ଅସୁସ୍ଥ: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି

ବଲାଙ୍ଗୀର,୮।୪: ବଲାଙ୍ଗୀର ତହସିଲ ଅଫିସର ଜଣେ ମହିଳା କିରାଣି ମଙ୍ଗଳବାର ଅସୁସ୍ଥ ହୋଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମହିଳା କର୍ମଚାରୀ ଜଣକ ମଙ୍ଗଳବାର ଅଫିସ ଭିତରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତହସିଲଦାର ଲଗ୍ନଜିତ...

ମହାରାଷ୍ଟ୍ରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ

ଲାଠୋର,୫ା୪(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ସୁନାମୁଦି ଗ୍ରାମର ସୁଶାନ୍ତ ବାଗ(୧୯) ମହାରାଷ୍ଟ୍ରକୁ କାମ କରିବାକୁ ଯାଇଥିଲେ। ସେଠାରେ ସେ ଆମତ୍ହତ୍ୟା କରିଛନ୍ତି ବୋଲି ଶନିବାର ସକାଳେ ପରିବାର ବର୍ଗ ଜାଣିବାକୁ ପାଇଥିଲେ। ଘଟଣାକୁ ସହଜେ ଗ୍ରହଣ...

ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଜଣେ ଗୁରୁତର

ବଲାଙ୍ଗୀର/ଟିଟିଲାଗଡ଼,୪ା୪(ସୁନୀଲ କୁମାର ମହାନ୍ତି/ଶରତ ମିଶ୍ର): ନବଜାତ ଯାଆଁଳା ଶିଶୁ କନ୍ୟାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର ସମୟରେ ଶୁକ୍ରବାର ସକାଳେ ଏକ ଅଘଟଣ ଘଟିଛି। ଆମ୍ବୁଲାନ୍ସର...

ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ

ବଲାଙ୍ଗୀର,୨ା୪(ସୁନୀଲ କୁମାର ମହାନ୍ତି): ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ମଙ୍ଗଳବାର ରାତିରେ ଘଟିଛି ଏଭଳି ବୀଭତ୍ସ କାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଅମୂଲ୍ୟା ବିଶ୍ୱାଳ (୩୫) ତାଙ୍କ...

ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍‌ପି ଅଭିଳାଷ ଜି. ପୋଲିସ ପେରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି...

୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ ପ୍ରେମରାଜ ମାଝୀ(୨୬) ଓ ତାଙ୍କ ସ୍ତ୍ରୀ ଭାନୁମତୀ ମାଝୀ(୨୩)। ରାତ୍ର ଭୋଜନ ସାରି...

ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ

ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ତଥା ହଳଦୀ ପଞ୍ଚାୟତ ଅନ୍ତର୍ଗତ ସେମେଲପାଲି ଗାଁର ଏକ ଘରୁ ରବିବାର ସକାଳେ ଯୁବତୀଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସେମେଲପାଲି ଗାଁର ଅରବିନ୍ଦ ନାଗ(୧୮) ଏବଂ ସଂଯୁକ୍ତା...

ସଇଁତଳା ଓକିଲ ସଂଘ ନିର୍ବାଚନ: ସୁବୋଧ ସଭାପତି, ଫିରୋଜ ସମ୍ପାଦକ ନିର୍ବାଚିତ

ସଇଁତଳା,୨୯।୩ (ରାଖାଲ ପ୍ରସାଦ ଶତପଥୀ): ଓଡ଼ିଶା ଓକିଲ ସଂଘର ନିର୍ଦ୍ଦେଶ କ୍ରମେ ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସଇଁତଳା ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବରେ ସୁବୋଧ କୁମାର ମିଶ୍ର...

ବିଭିନ୍ନ ଦାବି ନେଇ ଡିଏଭି ମହାବିଦ୍ୟାଳୟର ତାଲା ପକାଇଲେ କର୍ମଚାରୀ

ଟିଟିଲାଗଡ଼,୨୯ା୩(ଶରତ ମିଶ୍ର): ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ ମହାବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ବିଭିନ୍ନ ଦାବି ନେଇ ଶନିବାର ମହାବିଦ୍ୟାଳୟର ଗେଟ୍‌ ସମ୍ମୁଖରେ ଧାରଣା ଦେଇଛନ୍ତି। ଫଳରେ ଅଧ୍ୟାପକ ତଥା ଅନ୍ୟ କର୍ମଚାରୀ ପ୍ରବେଶ ବାଟ ବନ୍ଦ ସହ ଶିକ୍ଷାଦାନ...

ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ ପୁରାତନ ଗଛକୁ ରାସ୍ତା ପ୍ରଶସ୍ତିକରଣ ନାଁରେ କାଟି ଦିଆଯାଉଥିବା ଦେଖିବାକୁ ମିଳିଛି।...

ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍‌

ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ...

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଟିଟିଲାଗଡ଼,୨୫।୩(ଶରତ କୁମାର ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ପଞ୍ଚାୟତ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ ବିଦ୍ୟାଳୟର କିଛିଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri