ବଲାଙ୍ଗୀର

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ ପାଣି ଟାଙ୍କି ଭିତରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ ଉଦ୍ଧାର…

ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡରେ ପଡିଗଲେ, ବ୍ୟାଗ ଯାଞ୍ଚ ବେଳେ ମିଳିଲା…

ବଲାଙ୍ଗୀର,୨୪।୩ (ସୁନିଲ କୁମାର ମହାନ୍ତି): ଟ୍ରେନ ଯୋଗେ ଗଞ୍ଜେଇ ଚୋରାଚାଲାଣ କରୁଥିବାବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୟୁପି ଓ ବିହାରର ୨ ମହିଳା ଓ ପୁରୁଷ । ଜିଆରପି ପୋଲିସ ସେମାନଙ୍କ ଠାରୁ ୧୨କିଲୋ ୫୦୦ ଗ୍ରାମ ଗଞ୍ଜେଇ ସହ ନଗଦ…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ ଯୋଗୁ ମାସେ ନ ପୂରୁଣୁ ରାସ୍ତା ଶୋଚନୀୟ ହୋଇ ପଡିଥିଲା। ଫଳରେ ସରକାରଙ୍କ…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ ମହିଳା/ପୁରୁଷ କଳସ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ପୋଲିସ ହାବୁଡ଼ରେ ପଡ଼ିଛନ୍ତି ୩ ଜଣ…

ଅଣ ଓଡିଆ ଯୁବକଙ୍କୁ ଛୁଆ ଚୋର ଭାବି  ପିଟିପକାଇଲେ ଗାଁ ଲୋକେ: ଭିଡିଓ ଭାଇରାଲ ପରେ… 

ବଲାଙ୍ଗୀର,୨୧।୩: ବଲାଙ୍ଗୀର ସଦରଥାନା ଅନ୍ତର୍ଗତ ଖର୍ଲ୍ଲୀକାନି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁରେ ଛୁଆ ଚୋର ସନ୍ଦେହରେ ଜଣେ ଅଣ ଓଡ଼ିିଆ ଯୁବକଙ୍କୁ ଗାଁ ଲୋକେ ଧରି ମାଡ଼ ମାରୁଥିବା ଶନିବାର ଅପରାହ୍ନରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ ପରିଚାଳନା ଆବର୍ଜନା କୁଣ୍ଡ। ଏହି ପ୍ରକଳ୍ପ ନିର୍ମାଣ କରି ଠିକାଦାର ଓ ବିଭାଗୀୟ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର ଏହି ପାରମ୍ପରିକ ଯାତ୍ରା ଲୋକଙ୍କ ଭିତରେ ଭରି ଦେଇଛି ଭକ୍ତି ଓ ଭାବ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ ଅଟକି ରହିଥିଲା ଭାରତର ୨ ଏଲ୍‌ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍‌’।…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ କହ୍ନେଇଟାଲ ଠାରେ ଗ୍ରାଫାଇଟ ଓ ମାଙ୍ଗାନିଜ ଖଣି ନିଲାମ ହୋଇଥିବା ଜଣାପଡିଥିଲା। ବିନା…

ଜେଲ ଭିତରୁ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ଘଟଣା, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

ବଲାଙ୍ଗୀର,୧୫।୩(ସୁନିଲ କୁମାର ମହାନ୍ତି ): ଶନିବାର ବଲାଙ୍ଗୀର ଜେଲ ଭିତରେ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ଏହି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ଜେଲ ଡିଆଇଜି ଗରିବ ସାହୁ । ରବିବାର ପୂର୍ବାହ୍ନରେ ସେ ବଲାଙ୍ଗୀର ଜିଲା କାରାଗାରରେ…

ମଦ ଭାଗବଣ୍ଟାରୁ ସାଙ୍ଗକୁ ମାରିଦେଲେ ସାଙ୍ଗ, ଜୀବନ ଚାଲିଯିବା ପରେ…

ବଲାଙ୍ଗୀର,୧୫ା୩(ସୁନିଲ କୁମାର ମହାନ୍ତି): ରିନବଚନ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବଲାଙ୍ଗୀର ସଦର ଥାନା ପୋଲିସ। ମଦ ପାଉଚ ଭାଗ ବଣ୍ଟାରୁ ସାଙ୍ଗ ସାଙ୍ଗ ମଧ୍ୟରେ ହତ୍ୟାକାଣ୍ଡ ହୋଇଥିବା ପୋଲିସ ସୂଚନା ଦେଇଛି। ସଦର ଏସ୍‌ଡିପିଓ ସରୋଜ ଉପାଧ୍ୟାୟ ରବିବାର ସଦର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?