ବଲାଙ୍ଗୀର

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ବିଭତ୍ସ ହତ୍ୟା: କିଛି ସନ୍ଦିଗ୍ଧ ଅଟକ

ବଲାଙ୍ଗୀର,୨୫।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ଡୁମେରଝରନ ଗାଁର ଜଣେ ଯୁବକଙ୍କ ମୃତଦେହ ନିକଟସ୍ଥ ଏକ ଜଙ୍ଗଲ ଭିତରୁ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଡୁମ୍ବେର ଝରନ ଗାଁର ଶତ୍ରୁଘ୍ନ ପଟେଲ (୩୬)।...

ଯୁବକଙ୍କ ମୃତ ଦେହ ଜବତ: ହତ୍ୟା ଅଭିଯୋଗରେ ୫ଅଟକ

ଲୋଇସିଂହା,୨୫।୩(ସୁଶାନ୍ତ ବାରିକ): ମଙ୍ଗଳବାର ସକାଳେ ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ଡୁମେରଝରଣ ଗ୍ରାମର ଜଣେ ଯୁବକଙ୍କ ମୃତ ଦେହ ଜବତ ହୋଇଛି। ମୃତ ଯୁବକ ହେଲେ ଶତ୍ରୁଘ୍ନ ପଟେଲ। ମୃତଦେହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର...

ଭାଜପାରେ ମିଶିବାକୁ ନେଇ ହେଉଥିଲା ଜୋର୍‌ଦାର ଚର୍ଚ୍ଚା: ମୁଁ ବିଜେଡିରେ ଅଛି…

ଦେଓଗାଁ,୨୪ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ୍‌ ଅଧ୍ୟକ୍ଷ ଦୟାନିଧି ଖମାରୀ ଭାଜପାରେ ମିଶିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା। ବ୍ଲକ୍‌ ଅଧ୍ୟକ୍ଷ ଖମାରୀ ସୋମବାର...

୧୭ ବର୍ଷ ପରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର,୨୧।୩(ସୁନୀଲ କୁମାର ମହାନ୍ତି): ୧୭ ବର୍ଷ ପରେ ଗିରଫ ହେଲେ ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ଭୂଅର୍ଜନ ଅଧିକାରୀ ବିନାୟକ ଗଡ଼ନାୟକ। ୨୦୦୮ ମସିହାରେ ଗଡ଼ନାୟକଙ୍କ ନାଁରେ ଭିଜିଲାନ୍ସ ୧୨ ଟି ଦୁର୍ନୀତି ମାମଲା ରୁଜୁ କରିଥିଲା। ୧୭ ବର୍ଷ...

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି ସାଙ୍ଗ । ଟଙ୍କା ନେଣଦେଣକୁ ନେଇ ବଚସା ପରେ ଏହି ହତ୍ୟାକାଣ୍ଡ ଘଟିଥିବା...

ମୋବାଇଲ ଟାଓ୍ବାରକୁ ଚଢ଼ି ଜୀବନ ହାରିଲେ ଯୁବକ

ସଇଁତଲା,୨୦।୩(ରାଖାଲ ପ୍ରସାଦ ଶତପଥି): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ କଅଁସର ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଜଣେ ଯୁବକ ମୋବାଇଲ ଟାଓ୍ବାରରେ ଚଢ଼ି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି। ସେ ହେଲେ କଅଁସର ଗ୍ରାମର କୁଞ୍ଜବିହାରୀ...

ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ମାମଲା, ଭରସୁଜା ସରପଞ୍ଚ ନିଲମ୍ବିତ

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ): କ୍ଷମତାର ଦୂରୁପଯୋଗ କରି ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ଘଟଣାରେ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ସରପଞ୍ଚ ପ୍ରମିଳା ସାହୁଙ୍କୁ ନିଲମ୍ବନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପଞ୍ଚାୟତି ରାଜ ଓ ପାନୀୟଜଳ ପତ୍ର ସଂଖ୍ୟା...

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ଲାଗି ଦାବି କଲେ ଗ୍ରାମବାସୀ

ସଇଁତଳା,୧୭।୩(ରାଖାଲ ପ୍ରସାଦ ଶତପଥି) : ସଇଁତଳା ଥାନା ଅନ୍ତର୍ଗତ ବରାହମାଲ ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କୁମ୍ଭାରୀ ଗ୍ରାମର ଆଲୋକ ଓରଫ ଧନେଶର ରଣା (୩୫)। ପୋଲିସ...

ପ୍ରତିବାଦ ଭୟ: ଦେଢ଼ ଘଣ୍ଟା ପଞ୍ଚାୟତରେ ଅଟକିଲେ ମନ୍ତ୍ରୀ

ଲୋଇସିଂହା,୧୭।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗଙ୍କୁ ଘାରିଲା ପ୍ରତିବାଦ ଭୟ। ରବିବାର ସନ୍ଧ୍ୟାରେ ଲୋଇସିଂହା ବ୍ଲକ ଝାରମୁଣ୍ଡାଗସ୍ତ ଅବସରରେ ବିରୋଧୀଙ୍କ ପ୍ରତିବାଦ ଆଶଙ୍କା କରି ପ୍ରାୟ ଦେଢ଼ ଘଣ୍ଟା ପର୍ଯ୍ୟନ୍ତ...

କୋସଲବାଦି ସଙ୍ଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ : ଜୟନାରାୟଣ ମିଶ୍ରଙ୍କୁ ସମର୍ଥନ

ବଲାଙ୍ଗୀର,୧୬।୩: କୋସଲ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ସୋମବାର ସ୍ଥାନୀୟ ଯାଦବ ଭବନ ଠାରେ ଖବରଦାତା ସମ୍ମିଳନୀ କରି ସ୍ବତନ୍ତ୍ର କୋସଲ ରାଜ୍ୟ ଗଠନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ସମ୍ମିଳନୀରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କୁ...

ବିଦ୍ୟୁତ୍‌ ତାର ଚୋରି କରିବା ପଡ଼ିଲା ମହଙ୍ଗା

ଟିଟିଲାଗଡ଼୧୫।୩(ଶରତ ମିଶ୍ର): ବିଦ୍ୟୁତ୍‌ ତାର ଚୋରି କରିବା ଅଭିଯୋଗରେ ଟିଟିଲାଗଡ଼ ଥାନା ପୋଲିସ ଶନିବାର ୫ଜଣଙ୍କୁ ଗିରଫ କରଛି। ଗିରଫ ଅଭିଯୁକ୍ତମାନେ ହେଲେ କଳାହାଣ୍ଡିର ନିରାକାର ସାହୁ, ନବରଙ୍ଗପୁରର ବିଜୟ ଗୋପାଳ ନାୟକ, ଟିଟିଲାଗଡ଼ ସୁକୁନାଭଟାର ନିଧି ଚନ୍ଦନ, ବଙ୍ଗୋମୁଣ୍ଡାର...

ଗାଧୋଇବା ବେଳେ ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଲାଠୋର,୧୫।୩(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ବର୍ତ୍ତିଆ ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଯାଦବ ପଟେଲ(୫୫)। ମିଳିଥିବା ସୂଚନା ମୁତାବକ, ଯାଦବ ତେତେଲମୁଡ଼ାରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri