ବଲାଙ୍ଗୀର

ବଲାଙ୍ଗୀର ଓଡିଶା ଆଦର୍ଶ ବିଦ୍ୟାଳୟରେ ଶତ ପ୍ରତିଶତ ସଫଳତା; ଶ୍ରେୟାଂଶ ୯୯.୬%, ସୋନାକ୍ଷୀ ୯୯.୨%…

ବଲାଙ୍ଗୀର,୧୭।୪(ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷାରେ ବଲାଙ୍ଗୀର ପଥରଚେପା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ର ରେକର୍ଡ କରିଛନ୍ତି । ଏହି ସ୍କୁଲର ପରୀକ୍ଷାର୍ଥୀ ଶହେ ପ୍ରତିଶତ ସଫଳତା ହାସଲ କରି ଉତୀର୍ଣ୍ଣ ହୋଇଛନ୍ତି ।…

ପୋଖରୀକୁ ଗୋଧୋଇବାକୁ ଯାଇ ବୁଡିଗଲେ ବଙ୍ଗାଳୀ ଶ୍ରମିକ, ଚପଲ ଦେଖି…

ବଲାଙ୍ଗୀର,୧୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁଇଁନ୍ତଲା ଥାନା ଅନ୍ତର୍ଗତ ଅଇଁଲାସାରି ଗାଁରେ ଅଭାବନୀୟ ଘଟଣା । ଗୁରୁବାର ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ଜଣେ ବଙ୍ଗାଳୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବଙ୍ଗାଳୀ ଶ୍ରମିକ ଏକ କଂପାନୀରେ ଠିକାଦାରଙ୍କ ପାଖରେ…

ପ୍ରସୂତିଙ୍କୁ ନେଇ ଯାଉଥିବା ବେଳେ ପିଟିଦେଲା ଟ୍ରକ; ମାଇଁ ମୃତ, ୨ ଗୁରୁତର

ବଲାଙ୍ଗୀର,୧୬।୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଭାଲୁ ଡୁଙ୍ଗୁରିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏକ ଟ୍ରକ ଧକ୍କାରେ ମାଇଁଙ୍କର ମୃତ୍ୟୁ ହୋଇଥିବା ବେଳେ ଭଣଜା ସମେତ ପ୍ରସୂତି ମହିଳା ଗୁରୁତର ହୋଇଛନ୍ତି । ସୂଚନା ମୁତାବକ…

ସ୍କୋର୍ପିଓ ଗାଡ଼ିରେ ବୌଦ୍ଧରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚାଲାଣ; ଅଧାବାଟରେ ମାଡ଼ିବସିଲା ପୋଲିସ, ତାପରେ…

ବଲାଙ୍ଗୀର,୧୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର –ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ଗଞ୍ଜେଇ ଭର୍ତ୍ତି ଏକ ସ୍କୋର୍ପିଓ (ନଂ ସିଜି ୦୪ କ୍ୟୁଡି ୪୩୮୫)କୁ ପୁଇଁନ୍ତଲା ଥାନା ପୋଲିସ ବୁଧବାର ଜବତ କରିଛି । ଉକ୍ତ ଗାଡିରୁ ୩.୬ କୁଇଣ୍ଟାଲ ଗଞ୍ଜେଇ…

ସ୍କର୍ପିଓ ଗାଡ଼ିରେ ଚାଲାଣ ହେଉଥିଲା ଗଞ୍ଜେଇ, ବାଟରେ ଛକି ରହିଥିଲା ପୋଲିସ, ଫେରାର୍‌ ଉଦ୍ୟମବେଳେ…

ବଲାଙ୍ଗୀର ୧୫।୪ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏନଏଚ ୫୭ ସୋନପୁର ବଲାଙ୍ଗୀର ପୁଇନ୍ତଳା ବାଏପାସ ରାସ୍ତା ନିକଟରେ ବୁଧବାର ଏକ ଗଞ୍ଜେଇ ଭର୍ତ୍ତି ସ୍କର୍ପିଓ ଗାଡ଼ିକୁ ପୁଇନ୍ତକା ପୋଲିସ ଜବତ କରିଛି । ସୂଚନା ଅନୁଯାୟୀ ଏକ ସ୍କର୍ପିଓ ଗାଡ଼ି…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି): ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ ନିକଟରେ। ସୂଚନା ମୁତାବକ, ଡୁମ୍ବେରବାହାଲ ଗାଁର ରମାକାନ୍ତ ନାଏକ ନିଜ ସ୍ତ୍ରୀ ଓ…

ବଲାଙ୍ଗୀର ମେନ ମାର୍କେଟ ଚଳଚଞ୍ଚଳ: ହନୁମାନ ଜୟନ୍ତୀରେ…

ବଲାଙ୍ଗୀର,୧୪।୪( ସୁନିଲ କୁମାର ମହାନ୍ତି): ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ । ଏହି ଅବସରରେ ବିଭିନ୍ନ ମନ୍ଦିରରେ ହନୁମାନ ଜୟନ୍ତୀ ପାଳନ କରାଯାଉଅଛି । ବଲାଙ୍ଗୀର ମେନ ମାର୍କେଟ ଥିବା ହନୁମାନ ଘାଟ ପୂଜା ମଣ୍ଡପ ତରଫରୁ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ ବୋଝେଇ ଏକ ୭୦୯ ଟ୍ରକ୍‌ ଜବତ କରାଯାଇଛି। ବୁଧବାର ଭୋର୍‌ରୁ ଟିକ୍ରାପଡା ଅଞ୍ଚଳରୁ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ବଲାଙ୍ଗୀର ଜିଲା ଲୋଇସିଂହା…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ ତାଣ୍ଡି ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସାଂସଦ…

କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ

ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ ଦାମୀ ଗାଡ଼ିରେ କଫସିରପ ପାର୍‌ କରୁଥିବାବେଳେ ଗାଡି ଗୁଡ଼ିକ ପୋଲିସ ହାତରେ ଧରାପଡୁଛି।…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ ପାଲି ଦେଇ ବଲାଙ୍ଗୀରକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?