ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି
ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛ। ଉପଜିଲାପାଳ ସୁନିଲ ମେହେର ପ୍ରତିବାଦ ସ୍ଥଲକୁ ଆସି…
ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ
ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ ଉତ୍ସାହର ମାହୋଲ। ହେଲେ ଏହି ପର୍ବକୁ ପାଳନ ପାଇଁ ବିଭିନ୍ନ କାରଣରୁ ଅନେକଙ୍କ…
ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା
ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶାର ବଲାଙ୍ଗୀର ଜିଲା କାର୍ଯ୍ୟକର୍ତ୍ତାମାନେ ପହଞ୍ଚି ଆନ୍ଦୋଳନକୁ ପୂର୍ଣ୍ଣ…
ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…
ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ ଦାବି କରିଆସୁଛନ୍ତି। ଏହି ଉପଲକ୍ଷେ ପ୍ରତିବର୍ଷ ସେପ୍ଟେମ୍ବର ୬ ତାରିଖରେ ବଲାଙ୍ଗୀରରେ ହାଇକୋର୍ଟ…
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…
ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ ଚିଣ୍ଟୁ ସାହୁ ଓ ସିତୁ ସ୍ବାଇଁ। ଘଟଣା ଅନୁଯାୟୀ, ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ମୁଖ୍ୟ…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ପଞ୍ଚସଖା ଶିକ୍ଷା ସେତୁ ସଙ୍ଗଠନର ପରାମର୍ଶକ୍ରମେ ଓଡ଼ିଶା…
ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର: ଛାତ୍ରଛାତ୍ରୀଙ୍କ ପକ୍ଷରୁ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ
ଲୋଇସିଂହା, ୩ା୯ (ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଉପରବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚଳିତ ବର୍ଷର ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଆଲୋଚନାଚକ୍ରରେ ଭାଗ ନେଇଥିବା ଛାତ୍ରଛାତ୍ରୀମାନେ କୁଇଜ ସହ ‘ଭାରତର ଶକ୍ତି ସମ୍ପଦ :…
ପମ୍ପ ଅପରେଟର ପାଇନାହାନ୍ତି ୬ ମାସର ପାରିଶ୍ରମିକ: ୭ରୁ କାର୍ଯ୍ୟବନ୍ଦ ଚେତାବନୀ
ଲୋଇସିଂହା, ୩ା୯: ଲୋଇସିଂହା ଏନ୍ଏସି ଅଧୀନ ଲୋଇସିଂହା ଓ ବୁର୍ଡା ଅଞ୍ଚଳରେ କାର୍ଯ୍ୟରତ ଏସିଏମ୍ ଓ ପାନୀୟଜଳ ପ୍ରକଳ୍ପର ପମ୍ପ ଅପରେଟରମାନେ ଦୀର୍ଘ ୬ ମାସ ଧରି ପାରିଶ୍ରମିକ ପାଇନଥିବା ଅଭିଯୋଗ କରିଛନ୍ତି। ବକେୟା ପାରିଶ୍ରମିକ ଯୋଗୁଁ ପରିବାର ଚଳାଇବାରେ ସମସ୍ୟା…
ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ
ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି ଅନେକ ଅଞ୍ଚଳକୁ ଆମାଜନ୍ ନାଁ ରେ ଚାଲାଣ କରାଯାଉଥିଲା । ପକେଟ୍ ତିଆରି…
ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର
ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ ଗ୍ରାମରେ ଏବେଠାରୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଛି। ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ…
ଟିଟିଲାଗଡ଼ ସହରରେ ହାତୀ ଆତଙ୍କ: ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶି…
ଟିଟିଲାଗଡ଼, ୧/୯ (ସଞ୍ଜୟ କୁମାର ବେହେରା): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ସକାଳୁ ଟିଟିଲାଗଡ଼ ସହରର ମାଳଗୋଦାମପଡ଼ା ନିକଟସ୍ଥ ରେଳ ଲାଇନ କଡ଼ରେ ଏକ ହାତୀ ଥିବା ଦେଖିବାକୁ ମିଳିଥିଲା। ଟିଟିଲାଗଡ଼ ରେଳୱେ ରନିଂ ରୁମ୍…
ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….
ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଏଥିରେ ତାଙ୍କ ଶାଳୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି।…

