ବଲାଙ୍ଗୀର

ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଡ୍ରେନରେ ପଡିଛି ମୃତଦେହ, ଦୁର୍ଘଟଣା ନା ହତ୍ୟା ବଢିଲା ସସ୍‌ପେନ୍ସ

ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଡ୍ରେନରେ ଏକ ମୃତଦେହ । ଗୁରୁବାର ସକାଳୁ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସମ୍ମୁଖରେ ଥିବା ଡ୍ରେନରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବାର ଦେଖାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ…

ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ ରାସ୍ତାରେ ଦୁଇ ମଟର ସାଇକେଲ ଦୁର୍ଘଟଣା ହୋଇଛି । ଏଥିରେ ଦୁଇ ବାଇକ୍…

ଅବ୍ୟବସ୍ଥାରେ ସରିଲା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ଲୋକମାନେ ଜାଣି ନ ପାରି…

ଲୋଇସିଂହା,୨୫।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରିସରରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି। ହେଲେ ପ୍ରଚାରପ୍ରସାର ଅଭାବରୁ ଲୋକମାନେ ଜାଣି ନ ପାରି ଶିବିରକୁ କମ ସଂଖ୍ୟକ ଆସିଥିବା ଦେଖିବାକୁ ମିଳିଥିଲା। ପିଇଓ ସମାରୁ ଦଣ୍ଡସେନାଙ୍କ…

ପିଲାକୁ ନେଇ ଶିକ୍ଷୟିତ୍ରୀ ନିଖୋଜ, ମିଳୁନି ପତ୍ତା: ପୋଲିସର ତନାଘନା

ଲୋଇସିଂହା,୨୫।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା କନ୍ଦାଜୁରୀ ପଞ୍ଚାୟତ ଅଧୀନ ତେନ୍ତୁଲିଖୁଣ୍ଟି ଗ୍ରାମର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ସହକାରୀ ଶିକ୍ଷୟିତ୍ରୀ ନିଖୋଜ ଅଛନ୍ତି। ସମ୍ପୃକ୍ତ ଶିକ୍ଷୟିତ୍ରୀ ଜଣକ ହେଲେ ଛବିରାଣୀ କିଷାନ । ତାଙ୍କର ୩…

ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…

ବଲାଙ୍ଗୀର/ତରଭା,୨୪।୨(ସୁନୀଲ ମହାନ୍ତି/ମାନଭଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ବନ୍ଧୁକ ଦେଖାଇ ନବବଧୂ ଅପହରଣ ଘଟଣାର ପର୍ଦ୍ଦାଫାଶ କରିଛି ତରଭା ପୋଲିସ। ସୋନପୁର ଏସ୍‌ପି ନାରାୟଣ ନାୟକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି । ନବବଧୂକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ଅଭିଯୁକ୍ତ…

ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ। ସେଠାରେ ସେ ପୂର୍ବତନ…

ଜମି ପାଖ ପୋଖରୀରୁ ମିଳିଲା ମୃତଦେହ ଉଦ୍ଧାର: ସନ୍ଦେହଜନକ ମୃତ୍ୟୁକୁ ନେଇ ବଢିଲା ଚର୍ଚ୍ଚା

ବଲାଙ୍ଗୀର,୪।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ମିରିଦ୍ଧାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ପାଖ ଜମିରେ ଥିବା ଏକ ପୋଖରୀରୁ ଭାସୁଥିବା ଏକ ମୃତଦେହକୁ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁଯାୟୀ ଆଜି…

ଅଲୋଡ଼ା ଶିଶୁକନ୍ୟା, ପୁଡାପାଲି ବ୍ରିଜ୍ ତଳୁ ନବଜାତକର ମୃତଦେହ ଉଦ୍ଧାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ସକାଳେ ବଲାଙ୍ଗୀର-ପୁଡାପାଲି ନିବୃତ୍ତି ଯୋର ବ୍ରିଜ୍ ତଳୁ ଏକ ମୃତ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ନବଜାତକକୁ କେହି ଏଠାରେ ଫିଙ୍ଗି ଦେଇଥିବା ନେଇ ଅନୁମାନ କରାଯାଉଛି । ତେବେ ଶିଶୁକନ୍ୟାର ମୃତ୍ୟୁ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା ଦାନହୁଣ୍ଡିକୁ କଡ଼ା ସୁରକ୍ଷା ମଧ୍ୟରେ ଦେବୋତ୍ତର ବିଭାଗ ତଥା ମନ୍ଦିର ପ୍ରଶାସନ ତରଫରୁ…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?