ବଲାଙ୍ଗୀର

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ମୃତ୍ୟୁ ଘଟିଛି । ଘଟିଛି। ମୃତକ…

ରାଜ୍ୟ ସଭାରେ ଏମପି ନିରଞ୍ଜନ ବିଶିଙ୍କ ଦାବି, ସମ୍ବଲପୁର-କୋରାପୁଟ-ବାଲେଶ୍ୱରରେ ଏମ୍ସ….

ବଲାଙ୍ଗୀର,୧୩।୩(ସୁନିଲ୍ କୁମାର ମହାନ୍ତି): ରାଜ୍ୟ ସଭା ଏମପି ନିରଞ୍ଜନ ବିଶି ରାଜ୍ୟ ସଭାରେ ଓଡ଼ିଶାର ସମ୍ବଲପୁର, କୋରାପୁଟ ଓ ବାଲେଶ୍ୱରରେ ନୂତନ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍ସ ) ପ୍ରତିଷ୍ଠା ପାଇଁ ଦୃଢ଼ ଦାବି କରିଛନ୍ତି । ସେ ଦାବି…

ବଢୁଛି ତାପମାତ୍ରା, ଦେଖାନାହିଁ ଜଳଛତ୍ର

ଲୋଇସିଂହା,୧୩।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି ା ଅସ୍ବାଭାବିକ ତାପମାତ୍ରା ବୃଦ୍ଧି ନେଇ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଲାଣି। ପିଇବା ପାଣିର ଚାହିଁଦା ବୃଦ୍ଧି ପାଇଛି। କିନ୍ତୁ ପଞ୍ଚାୟତ ପକ୍ଷରୁ ଖୋଲାଯାଉଥିବା ପାଣିଛତ୍ର…

ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନ ବେଶି ଦାୟୀ: ନରସିଂହ

ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ଏବର ସରକାର ଅପେକ୍ଷା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶୀ ଦାୟୀ ବୋଲି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ବୁଧବାର କହିଛନ୍ତି। ଏକ ଖବରଦାତା ସମ୍ମିଳନୀରେ…

ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବିଧାନସଭାରେ ପ୍ରଶ୍ନ କଲେ କଳିକେଶ, ରାଜନୀତିରେ ହଇଚଇ

ବଲାଙ୍ଗୀର,୧୩ା୩(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲାର ବିଭିନ୍ନ ସମସ୍ୟାକୁ ନେଇ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ପ୍ରଶ୍ନ ଉଠାଇଛନ୍ତି। ଜିଲାର ପାନୀୟ ଜଳ ସମସ୍ୟା, ଶିକ୍ଷା, ସ୍ବାସ୍ଥ୍ୟ, ରାସ୍ତା ଉନ୍ନତିକରଣ ଏବଂ ଯୁବତୀ-ଯୁବକଙ୍କ ନିଯୁକ୍ତି ପ୍ରସଙ୍ଗକୁ ନେଇ ସେ…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଓ…

୫ ମାସ ପରେ ମିଳିଲା ଚୋରି ଟ୍ରାକ୍ଟର, ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଲୋଇସିଂହା,୧୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାହାଜଛାପର ଗାଁରୁ ୨୦୨୫ ଅକ୍ଟୋବର ମାସରେ ଚୋରି ହୋଇଥିବା ଏକ ଟ୍ରାକ୍ଟରକୁ ଲୋଇସିଂହା ପୋଲିସ ଆନ୍ଧ୍ରରୁ ଉଦ୍ଧାର କରିଛି। ଏହି ଚୋରି ଘଟଣାରେ ୫ ଜାଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ…

ଛତିଶଗଡ଼ରୁ ଟିଟିଲାଗଡ଼ ଆସୁଥିବାବେଳେ ଗଛରେ ପିଟିହେଲା ପିକ୍‌ଅପ୍‌ ଭ୍ୟାନ୍‌: ତା’ପରେ…

ବଲାଙ୍ଗୀର,୧୧।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ ୨୬ନମ୍ବର ଜାତୀୟ ରାଜପଥ ରାସ୍ତା ବିଜୟାନନ୍ଦ ଚିନିକଲ କଲୋନୀର ନିକଟରେ ବୁଧବାର ସକାଳେ ଏକ ସଡକ ଦୁର୍ଘଟଣା ଘଟିଛି। ପିକ୍‌ଅପ୍‌ ଗାଡି ଧରି ରାସ୍ତାରେ ଆସୁଥିବାବେଳେ ଗାଡ଼ି ଚାଳକଙ୍କ ଆଖି ଲାଗିଯିବାରୁ ଭାରସାମ୍ୟ…

ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ

ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ ଆଜିଯାଏ ମିଳି ପାରିନାହିଁ।ଭତ୍ତା ବାବଦରେ ଯାହାକୁ ପଚାରିଲେ କେବଳ ଆଶ୍ୱାସନା ମିଳୁଥିବା ସେ…

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା ପାଣି ଯୋଗାଣ ପାଇଁ ସରକାରୀ ଓ ପ୍ରଶାସନିକ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି।…

ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ ପୋଲିସ, ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ଆରମ୍ଭ ହେଲା ଅପରେଶନ

ବଲାଙ୍ଗୀର,୧୦।୩ ( ସୁନିଲ କୁମାର ମହାନ୍ତି): ଦୁର୍ଘଟଣାରେ ସରକାରୀ ଆୟୁର୍ବେଦିକ କଲେଜର ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ବଲାଙ୍ଗୀର ଟାଉନ ପୋଲିସ । ବଲାଙ୍ଗୀର ସହରରେ ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଅପରେସନ “ସୁପର”…

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ, ଅଞ୍ଚଳରେ ଆଦର୍ଶ ଶିକ୍ଷକ ଭାବେ ସେ…

ବେଲପଡ଼ା,୯ା୩(ମନୋଜ କୁମାର ମିଶ୍ର): ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ୱର ପାଣିଗ୍ରାହୀଙ୍କ ବଲାଙ୍ଗୀର ସହରର ପ୍ୟାଲେସ୍‌ ଲାଇନସ୍ଥିତ ବାସଭବନଠାରେ ୭ ତାରିଖ ଶନିବାର ରାତିରେ ପରଲୋକ ହୋଇଯାଇଛି। ଗତ ଦୁଇ ମାସ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ରହିଥିଲେ। ମୃତ୍ୟୁ ବେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?