ଲକ୍ଷ୍ମୀଜୋର୍ ପୋଲ ଉପରୁ ଯୁବକଙ୍କ ମୃତଦେହ ଜବତ: ମିଳିଲା ଲୁହା ପାଇପ୍, ହତ୍ୟା ସନ୍ଦେହ
ବଲାଙ୍ଗୀର,୩୧।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡା ନିକଟ ଲକ୍ଷ୍ମୀଯୋର ପୋଲ ଉପରୁ ବଲାଙ୍ଗୀର ଟାଉନ ପୋଲିସ ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୃତ ଯୁବକ ଜଣକ ହେଲେ...
ଗାଁରେ ପଶିଲେ ୧୩ଟିକିଆ ହାତୀପଲ
କଣ୍ଟାବାଞ୍ଜି, ୩୧।୧୨: ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ବାରବନ୍ଧ ଗାଁରେ ଏକ ୧୩ ଟିକିଆ ହାତୀପଲ ପଶି ବ୍ୟାପକ କ୍ଷୟକ୍ଷତି କରିଥିବା ଅଭିଯୋଗ ହୋଇଛି। ହାତୀପଲ ଧାନ ଫସଲ ଦଳି ନଷ୍ଟ କରିଦେବା ସହ ଘର ଭାଙ୍ଗି ଦେଇଥିବା ଗ୍ରାମବାସୀ...
ଧନୁଯାତ୍ରା ମହୋତ୍ସବ ଉଦ୍ଘାଟିତ: କଂସ ରାଜୁତିରେ ଦୁଲୁକିବ ନଗର
ପାଟଣାଗଡ଼ ୩୧।୧୨ (ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ଗଙ୍ଗାଧର ପାର୍କ ଠାରେ ସୋମବାର ରାତିରେ ଧନୁଯାତ୍ରା ମହୋତ୍ସବ ଉଦ୍ଘାଟିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ ଯୋଗଦେଇ ଉଦ୍ଘାଟନ କରିଥିଲେ। ସମ୍ମାନିତ...
ଜାନୁଆରୀ ୭ରେ ହେବ ପ୍ରସିଦ୍ଧ ଶୁଲିଆ ଯାତ୍ରା
ବଲାଙ୍ଗୀର,୩୦।୧୨(ସୁନିଲ କୁମାର ମହାନ୍ତି): ଜାନୁୟାରୀ ୭ ତାରିଖ ଦିନ ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକସ୍ଥିତ ଖଇରଗୁଡା ଗାଁ ପ୍ରସିଦ୍ଧ ବଡଖଳା ଠାରେ ପାରମ୍ପରିକ ରୀତିନୀତିରେ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ସୋମବାର ଏସଂକ୍ରାନ୍ତରେ ଜିଲା...
ଯୁବକଙ୍କୁ ମାରି ବ୍ରିଜ୍ ଉପରେ ଫିଙ୍ଗିଦେଲେ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ବଲାଙ୍ଗୀର,୩୦ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର- ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡ଼ା ଲକ୍ଷ୍ମୀ ଜୋର ବ୍ରିଜ୍ ଉପରୁ ଜଣେ ଯୁବକଙ୍କ ମୃତଦେହକୁ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ସ୍ଥାନୀୟ ଗେଟସରୋବରପଡ଼ାର ଚିଣ୍ଟୁ କରଣ...
ଧାନଗଦାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିପୋଡ଼ି ସବୁ ଛାରକାର
ବଲାଙ୍ଗୀର,୨୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଦୁର୍ଗାପାଲି ଗାଁରେ ଜଣେ ଚାଷୀଙ୍କ ଧାନଗଦା ଜଳିପୋଡି ଛାରଖାର୍ ହୋଇଯାଇଛି। ବୁଧବାର ରାତିରେ କେହି ଦୁର୍ବୃତ୍ତ ଧାନଗଦାରେ ନିଆଁ ଲଗାଇ ଦେବାରୁ ଏହି ଅଘଟଣ ଘଟିଥିବା ସନ୍ଦେହ କରାଯାଉଛି। ଦୁର୍ଗାପାଲି...
ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ
ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ...
ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ
ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ ତଥା ଜାତୀୟ ରାଇଫଲ ସଂଘର ସଭାପତି କଳିକେଶ ନାରାୟଣ ସିଂହଦେଓ ଯୋଗଦେଇ ଚୟନ...
୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍: ମାଡ଼ିବସିଲା ବନ ବିଭାଗ
ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ ଧରାପଡିଛନ୍ତି ଏକ ଗ୍ୟାଙ୍ଗ। ବଜ୍ରକାପ୍ତା ଚୋରା ଚାଲାଣ ହେଉଥିବା ନେଇ ଟିଟିଲାଗଡ଼ ବନାଞ୍ଚଳ...
ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସାକ୍ଷୀ ଦେଇପାରନ୍ତି। ବୋଥ୍ରା ଉକ୍ତ ଘଟଣାର ସମସ୍ତ ଭିଡିଓ ଡିସ୍ପ୍ଲେ...
ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ
ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ ଭାଜପା ଦଳର ଏମ୍ପିମାନେ ପ୍ରତିରୋଧ କରିବା ଅଭିଯୋଗ ନେଇ ଶୁକ୍ରବାର ବଲାଙ୍ଗୀର...
ଟିକେଟ୍ ଯାଞ୍ଚ କରୁଥିବାବେଳେ ହଠାତ୍ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…
ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ ଛତିଶଗଡ଼ ଅଞ୍ଚଳର ରାଜେନ୍ଦ୍ର କୁମାର ନିର୍ମଳ କର ବୋଲି ଜଣାପଡ଼ିଛି। ପ୍ରତ୍ୟେକ ଦିନ...
Archives


