ବଲାଙ୍ଗୀର

ବସ୍‌ଷ୍ଟାଣ୍ଡ ଅଛି, ବସ୍‌ ଆସୁନାହିଁ

ବଲାଙ୍ଗୀର ଅଫିସ, ୨ା୩: ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନର ଅଦୂରଦର୍ଶିତା ତଥା ବିଚିତ୍ର ନିଷ୍ପତ୍ତି ବଲାଙ୍ଗୀର ସହରର ଚଳଚଞ୍ଚଳ ସରକାରୀ ବସଷ୍ଟାଣ୍ଡକୁ ଏବେ ଜନଶୂନ୍ୟ କରିଦେଇଛି। ଦୂରଦୃଷ୍ଟିର ଅଭାବ ଯୋଗୁ ଯାତ୍ରୀମାନେ କିଭଳି ହନ୍ତସନ୍ତ ହୁଅନ୍ତି ସ୍ଥାନୀୟ ସରକାରୀ...

ମିଳିଲାନି ବେଡ, ବାରଣ୍ଡା ଚିକିତ୍ସା ହେଉଛନ୍ତି କ୍ରୀଡାବିତ୍‌ ଆନନ୍ଦିନୀ

ବଲାଙ୍ଗୀର ଅଫିସ,୨୮।୨: ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବରିଷ୍ଠ କ୍ରୀଡାବିତ୍‌ ଆନନ୍ଦିନୀ ଦର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ହସ୍ପିଟାଲରେ ବେଡ ଅଭାବରୁ ତାଙ୍କୁ ହସ୍ପିଟାଲ ବାରଣ୍ଡା ଚଟାଣରେ ରଖି ଚିକିତ୍ସା କରାଯାଉଥିବା...

ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଅଟକ

ବଲାଙ୍ଗୀର ଅଫିସ, ୨୮ା୨:ବଲାଙ୍ଗୀର ଜିଲା ଅନୁସୂଚିତ ବିଭାଗ ଅଧିନ ଏକ ସ୍କୁଲ ହଷ୍ଟେଲରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣାପଡିଛି। ସୋମବାର ଏହି ଘଟଣା ଜଣାପଡିବା ପରେ ତାଙ୍କୁ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲ...

ଜିଲାପାଳଙ୍କ ଅଫିସ ଘେରିଲେ ଆଶାକର୍ମୀ

ବଲାଙ୍ଗୀର ଅଫିସ,୨୭।୨: ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ବଲାଙ୍ଗୀର ଜିଲା କମିଟି ଏବଂ ଏଆଇଟିୟୁସି ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଶତାଧିକ ଆଶାକର୍ମୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚି ୧୨ ଦଫା ସମ୍ବଳିତ ଏକ ଦାବିପତ୍ର...

୧୬ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ପିକଅପ୍‌ ଭ୍ୟାନ ସହ ଧରାପଡ଼ିଲେ ଡ୍ରାଇଭର

ବଲାଙ୍ଗୀର ଅଫିସ,୨୭।୨: ବଲାଙ୍ଗୀର ସହର ଉପକଣ୍ଠ ବିଜାଖମନ ନିକଟରୁ ଏକ ଗଞ୍ଜେଇ ବୋଝେଇ ପିକଅପ୍‌ ଭ୍ୟାନକୁ ବଲାଙ୍ଗୀର ପୋଲିସ ସୋମବାର ଜବତ କରି ଡ୍ରାଇଭରଙ୍କୁ ଗିରଫ କରିଛି । ଗିରଫ ଡ଼୍ରାଇଭର ଜଣକ ଛତିଶଗଡ଼ ରାୟଗଡ଼ ସହରର ଓମ୍‌ପ୍ରକାଶ ଛାବଡା(୬୦)।...

ପ୍ରକଳ୍ପ ହେଲା, ଜଳଯୋଗାଣ ହେଉନି

ଲାଠୋର, ୨୭ା୨(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଝର ପଞ୍ଚାୟତ ଅଧୀନ ସାନଗୁର୍ଜିଭଟା ପାଲିପଡ଼ାରେ ସ୍ବଚ୍ଛ ପାନୀୟ ଜଳ ଯୋଗାଣ ପାଇଁ ଏକ ଜଳ ପ୍ରକଳ୍ପ ନିର୍ମାଣ ହୋଇଛି। ବସୁଧା ଯୋଜନାରେ ପ୍ରକଳ୍ପ ନିର୍ମାଣ ପରେ ପ୍ରତ୍ୟେକ ଘରକୁ ସ୍ବଚ୍ଛ ପାନୀୟ...

କନ୍ୟାପକ୍ଷଙ୍କୁ ବରଯାତ୍ରୀଙ୍କ ଛୁରାମାଡ଼

ବଲାଙ୍ଗୀର ଅଫିସ/ଲାଠୋର/କଣ୍ଟାବାଞ୍ଜି,୨୬୨(ଡି.ଏନ୍‌.ଏ.)ବଲାଙ୍ଗୀର ଜିଲା ତୁରେକେଲା ଥାନା ମୁରିବାହାଲ ଗଁାରେ ବରାତି ଶୋଭାଯାତ୍ରା ଚାଲିଥିବାବେଳେ କନ୍ୟାପକ୍ଷର କେତେଜଣ ବ୍ୟକ୍ତି ନାଚିବାରୁ ବିବାଦୀୟ ସ୍ଥିତି ସୃଷ୍ଟି ହୋଇଛି। ଏହାକୁ ନେଇ ବରପକ୍ଷ ଲୋକେ କନ୍ୟାପକ୍ଷ ଲୋକଙ୍କୁ ଛୁରାମାଡ଼ କରିଛନ୍ତି ା ଏଥିରେ କନ୍ୟାପକ୍ଷର...

୬୧ବର୍ଷ ପରେ ଖୋଲିଲା ପିଜି

ବଲାଙ୍ଗୀର ଅଫିସ, ୨୪ା୨: ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି) ବିଭାଗ ଖୋଲିଛି। ଓଡିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଘୋଷଣା କରାଯାଇଛି। ସରକାରୀ ବିଭାଗୀୟ ଚିଠି ସଂଖ୍ୟା ୭୭୭୬/ଏଚ୍‌ଇ/୨୨/୨/୨୦୨୩ରେ ଏନେଇ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ...

ମେଡିକାଲ କଲେଜକୁ କଲେ ଶରୀର ଦାନ

ବଲାଙ୍ଗୀର ଅଫିସ, ୨୩ା୨: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ଫର୍ମାସିଷ୍ଟ ଶୁଭେନ୍ଦ୍ର ନେପାକ ଚାକିରିରୁ ଅବସର ଗ୍ରହଣ ପରେ ଦେଖାଇଛନ୍ତି ମହତାଦର୍ଶ। ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଶିକ୍ଷା ଏବଂ ଗବେଷଣା ପାଇଁ ମୃତ୍ୟୁ ପରେ ସେ ତାଙ୍କ...

ଅପରାଧୀଙ୍କ ଘରେ ଚଢ଼ିଲା ବୁଲଡୋଜର

ବଲାଙ୍ଗୀର ଅଫିସ,୨୩ା୨: ବଲାଙ୍ଗୀର ସହର ଶାସ୍ତ୍ରୀନଗରଠାରେ ପୋଲିସ ଟିମ୍‌ ଉପସ୍ଥିତିରେ ପ୍ରଶାସନିକ ଟିମ୍‌ ଅଭିଯୁକ୍ତ ମନବାହାଦୂର ମଟାରୀଙ୍କ ଘରକୁ ଭାଙ୍ଗିଦେଇଛି। ଏଠାରେ ମୁଖ୍ୟ ରାସ୍ତା କଡରେ ଥିବା ସରକାରୀ ଜମିରେ ଘର କରି ମନବାହାଦୂର ଓ ତାଙ୍କ ପୁଅ ଆପରାଧିକ...

ସରକାରୀ ଜମିରେ ବେଆଇନ ଇଟାଭାଟି

ସଇଁତଳା, ୨୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ତହସିଲ ଅଞ୍ଚଳରେ ସରକାରୀ ଜମିରେ ବେଆଇନ ଇଟାଭାଟିମାନ ଗଢି ଉଠିଛି। ସଇଁତଳା ବ୍ଲକର ଟିକ୍ରାପଡ଼ା, ଝିଙ୍କିଡୁଙ୍ଗୁରୀ, କରମତଲା, ଧରପଗଡ଼, କୁମ୍ଭାରୀ, ଡ଼େଙ୍ଗ, ଭଦ୍ରା, ଡୁଙ୍ଗୁରୀପାଲି ଓ ଆମ୍ବପାଲି ପଞ୍ଚାୟତ ଦେଇ ପ୍ରବାହିତ ହୋଇଛି...

ମଙ୍ଗନ ଦିନ ବିଷ ପିଇଲେ ମଙ୍ଗୁଳା କନ୍ୟା: ସାହାନାଇ ବାଜିବା ଆଗରୁ କାନ୍ଦ ବୋବାଳି

ବଲାଙ୍ଗୀର ଅଫିସ, ୨୧।୨: ମଙ୍ଗନ ଦିନ ବିଷ ପିଇଲେ ମଙ୍ଗୁଳା କନ୍ୟା। ବିବାହକୁ ଥିଲା ମାତ୍ର ଗୋଟିଏ ଦିନ ବାକି। ବର ଆସିଥାନ୍ତେ ଆଉ ବିବାହ ହୋଇ ଥାନ୍ତା। ମାତ୍ରା ତାହା ଆଗରୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ଯୁବତୀ...

Advertisement
Mettle Meet 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri