ବଲାଙ୍ଗୀର

ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…

ବଲାଙ୍ଗୀର/ତରଭା,୨୪।୨(ସୁନୀଲ ମହାନ୍ତି/ମାନଭଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ବନ୍ଧୁକ ଦେଖାଇ ନବବଧୂ ଅପହରଣ ଘଟଣାର ପର୍ଦ୍ଦାଫାଶ କରିଛି ତରଭା ପୋଲିସ। ସୋନପୁର ଏସ୍‌ପି ନାରାୟଣ ନାୟକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି । ନବବଧୂକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ଅଭିଯୁକ୍ତ…

ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ। ସେଠାରେ ସେ ପୂର୍ବତନ…

ଜମି ପାଖ ପୋଖରୀରୁ ମିଳିଲା ମୃତଦେହ ଉଦ୍ଧାର: ସନ୍ଦେହଜନକ ମୃତ୍ୟୁକୁ ନେଇ ବଢିଲା ଚର୍ଚ୍ଚା

ବଲାଙ୍ଗୀର,୪।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ମିରିଦ୍ଧାପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତୁଲଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ପାଖ ଜମିରେ ଥିବା ଏକ ପୋଖରୀରୁ ଭାସୁଥିବା ଏକ ମୃତଦେହକୁ ଉଦ୍ଧାର କରିଛି ପୋଲିସ । ସୂଚନା ଅନୁଯାୟୀ ଆଜି…

ଅଲୋଡ଼ା ଶିଶୁକନ୍ୟା, ପୁଡାପାଲି ବ୍ରିଜ୍ ତଳୁ ନବଜାତକର ମୃତଦେହ ଉଦ୍ଧାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ସକାଳେ ବଲାଙ୍ଗୀର-ପୁଡାପାଲି ନିବୃତ୍ତି ଯୋର ବ୍ରିଜ୍ ତଳୁ ଏକ ମୃତ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ନବଜାତକକୁ କେହି ଏଠାରେ ଫିଙ୍ଗି ଦେଇଥିବା ନେଇ ଅନୁମାନ କରାଯାଉଛି । ତେବେ ଶିଶୁକନ୍ୟାର ମୃତ୍ୟୁ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା ଦାନହୁଣ୍ଡିକୁ କଡ଼ା ସୁରକ୍ଷା ମଧ୍ୟରେ ଦେବୋତ୍ତର ବିଭାଗ ତଥା ମନ୍ଦିର ପ୍ରଶାସନ ତରଫରୁ…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍‌ ରୁଜୁ କରିନି ପୋଲିସ

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍‌ ଆସି…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ଟାଉନ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୨…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ । ମୃତ ମହିଳା ଜଣକ ହେଲେ ପୁଷ୍ପାଞ୍ଜଳି ରଣା ।…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ ୨୦୨୫’ରେ ଏନେଇ ଘୋଷଣା କରିଥିଲେ। ଏହାପରେ ବଲାଙ୍ଗୀର ଜିଲାରେ ନିଯୁକ୍ତିଭିତ୍ତିକ ଟେକ୍ସଟାଇଲ ଏବଂ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର ହୋଇଯାଇଥିଲେ । ଜଣେ ଛାତ୍ରଙ୍କ ଅଭିଭାବକ ସେମାନଙ୍କୁ ଉଦ୍ଧାର କରି ହଷ୍ଟେଲକୁ ଫେରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?