ବଲାଙ୍ଗୀର

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି । ଶିବଙ୍କ ଦର୍ଶନ ପାଇଁ ସକାଳଠାରୁ ପୀଠଗୁଡ଼ିକରେ ଭକ୍ତଙ୍କ ଗହଳି ଲାଗି ରହିଥିଲା। ଶ୍ରଦ୍ଧାଳୁମାନେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ଜଣେ ଛାତ୍ରୀ ଗୁରୁତର ଆହତ ହୋଇ ହସ୍ପିଟାଲରେ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା କେତେକ ନଳକୂପ ଗୁଡିକ ରାସ୍ତାରୁ ତଳେ ରହିଯାଇଛି ା ରାସ୍ତା ତଳେ ରହିଯାଇଥିବାରୁ…

ଆଜି ବିଧାୟକ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ଫାଇନାଲ: ବାଦିବାହାଲ-ନଅଗାଁ(ଖ) ମଧ୍ୟରେ ମୁକାବିଲା

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ସ୍ବାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗଙ୍କ ଉଦ୍ୟମ କ୍ରମେ ଲୋଇସିଂହା ନିର୍ବାଚନ ମଣ୍ଡଳୀସ୍ତରୀୟ ବିଧାୟକ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ଶୁକ୍ରବାର ବଲାଙ୍ଗୀର ଜିଲା ଲୋଇସିଂହା ଷ୍ଟାଡିୟମରେ ୨ଟି ଯାକ ସେମିଫାଇନାଲ ଖେଳ ଅନୁଷ୍ଠିତ ହୋଇଯାଇଛି। ଏ ଗ୍ରୁପରୁ ବାଦିବାହାଲ ଓ…

ସାଇବର ଠକଙ୍କ କବ୍‌ଜାରେ ବଲାଙ୍ଗୀରର ୯୯୨ ଆକାଉଣ୍ଟ

ବଲାଙ୍ଗୀର,୧୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ ଏକ ଆନ୍ତଃରାଜ୍ୟ ସାଇବର ଠକେଇ ରାକେଟର ପର୍ଦ୍ଦାଫାଶ କରିଛି। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି ଶୁକ୍ରବାର ସ୍ଥାନୀୟ ସାଇବର ଥାନା ପରିସରରେ ଖବରଦାତା ସମ୍ମିଳନୀ କରି ଏହି ରାକେଟ୍‌ ସମ୍ପର୍କରେ ସୂଚନା…

ବ୍ୟାଙ୍କ ଆକାଉଣ୍ଟ ବ୍ୟବହାର କରି ଅଭିନବ ଉପାୟରେ କରୁଥିଲେ ଠକେଇ, ୨ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବଲାଙ୍ଗୀର, ୧୩।୨ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସାଇବର ଥାନା ପୋଲିସ କୋଟି କୋଟି ଟଙ୍କାର ସାଇବର ଠକେଇର ପର୍ଦ୍ଦାଫାଶ କରିଛି। ଏ ସଂକ୍ରାନ୍ତରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଗିରଫ ଦୁଇ ଅଭିଯୁକ୍ତ ହେଲେ ବଲାଙ୍ଗୀର ସଦର ଥାନା…

ଡକାୟତି ଘଟଣାରେ ୧୦ ଗିରଫ: କାର୍‌, ବାଇକ ସହ ଜବତ ହେଲା…

ବଲାଙ୍ଗୀର, ୧୨।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚୂଡାପାଲିସ୍ଥିତ ଏକ ଅଳଙ୍କାର ଦୋକାନରୁ ଲୁଟ୍‌ ଏବଂ ଡକାୟତି ଘଟଣାରେ ବଲାଙ୍ଗୀର ପୋଲିସ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କ ମଧ୍ୟରେ ୬ ଜଣ ନୟାଗଡ଼ ଜିଲାର,…

ଲୋଇସିଂହା ବିଧାୟକ କପ ଫୁଟବଲ: ସରିଲା ଲିଗ ପର୍ଯ୍ୟାୟ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ) ସାସ୍ଥ୍ୟ ମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ଲୋଇସିଂହା ବିଧାୟକ କପ ଫୁଟବଲ ଟୁର୍ନାମେଣ୍ଟ ଅନୁଷ୍ଠିତ ହେଉଛି। ନିର୍ବାଚନ ମଣ୍ଡଳୀ ଅଧୀନ ୩ ବ୍ଲକରେ ଚାଲିଥିବା ଲିଗ ପର୍ଯ୍ୟାୟ ମ୍ୟାଚ ଉଦଯାପିତ ହୋଇଯାଇଛି। ଲୋଇସିଂହା ବ୍ଲକ କୁଶଙ୍ଗ ଖେଳ ପଡିଆରେ କୁଶଙ୍ଗ…

ବଲାଙ୍ଗୀର ବନ୍ଦ ସଫଳ କରିବାକୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର,୧୨ା୨(ସୁନିଲ କୁମାର ମହାନ୍ତି): ଏଆଇଟିୟୁସିର ପକ୍ଷରୁ ଭାରତ ବନ୍ଦ ପରିପ୍ରେକ୍ଷୀରେ ବଲାଙ୍ଗୀରରେ କୋଶଳ କଳା ମଣ୍ଡଳ ପଡ଼ିଆରୁ ଗୁରୁବାର ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରାଯିବା ସହ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ରୀୟ ଟ୍ରେଡ…

ଶ୍ରମିକ ବିରୋଧୀ ନୀତି ପ୍ରତିବାଦ: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର,୧୨।୨(ସୁନିଲ କୁମାର ମହାନ୍ତି): କେନ୍ଦ୍ରୀୟ ଟ୍ରେଡ ୟୁନିଅନ ତରଫରୁ ଦିଆଯାଇଥିବା ସର୍ବଭାରତୀୟ ଭାରତ ବନ୍ଦ ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲାରେ ଗୁରୁବାର ବନ୍ଦ ପାଳନ ସଫଳ ହୋଇଛି। ୟୁନାଇଟେଡ ଟ୍ରେଡ ୟୁନିୟନ ଅଫ ବଲାଙ୍ଗୀରର ଅଧ୍ୟକ୍ଷ ବିଭୁଦତ୍ତ ମିଶ୍ର,ଏଆଇଡିଏସଓର ସୁନୀଲ ଭୋଇ, ଏଆଇଟିୟୁସିର…

ଟ୍ରେନରେ କଟି ଯୁବକଙ୍କ ଚାଲିଗଲା ଜୀବନ: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

କଣ୍ଟାବାଞ୍ଜି ୧୨।୨(ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ପଞ୍ଚାୟତ ବାନ୍ଧନପାଲି ଗ୍ରାମର ଜଣେ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଯୁବକ ହେଲେ ଭକ୍ତ ମାଝୀ ବୟସ ୧୮ ବର୍ଷ । ଏହି…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ ଠିକ୍‌ ଅଛି କି ନାହିଁ ତାକୁ ନେଇ ପ୍ରଶ୍ନ କରିବା ସହ କେମିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?