ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ
ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି ଦେଇଛନ୍ତି। ବୁଧବାର ସକାଳେ ମର୍ନିଂଓ୍ବାକ୍ କରୁଥିବା କିଛି ଲୋକ ଏହାକୁ ଦେଖିବାକୁ ପାଇଥିଲେ।…
ଡୁଡୁକା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ କାମରେ ଅନିୟମିତତା ଅଭିଯୋଗ
ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍ଜିଏନଆରଇଜିଏସ୍ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍ଜିଏନଆରଇଜିଏସ୍ କାମ ସାଇଟ୍ର ଏନଏନଏମଏସ୍ ଆପ୍ରେ ଅପ୍ଲୋଡ ହେଉଥିବା ଫଟୋ ଏବଂ ଉପସ୍ଥାନ ହିଁ ଅନିୟମିତତାକୁ ପଦାରେ…
ଜାମିନ ପାଇବା ପରେ ନିଶାଙ୍କ ବଡ଼ ପ୍ରତିକ୍ରିୟା, କହିଲେ ମୁଁ ଆଉ…
ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ଜାମିନ ପାଇବା ପରେ ନିଶା ମହାରଣା ବିସ୍ଫୋରକ ବୟାନ ଦେଇ କହିଛନ୍ତି, ମୁଁ ପୁଣି ମଞ୍ଚ ଚଢ଼ିବି। କୌଣସି ମଞ୍ଚରେ ଅଶ୍ଳୀଳ ନୃତ୍ୟ କରିବିନି, କିନ୍ତୁ ଆଇଟମ ନାଚିବି। ହଟ୍ କଷ୍ଟ୍ୟୁମ ପିନ୍ଧିବି, ଆଇଟମ ଜଲୱା ଦେଖାଇବି।…
ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…
ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି ଦିନ ତଳେ ନିଶା ମହାରଣାଙ୍କ ବିରୁଦ୍ଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ…
ଏସ୍ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…
ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ…
ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…
ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ…
ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ
ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ । ଚାରିଜଣ ହାଇୱେ ଲୁଟେରାଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ଠାରୁ ଛଅଟି…
ବାଇକ୍ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍ଅପ୍ ଭ୍ୟାନ୍; ଚାଲିଗଲା ଆରୋହୀଙ୍କ ଜୀବନ
ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ମୋଟରସାଇକେଲରେ ଜଣେ ବ୍ୟକ୍ତି ଉକ୍ତ ରାସ୍ତାରେ ଯାଉଥିବା ବେଳେ ଏକ…
ଟ୍ରାକ୍ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍ଙ୍କ ଉପସ୍ଥିତିରେ…
ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ବଲାଙ୍ଗୀର ରେଳବାଇ ପୋଲିସ ଉଦ୍ଧାର କରିଥିଲା। ଅଜଣା ବ୍ୟକ୍ତିଙ୍କ…
ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୪ ଜୀବନ
ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲା ତୁରେକେଲା ଥାନା ପଣ୍ଡରେନ ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଅଜା ନାତିଙ୍କ ସହ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ବଙ୍ଗୋମୁଣ୍ଡା ଥାନା ତୁରେକେଲା ଗାଁର ଗୋଟିଏ ପରିବାରର ୪ ଜଣ ବାଇକ୍ରେ…
ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…
ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର। ସଭା କର୍ଯ୍ୟ ଚାଲିଥିବା ବେଳେ ମନ୍ତ୍ରୀ ଏବଂ ବିଧାୟକଙ୍କ…
୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ
ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ପ୍ରଚେଷ୍ଟାରେ ହୋଇଥିଲା। ଏହି ରକ୍ତଭଣ୍ଡାର ୪୦ କିଲୋମିଟର…

