ବଲାଙ୍ଗୀର

ବେଆଇନ ଚାଲିଥିଲା ବାଲିଚାଲାଣ: ୫ ଟ୍ରାକ୍ଟର ମାଡ଼ିବସିଲା….

ଲୋଇସିଂହା,୧୦ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ୍‌ ଅଧୀନ ସାନଫାସଡସ୍ଥିତ ଅଙ୍ଗନଦୀ ପଠାରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣରେ ନିୟୋଜିତ ୫ଟି ଟ୍ରାକ୍ଟର ଜବତ କରାଯାଇଛି। ଲୋଇସିଂହା ପୋଲିସ ଉପସ୍ଥିତିରେ ବଲାଙ୍ଗୀର ଖଣି ବିଭାଗର ୫ ଜଣିଆ…

ପ୍ରଶାସନର ବିଚିତ୍ର ନୀତି: ପ୍ରଧାନମନ୍ତ୍ରୀ ଆବାସ ଘର ସମ୍ପୂର୍ଣ୍ଣ ନ କରିବାରୁ ହିତାଧିକାରୀଙ୍କ ବାର୍ଦ୍ଧକ୍ୟ ଭତ୍ତା,ପିଡିଏସ ବନ୍ଦ

ଲୋଇସିଂହା,୯।୧(ସୁଶାନ୍ତ ବାରିକ): ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ପଞ୍ଚାୟତରୁ ପିଡିଏସ ନେବାକୁ ହେଲେ ହିତାଧିକାରୀ କିମ୍ବା ତାଙ୍କ ପରିବାର ସଦସ୍ୟଙ୍କ ଆଖି କିମ୍ବା ଆଙ୍ଗୁଠି ସ୍କାନିଂ ନିଆଯାଇଥାଏ। କିନ୍ତୁ ଆଗଲପୁର ବ୍ଲକର କେତେକ ପଞ୍ଚାୟତରେ ଯୋଗାଣ ନିରୀକ୍ଷକମାନେ କିଛି ହିତାଧିକାରୀଙ୍କ ଆଖି…

ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ ଧର୍ମଘଟ ଯୋଗୁ ଚାଷୀଙ୍କ ଅଡୁଆ ଆହୁରି ବଢ଼ିଯାଇଛି। ଗତ ୪/୫ ଦିନ ହେଲା…

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ…

ନିଖୋଜର ୫ଦିନ ପରେ ମିଳିଲା ମୃତଦେହ, ପୋଖରୀରେ ଭାସୁଥିବା….

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି…

ଚାଷୀଙ୍କ ମୁଣ୍ଡରେ ଚଡ଼କ, ନାମକୁ ମାତ୍ର ଉଠିଲା ଧାନ: ମିଲରଙ୍କ ଧର୍ମଘଟ ପ୍ରତ୍ୟାହାର ପରେ ବି ମିଳୁନି ନ୍ୟାୟ

ବଲାଙ୍ଗୀର,୯ା୧(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ ଧର୍ମଘଟ ଯୋଗୁ ଚାଷୀଙ୍କ ଅଡୁଆ ଆହୁରି ବଢ଼ିଯାଇଛି। ଗତ ୪/୫ ଦିନ ହେଲା ଚାଷୀମାନେ ମଣ୍ଡିକୁ ଧାନ…

ଫସଲ ନଷ୍ଟ, ଚାଷୀ ଅସନ୍ତୁଷ୍ଟ

ଲୋଇସିଂହା,୯ା୧(ସୁଶାନ୍ତ ବାରିକ):ଖରିଫ ଚାଷ ପାଇଁ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପରୁ ଭୂତଳ ଜଳସେଚନ ପ୍ରକଳ୍ପ କାମ ବନ୍ଦ ରହିଥିଲା। ଠିକା ସଂସ୍ଥା ପକ୍ଷରୁ ପୁଣି କାମ ଆରମ୍ଭ ହୋଇଛି। ହେଲେ ବିନା ସୂଚନାରେ କାମ କରାଯାଉଥିବାରୁ ଜମିରେ ଚାଷ ହୋଇଥିବା ରବି…

ଶରତଙ୍କୁ ବଡ଼ ଦାୟିତ୍ୱ: ଡୁମାଲ ସମାଜର ହେଲେ ସଭାପତି

ଲୋଇସିଂହା,୯ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଷାଠିଏ ଘର ଡୁମାଲ ସମାଜର ଜିଲା ପନୁଆ (ସଭାପତି) ଲମ୍ବୋଦର ମହାକୁର ତାଙ୍କ ପଦବୀରୁ ଗୁରୁବାର ଅବ୍ୟାହତ ନେଇଛନ୍ତି। ଏହାପରେ ତାଙ୍କ ଉତ୍ତରାଧିକାରୀ ଭାବେ ତାଙ୍କ ପୁଅ ଶରତ ମହାକୁରଙ୍କୁ ଜିଲାର ନୁତନ ସଭାପତି ଭାବେ ଅଭିଷିକ୍ତ…

ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ଭେଟ୍‌ଘାଟ୍‌କୁ ନେଇ ରାଜନୈତିକ ମହଲରେ ହଲ୍‌ଚଲ୍‌

ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ତାଙ୍କ ଆବାସିକ କାର୍ଯ୍ୟାଳୟରେ ପୂର୍ବତନ ଆଇନମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଗତ ୪ ତାରିଖରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହି ଆଲୋଚନାରେ ଓଡ଼ିଶା…

ଲୋଇସିଂହା ନିର୍ବାଚନ ମଣ୍ଡଳୀ ସମେତ ଜିଲାରେ ୧୦ଟି ସ୍କୁଲ ପ୍ରତିଷ୍ଠା ପାଇଁ ଅନୁମୋଦନ: ଧନ୍ୟବାଦ ଜଣାଇଲେ ସ୍ବାସ୍ଥ୍ୟମନ୍ତ୍ରୀ, ଜିଲାପାଳ

ଲୋଇସିଂହା,୮ା୧(ସୁଶାନ୍ତ ବାରିକ): ରାଜ୍ୟରେ ୧୧୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିକ୍ରମରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ଝାରମୁଣ୍ଡା ଆଞ୍ଚଳିକ ନୋଡାଲ ହାଇସ୍କୁଲ ପରିସରରେ ଆୟୋଜିତ ଜିଲାସ୍ତରୀୟ ଭିସି କାର୍ଯ୍ୟକ୍ରମରେ ଜିଲା ଶିକ୍ଷାଧିକାରୀ ପ୍ରଦୀପ କୁମାର…

୧୦ ଦଫା ଦାବି ନେଇ ବିଦ୍ୟୁତ୍‌ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଫିସ୍‌ ଆଗରେ ଧାରଣା

ବଲାଙ୍ଗୀର,୮ା୧(ବୀରେନ୍ଦ୍ର କୁମାର ଝାଙ୍କର): ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଶୋଷଣ ଅଭିଯୋଗରେ ପଶ୍ଚିମାଞ୍ଚଳ ବିଜୁଳି ଶ୍ରମିକ ସଂଘ ବଲାଙ୍ଗୀର ପକ୍ଷରୁ ବୁଧବାର ଟାଟା ପାୱାର କମ୍ପାନୀ ବିରୋଧରେ ବୁଧବାର ଧାରଣା ଦିଆଯାଇଛି। ଆଉଟ୍‌ସୋର୍ସିଂ କର୍ମଚାରୀଙ୍କୁ ଠିକ୍‌ ସମୟରେ ପାଉଣା ଏବଂ ସାଲାରୀ ସ୍ଲିପ୍‌ ଦିଆଯାଉନାହିଁ।…

ଦୋକାନ ସାମଗ୍ରୀ କିଣିବାକୁ ଯାଇ ଆଉ ଫେରିଲେନି ଯୁବକ, ଖୋଜାଖୋଜି କରିବା ପରେ ଗଛରୁ ମିଳିଲା…

ପାଟଣାଗଡ଼ ୭।୧ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଥାନା ଧାତୁକ ପଞ୍ଚାୟତ ମଲ୍ଲିକମୁଣ୍ଡା ଗ୍ରାମର ଅନତି ଦୂରରେ ରାସ୍ତା କଡର ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର କରିଛି ପୋଲିସ। ମୃତ ଯୁବକ ଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?