ବଲାଙ୍ଗୀର

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା ବ୍ରାହ୍ମଣ ମହାସଭା ପକ୍ଷରୁ ଦାବି କରାଯାଇଅଛି । ମଙ୍ଗଳବାର ସଂଘର କର୍ମକର୍ତ୍ତାମାନେ ଜିଲାପାଳଙ୍କ…

ଜିଲାପାଳ, ଏସ୍‌ପିଙ୍କୁ ଭେଟିଲେ ମୃତଚାଷୀଙ୍କ ସମ୍ପର୍କୀୟ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ (କ) ଗ୍ରାମର ଯୁବଚାଷୀ ବଳରାମ ପଧାନଙ୍କ ଧାନ ବିକ୍ରି ଟଙ୍କା କେରଳ ସ୍ଥିତ ଏକ ବ୍ୟାଙ୍କ ଆକାଉଣ୍ଟରେ ଜମା ହୋଇଛି। ସେହି ଟଙ୍କା ଆଣିବାକୁ ଯାଇ କେରଳରେ ବଳରାମଙ୍କ ଆକସ୍ମିକ ମୃତ୍ୟୁ ଘଟିଛି।…

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର ଠାରୁ ଚୋରି ବାଇକ କିଣିଥିବା ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ପୁଇଁନ୍ତଳା…

ଟ୍ରେନ୍‌ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…

ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ କୋଇଲା ବୋଝେଇ ମାଲଗାଡିରେ ନିଆଁ ଲାଗି ଥିବାର ଜଣା ପଡ଼ିଛି । ନିଆଁ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । କିଛି ଦିନ ତଳେ ମସ୍ତିସ୍କା ଘାତ ହେବାରୁ ବୁର୍ଲା ଭୀମସାର…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା ଜଣେ ଆରୋହୀଙ୍କୁ ପୋଲିସ ଗାଡି ଧକ୍କା ଦେଇଥିଲା। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା…

ଦାଦନ ଶ୍ରମିକଙ୍କ ପାଇଁ ଖୁସିଖବର: ଜିଲା ଭିତରେ ଯୋଗାଇ ଦିଆଯିବ କାମ, ମନ୍ତ୍ରୀ କହିଲେ…

ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ ତାଲା ମାରି ରାଜ୍ୟ ବାହାରକୁ ଯାଇଛନ୍ତି । ୩୨ ହଜାର ଦାଦନ ଶ୍ରମିକଙ୍କୁ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ପୋଲିସ ଉପସ୍ଥିତିରେ ଆଗଲପୁର ବ୍ଳକ ଶିଶୁ ବିକାଶ ପ୍ରକଳ୍ପ…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ ରୟାଲ୍‌ଟି ବାବଦକୁ ଟ୍ରାକ୍ଟର ଟ୍ରିପ୍‌ ପିଛା ୩ ଶହ ଟଙ୍କା ବୃଦ୍ଧି କରାଯାଇଛି।…

ଘରେ ପଶି ଚୋରି କରୁଥିଲେ ବାପପୁଅ, ଅଭିଯୁକ୍ତଙ୍କୁ ଧରି ସିନ୍‌ ରିକ୍ରିଏଶନ କଲା ଟାଉନ ପୋଲିସ

ବଲାଙ୍ଗୀର, ୩୦।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସିରିଜ ଚୋରି ଓ ଲୁଟ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ବାପପୁଅଙ୍କୁ ବଲାଙ୍ଗୀର ଟାଉନ ଥାନା ପୋଲିସ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାଉରକେଲା ଛେଣ୍ଡ ଥାନା ଅନ୍ତର୍ଗତ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼ ଗ୍ରାମରେ। ଗାଁର ଏକ ଅଳିଆଗଦାରେ ନବଜାତ ଶିଶୁକନ୍ୟା ପଡ଼ିଥିବା ଦେଖିଥିଲେ କିଛି ସ୍ଥାନୀୟ…

ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…

ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ ନିକଟରେ ଥିବା ଏକ ମଲ ଖୋଲାଥିବା ଦେଖିବାକୁ ମିଳିଥିଲା। ଫଳରେ ଆନ୍ଦୋଳନକରୀମାନେ ମଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?