ବଲାଙ୍ଗୀର

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା ପାଣି ଯୋଗାଣ ପାଇଁ ସରକାରୀ ଓ ପ୍ରଶାସନିକ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି।…

ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ ପୋଲିସ, ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ଆରମ୍ଭ ହେଲା ଅପରେଶନ

ବଲାଙ୍ଗୀର,୧୦।୩ ( ସୁନିଲ କୁମାର ମହାନ୍ତି): ଦୁର୍ଘଟଣାରେ ସରକାରୀ ଆୟୁର୍ବେଦିକ କଲେଜର ଡାକ୍ତରୀ ଛାତ୍ରୀଙ୍କ ମୃତ୍ୟୁ ପରେ ଏବେ ଆକ୍ସନ ମୋଡ଼ରେ ବଲାଙ୍ଗୀର ଟାଉନ ପୋଲିସ । ବଲାଙ୍ଗୀର ସହରରେ ସ୍ପିଡ୍‌ ବାଇକରମାନଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଅପରେସନ “ସୁପର”…

ଅବସରପ୍ରାପ୍ତ ଶିକ୍ଷକଙ୍କ ପରଲୋକ, ଅଞ୍ଚଳରେ ଆଦର୍ଶ ଶିକ୍ଷକ ଭାବେ ସେ…

ବେଲପଡ଼ା,୯ା୩(ମନୋଜ କୁମାର ମିଶ୍ର): ଅବସରପ୍ରାପ୍ତ ଶିକ୍ଷକ ଯଜ୍ଞେଶ୍ୱର ପାଣିଗ୍ରାହୀଙ୍କ ବଲାଙ୍ଗୀର ସହରର ପ୍ୟାଲେସ୍‌ ଲାଇନସ୍ଥିତ ବାସଭବନଠାରେ ୭ ତାରିଖ ଶନିବାର ରାତିରେ ପରଲୋକ ହୋଇଯାଇଛି। ଗତ ଦୁଇ ମାସ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ରହିଥିଲେ। ମୃତ୍ୟୁ ବେଳକୁ…

ସ୍ପିଡ ବାଇକ ଧକ୍କାରେ ଗୁରୁତର ଡାକ୍ତରୀ ଛାତ୍ରୀ ମୃତ, ବଢ଼ିଲା ଛାତ୍ର ଅଶାନ୍ତି

ବଲାଙ୍ଗୀର,୯।୩, ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ଜଣେ ଛାତ୍ରୀଙ୍କୁ ରବିବାର କଲେଜ ସମ୍ମୁଖରେ ଏକ ସ୍ପିଡ ବାଇକ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ…

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି…

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି। ମୁଖ୍ୟଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଡ. ମୁକେଶ…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଭୀମଭୋଇ…

ଜଗନ୍ନାଥ ମନ୍ଦିରରୁ ଚୋରି: ରୂପା ଅଳଙ୍କାର ସହ ପୂଜା ସାମଗ୍ରୀ ଗାଏବ,ଗ୍ରାମବାସୀଙ୍କ ମଧ୍ୟରେ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଗର୍ଜନ ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରରୁ ରୂପା ଅଳଙ୍କାର ସହ ଅନ୍ୟାନ୍ୟ ପୂଜା ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିରରେ ଚୋରି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆସନ୍ତୋଷ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର ହୋଲି ଉତ୍ସବ ଦିନ ମାରାଣାନ୍ତକ ଆକ୍ରମଣ ଘଟଣା ଅଞ୍ଚଳର ଚର୍ଚ୍ଚାର ବିଷୟ ପାଲିଟିଛି…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ ପୀଠରେ ଏକତ୍ରିତ ହୋଇ ମା’ ମାହେଶ୍ୱରୀଙ୍କ ନିକଟରେ ପୂଜାର୍ଚ୍ଚନା କରିଥିଲେ। ପୀଠ କମିଟି…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ସାଲେକଦମ ଗ୍ରାମର ମନୋଜ ପାଣ୍ଡେ (୨୫…

ଯାଦବ ସମାଜ ଦ୍ୱାରା ଆୟୋଜିତ ଦୋଳ ଉତ୍ସବରେ ଯୋଗ ଦେଲେ ନରସିଂହ, କହିଲେ…

ବଲାଙ୍ଗୀର,୨।୩( ସୁନିଲ କୁମାର ମହାନ୍ତି); ଦୋଳ ମହୋତ୍ସବ କେବଳ ବଲାଙ୍ଗୀରରେ ନୁହେଁ ସମଗ୍ର ଦେଶରେ ସମସ୍ତ ଜାତି, ଧର୍ମ, ବର୍ଣ୍ଣ ଲୋକେ ଏକତ୍ରିତ ହୋଇ ପାଳନ କରିଥାନ୍ତି । ଯାଦବ ସମାଜ ଏହି ପବିତ୍ର ପର୍ବ ପାଳନର ସୁତ୍ରଧର ସାଜି ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri