ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ମହିଳା ହିତାଧିକାରୀଙ୍କ ପାଇଁ ପଞ୍ଚମ…
ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ
ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାର, ସମ୍ମାନିତ ଅତିଥି ଭାବେ…
ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…
ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଟିଟିଲାଗଡ଼ ରେଳ ବିଭାଗର ଚିପ ଲୋକୋ ପାଇଲଟ ପ୍ରଭାତ କୁମାର ମଜୁମଦାର…
ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲାଙ୍ଗୀର/ଲୋଇସିଂହା,୨୬।୮(ସୁନିଲ କୁମାର ମହାନ୍ତି/ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ ନାବାଳକ ସାହିଲ ପଟେଲ । ସୂଚନା ଅନୁସାରେ, କୌଣସି କାରଣକୁ ନେଇ…
ଜିପିଏଲ୍ଏଫ୍,ସିଆର୍ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍ଏଚ୍ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍ଏଫ୍ ଓ ସିଆର୍ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର ମା’ ମଙ୍ଗଳା ସ୍ବୟଂ ସହାୟକ ଦଳର ସଦସ୍ୟା ଲିଲି ବେଲଘରିଆ ସୋମବାର ଗୋଷ୍ଠୀ…
ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ
ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ ଭିନ୍ନ ବିବାଦ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ଡୁଙ୍ଗୁରିପାଲି ଓ ତେନ୍ତୁଳି ଗ୍ରାମର କିଛି…
ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ
ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା ସୂର୍ଯ୍ୟକାନ୍ତି ଛୁରାଙ୍କ ମୃତ୍ୟୁ ପରେ ପରିବାର ଲୋକେ ବାଇକରେ ମୃତଦେହ ନେବାର ଏକ…
ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…
ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି।ଗିରଫ ଯୁବକ ଜଣକ ଫୁଲବାଣୀ ଗୋଛାପଡ଼ା ଗ୍ରାମର ଶ୍ୱେତ କହଁର…
ଟ୍ରେନ୍ରେ ପିଟିହୋଇ ମହିଳା ଗୁରୁତର
ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ ଉଲବା ଗ୍ରାମର ପଦ୍ମାବତୀ ମେହେର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ସୋମବାର ସମଲେଶ୍ୱରୀ…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ ସ୍କୁଲ ଛୁଟି ହେବା ପରେ ଜଣେ ଛାତ୍ରୀ ସ୍କୁଲ ଭିତରେ ଥିବା ବେଳେ…
ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍
ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର ଦୂରରେ ମୁଖ୍ୟ ଛକରେ ଥିବା ସୁନା ବ୍ୟବସାୟୀ ଫୁଲଚନ୍ଦ ଜୈନଙ୍କ ଘରେ ପଶି…
ବଲାଙ୍ଗୀରରେ ଚାଞ୍ଚଲ୍ୟ: ସ୍ତ୍ରୀ ଫେରି ଆସିବ ବୋଲି ଦେଇଥିଲେ ନରବଳି
ବଲାଙ୍ଗୀର,୨୨ା୮(ବୀରେନ୍ଦ୍ର କୁମାର ଝାଙ୍କର): ଘର ଛାଡି ଚାଲିଯାଇଥିବା ସ୍ତ୍ରୀ ଘରକୁ ଫେରିଆସିବ ବୋଲି ଅଭିଯୁକ୍ତ ଦେଇଛନ୍ତି ନରବଳି। ଏକଥା ବିଶ୍ୱାସ ହେଉ ନ ଥିଲେ ମଧ୍ୟ ପୋଲିସ ସମ୍ମୁଖରେ ସ୍ବୀକାର କରିଛନ୍ତି ଅଭିଯୁକ୍ତ। ବଲାଙ୍ଗୀର ଏସ୍ପି ଅଭିଳାଷ ଜି. ଶୁକ୍ରବାର ଏନେଇ…

