ବଲାଙ୍ଗୀର

ଧନୁଯାତ୍ରାରେ ଅଘଟଣ: ରାମଦୋଳିରୁ ଖସି ପଡ଼ିଲେ ଯୁବକ, ଆଉ ତା’ପରେ ଘଟିଲା…

ଲୋଇସିଂହା,୩ା୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡା ଆଞ୍ଚଳିକ ଧନୁଯାତ୍ରାର ଉଦ୍‌ଯାପାନୀ ସନ୍ଧ୍ୟାରେ ରାମଦୋଳିରୁ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଲୋଇସିଂହା ବ୍ଲକ୍‌ ସରଗାଡ଼ ଗ୍ରାମର ମିଲନ ସାହୁ(୨୪)। ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜରେ ପୋଲିସ…

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ ମାଈହାତୀ ପଡ଼ି ମରିଥିବା ଜଣାପଡ଼ିଛି। ଗତ ୮ରୁ ୧୦ ତଳେ କଳାହାଣ୍ଡି ଉତ୍ତର ଦିଗରୁ…

ଶୋଇଥିଲେ ବି ବିକାଶ କଥା ଚିନ୍ତା କରେ: ଭାବବିହ୍ବଳ କଲେ ନରସିଂହ

ଲୋଇସିଂହା,୨।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଜନକଲ୍ୟାଣ ଯୁବ ସାମ୍ମୁଖ୍ୟ କ୍ଲବ ପକ୍ଷରୁ ଅଭିନନ୍ଦନ-୨୦୨୬ ଉତ୍ସବ ପାଳିତ ହୋଇଯାଇଛି। ଉତ୍ସବକୁ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଉଦଘାଟନ କରିଥିଲେ। ଅନୁଷ୍ଠାନର ସଭାପତି ଦିଲୀପ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥି…

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ(୯) ଟାଇଟଲ ଜିତିଛନ୍ତି। ଗୁରୁବାର ପୂର୍ବାହ୍ନ ରେଟାଇଟଲ ବିଜେତା ଇଫ୍ରାତ୍‌…

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା ୨୪ ରୁ ୩୦ ଡିସେମ୍ବର ଚାଲିଥିବା ବେଳେ ଓଡିଶା ଦଳ ମୋଟ ୩୨ଟି ପଦକ…

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ ଗାଁର ଚାଷୀମାନେ ବଲାଙ୍ଗୀର ସିଏସଓ ଅଫିସ ଭିତରେ ଧାରଣା ଦେଇଛନ୍ତି। ୨୨୦ରୁ ଉଦ୍ଧର୍‌ବ ପଞ୍ଜୀକୃତ…

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ୍‌(୯)।…

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ମାଣ୍ଡିଆପଦର ଗ୍ରାମ…

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା। ଉପସ୍ଥିତ ସଭ୍ୟମାନେ ସଂଘର ବିଭିନ୍ନ…

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପାଟଣାଗଡ଼ ଥାନା ଅଧୀନ କୋଳପଡ଼ାର ସୁବାସ ମେହେର(୫୨),…

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି ଫେରାର ମାରିଥିବା ଦୁଇ ଲୁଟେରାଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟାଉନ ଥାନା ପୋଲିସ…

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ ଅଧାଗଢ଼ା ଘରେ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଏବେ ପ୍ରବଳ ଶୀତ ସାଙ୍ଗକୁ କାକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?