ବଲାଙ୍ଗୀର

ସମୟରେ ଆସୁନାହାନ୍ତି ଶିକ୍ଷକ, ବାହାରେ ବୁଲୁଛନ୍ତି ପିଲା

ଲାଠୋର, ୧୪ା୧୦(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର କ୍ଳଷ୍ଟର ଅଧୀନ ଝଲିଆଲିଟି ସରକାରୀ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକମାନେ ଧାର୍ଯ୍ୟ ସମୟରେ ଶିକ୍ଷାନୁଷ୍ଠାନକୁ ଆସୁନାହାନ୍ତି। ଫଳରେ ସମୟରେ ସ୍କୁଲ ଆସି ପିଲାମାନେ ବାହାରେ ବୁଲୁଥିବା ଦେଖିବାକୁ ମିଳୁଛି। ଅଭିଭାବକମାନେ ଅଭିଯୋଗ କଲେ...

ଧାର୍ଯ୍ୟ ସମୟରେ କାମ ସାରିବାକୁ ନିର୍ଦ୍ଦେଶ

ବଲାଙ୍ଗୀର ଅଫିସ, ୧୪ା୧୦: ପୂର୍ତ୍ତ ବିଭାଗ ପ୍ରଧାନ ସଚିବ ବୀର ବିକ୍ରମ ଯାଦବ ଗୁରୁବାର ବଲାଙ୍ଗୀର ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ। ସଚିବ ଯାଦବ ପ୍ରଥମେ ଗନ୍ଧରେଲଠାରେ ନିର୍ମାଣାଧୀନ ୬୫୦ ଶଯ୍ୟା...

କୁକୁର କାମୁଡ଼ାରେ ଶିଶୁକନ୍ୟା ମୃତ, ୧୨ ଗୁରୁତର

ବଲାଙ୍ଗୀର ଅଫିସ, ୧୪ା୧୦: ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ବାଲିପଟା ଓ ସାନକଲଙ୍ଗାପାଲି ଗଁାରେ ଗୁରୁବାର ବୁଲା କୁକୁର ଆତଙ୍କରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ବୁଲା କୁକୁର ଉଭୟ ଗଁାର ୧୩ ଜଣଙ୍କୁ କାମୁଡ଼ି ଗୁରୁତର କରିଦେଇଥିଲା।...

ବଲାଙ୍ଗୀରରେ ଚାଲିଛି ବେଧଡ଼କ ସେକ୍ସ ର଼୍ୟାକେଟ

ବଲାଙ୍ଗୀର ଅଫିସ,୧୩।୧୦: ବଲାଙ୍ଗୀର ସହର ଭିତରେ ବେଧଡ଼କ ଭାବେ ସେକ୍ସ ର଼୍ୟାକେଟ ଚାଲିଛି। ସହରର ଶାସ୍ତ୍ରୀନଗର ପଡାର ଏକ ଘରେ ସେକ୍ସ ର଼୍ୟାକେଟ ଚାଲିଥିବା ନେଇ ଟାଉନ ପୋଲିସକୁ ସୂଚନା ମିଳିଥିଲା। ଗୁରୁବାର ପୋଲିସର ଏକ ଟିମ୍‌ ଘର ଉପରେ...

ଭିଜିଲାନ୍ସ ଜାଲରେ ବିଇଓ

ବଲାଙ୍ଗୀର ଅଫିସ,୧୨ା୧୦: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଲାଙ୍ଗୀର ବ୍ଲକ ଶିକ୍ଷାଧିକାରୀ(ବିଇଓ) ରାଘବ ପାଣିଗ୍ରାହୀ। ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଇଓ ଗିରଫ ହୋଇଛନ୍ତି। କୌଣସି ଏକ ଅଭିଯୋଗକୁ ନେଇ ପାଟଣାଗଡ଼ ରମାଇ ହାଇସ୍କୁଲର ସହକାରୀ ଶିକ୍ଷକ ସୁରେଶ ମେହେରଙ୍କ...

ଭାଇ ଜିଉଁନ୍ତିଆ ଓଷା ସାରି ଫେରୁଥିଲେ ଘରକୁ : ହାଇଓ୍ବା ଧକ୍କାରେ ଆଖିବୁଜିଲେ ସ୍ବାମୀ-ସ୍ତ୍ରୀ

ବଲାଙ୍ଗୀର ଅଫିସ,୧୧।୧୦: ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା ଆଖିବୁଜିଲେ ସ୍ବାମୀ-ସ୍ତ୍ରୀ। ମଙ୍ଗଳବାର ଏପରି ଏକ ଦୁଃଖଦ ଘଟଣା ଘଟିଛି ବଲାଙ୍ଗୀର-ଟିଟିଲାଗଡ ରାସ୍ତାର ସିଂହଖମନ ଛକଠାରେ । ବାଇକରେ ବଲାଙ୍ଗୀରରୁ କଳାହାଣ୍ଡି ଯାଉଥିବା ସମୟରେ ହାଇୱା ଧକ୍କା ଦେଇଥିଲା । ଘଟଣାସ୍ଥଳରେ...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ମୁରିବାହାଲ ଏପିଓ

ବଲାଙ୍ଗୀର ଅଫିସ/ ମୁରିବାହାଲ,୮ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଆଡିସନାଲ ପ୍ରୋଗ୍ରାମ ଅଫିସର (ଏପିଓ) ସୁଶାନ୍ତ କୁମାର ଦାସ ଶୁକ୍ରବାର ଜଣେ ଗଁା ସାଥୀଙ୍କ ଠାରୁ ୪୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାତ୍ମାଗାନ୍ଧୀ...

୩୪ବର୍ଷ ପରେ ଖୋଲିଲା ଜବତ ବାକ୍ସ

ଲୋଇସିଂହା, ୭।୧୦(ଡି.ଏନ.ଏ.):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ପ୍ରାଥମିକ କୃଷି ସମବାୟ ସମିତି ଗୋଦାମ ଘରେ ବନ୍ଧା ପଡିଥିବା ସ୍ବାଧୀନତା ସଂଗ୍ରାମୀ ତଥା ସ୍ବାଧୀନତା ପରବର୍ତ୍ତୀ ପ୍ରି ଆସେମ୍ଲି ବିଧାୟକ କପୁର୍ଚ୍ଚନ ନାଏକଙ୍କ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଦୀର୍ଘ ୩୪ବର୍ଷ ପରେ...

ମା’ ବାପାଙ୍କ ମୃତ୍ୟୁ ପରେ ସାହାରା ଖୋଜୁଛନ୍ତି କବିତା

ଦେଓଗାଁ, ୪ା୧୦(ଡି.ଏନ.ଏ.): ପାଠପଢି ମଣିଷ ହେବି । ଏହିଭଳି ଉଚ୍ଚାଭିଳାଶ ରଖିଥିବା କବିତା ନାଗ ଏବେ ମା’, ବାପାଙ୍କୁ ହରାଇ ନିରାଶ୍ରୟ ହୋଇପଡିଛି । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଦେଷଣ୍ଡ ପଞ୍ଚାୟତ...

୧୪ ବର୍ଷରେ ତୁଳସୀନଗରପଡ଼ା ଦୁର୍ଗାପୂଜା

ବଲାଙ୍ଗୀର ଅଫିସ, ୩ା୧୦: ବଲାଙ୍ଗୀର ତୁଳସୀନଗରପଡା ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ ୧୪ ବର୍ଷରେ ପଦାର୍ପଣ କରିଛି। ତୁଳସୀନଗର ଦୁର୍ଗାପୂଜା କମିଟି ପକ୍ଷରୁ ତିନିଦିନାତ୍ମକ ଦୁର୍ଗାପୂଜା ଆରମ୍ଭ ହୋଇଛି। ଶନିବାର କମିଟି ପକ୍ଷରୁ କଳସ ଶୋଭାଯାତ୍ରା କରାଯାଇଥିଲା। କମିଟି ପକ୍ଷରୁ ନାରାୟଣ...

ଶିବମନ୍ଦିର ଶାଗୁଆନ ଗଛକଟାକୁ ନେଇ ତେଜିଲା ଅସନ୍ତୋଷ

ଦେଓଗାଁ,୨ା୧୦(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ତଥା ସଇଁନ୍ତଲା ଫରେଷ୍ଟ ରେଞ୍ଜ ଅଧୀନ ସିକୁଆଁ ଶିବ ମନ୍ଦିର ପରିସରରେ ଥିବା ଦୁଇଟି ବଡ ଶାଗୁଆନ ଗଛକୁ ଅଧା କାଟି କେହି ଛାଡି ଦେଇଛି । ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ...

ଛତିଶଗଡ଼ରେ ବଲାଙ୍ଗୀରର ୪ ଜଣଙ୍କୁ ହତ୍ୟା: ୩ ଗିରଫ

ବଲାଙ୍ଗୀର ଅଫିସ, ୧ା୧୦: ଛତିଶଗଡର ଭିଲାଇ ନିକଟ ଏକ ଫାର୍ମହାଉସରେ ବଲାଙ୍ଗୀର ଜିଲାର ଗୋଟିଏ ଦାଦନ ଶ୍ରମିକ ପରିବାରର ୪ ଜଣ ସଦସ୍ୟଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ଏହି ଘଟଣା ଛତିଶଗଡ଼ ଏବଂ ଓଡ଼ିଶାରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମୃତକମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri