ବଲାଙ୍ଗୀର

ଅବୈଧ ପ୍ରେମସମ୍ପର୍କକୁ ନେଇ ୨ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ

ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଞ୍ଚଳର ଏକ ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଅବୈଧ ପ୍ରେମ ସମ୍ପର୍କକୁ ନେଇ ଦୁଇ ଯୁବକଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ପୋଲିସ ସେମାନଙ୍କୁ ଉଦ୍ଧାର…

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା ଶେଷ: ୨୮ରେ ପ୍ରକାଶ ପାଇବ ରାୟ

ପାଟଣାଗଡ଼,୧୪ା୫( ସଚ୍ଚିଦାନନ୍ଦ ମହାକୁର): ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବୁଧବାର ଉଭୟ ପକ୍ଷର ଓକିଲଙ୍କ ମଧ୍ୟରେ ପାଟଣାଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବିତର୍କ ପ୍ରକିୟା ଶେଷ ହୋଇଯାଇଛି। ଆସନ୍ତା ୨୮ରେ ଏହି ମାମଲାର ରାୟ…

୯୯ ପ୍ରତିଶତ ମାର୍କ ରଖି ରେକର୍ଡ କଲେ ଶ୍ରେୟାଂଶ

ବଲାଙ୍ଗୀର,୧୪।୫(ସୁନିଲ କୁମାର ମହାନ୍ତି): ମଙ୍ଗଳବାର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ବଲାଙ୍ଗୀର କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଶତ ପ୍ରତିଶତ ସଫଳତା ଲାଭ କରିଥିବା ଜଣାପଡିଛି। ଦଶମ…

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଆଜି ଶେଷ ଶୁଣାଣି

ବଲାଙ୍ଗିର,୧୩।୫: ବଲାଙ୍ଗିର ଜିଲା ପାଟନାଗଡ଼ର ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଶେଷ ଶୁଣାଣି ମଙ୍ଗଳବାର ହେବ ବୋଲି ଜଣାପଡିଛି। ଏହି ଶେଷ ପର୍ଯ୍ୟାୟ ଶୁଣାଣିରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର ଉପସ୍ଥିତ ରହିବେ ବୋଲି ଜଣାପଡିଛି। ଏଥିପାଇଁ ସେ…

ଘରେ ପଶି ମହିଳାଙ୍କୁ ଦୁର୍ବ୍ୟବହାର, ଅଭିଯୁକ୍ତ ଗିରଫ

ଲାଠୋର,୧୨।୫(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଞ୍ଚଳରେ ୩ ମହିଳାଙ୍କୁ ଟଣା ଓଟରା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ସୋମବାର ପୋଲିସ ଗିରଫ କରି ପାଟଣାଗଡ଼ କୋର୍ଟ ଚାଲାଣ କରିଛି। ସେ ହେଲେ ରାଜକୁମାର ରାଓ(୫୫)।…

କେନ୍ଦୁପତ୍ର ସଂସ୍ଥାରେ ଘରୋଇକରଣକୁ ବରଦାସ୍ତ କରାଯିବ ନାହିଁ: କର୍ମଚାରୀ ସଂଘ

ବଲାଙ୍ଗୀର,୭ା୫(ସୁନୀଲ ମହାନ୍ତି): ବଲାଙ୍ଗୀର କେନ୍ଦୁପତ୍ର ଡିଏଫ୍‌ଓଙ୍କ କାର୍ଯ୍ୟାଳୟର ସମ୍ମୁଖରେ ବୁଧବାର ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ବଲାଙ୍ଗୀର ଡିଭିଜନ କମିଟି ପକ୍ଷରୁ କେନ୍ଦୁପତ୍ର ତୋଳାଳି ଓ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ବଜେଟ୍‌ ପ୍ରାପ୍ତ ୧୦୦ କୋଟି ଟଙ୍କାରୁ ୫୦ କୋଟି ଟଙ୍କା…

ବଲାଙ୍ଗୀର ଜିଲା ବିଜେଡି ସଭାପତି ହେଲେ ସରୋଜ ମେହେର, କହିଲେ…

ବଲାଙ୍ଗୀର/ପାଟଣାଗଡ,୫।୫:(ସୁନିଲ ମହାନ୍ତି/ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡର ପୂର୍ବତନ ବିଧାୟକ ସରୋଜ କୁମାର ମେହେର ବିଜେଡି ଜିଲା ସଭାପତି ଭାବେ ମନୋନୀତ ହୋଇଛନ୍ତି। ସରୋଜଙ୍କ ଉପରେ ଆସ୍ଥା ପ୍ରକଟକରି ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି।…

ଅବସରପ୍ରାପ୍ତ କ୍ଷେତ୍ର ନିରୀକ୍ଷକ ନିଧି ମହାନନ୍ଦଙ୍କ ପରଲୋକ

ବଲାଙ୍ଗୀର,୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପରିସଂଖ୍ୟାନ କାର୍ଯ୍ୟାଳୟର ଅବସରପ୍ରାପ୍ତ ବରିଷ୍ଠ କ୍ଷେତ୍ର ନିରୀକ୍ଷକ ନିଧି ମହାନନ୍ଦ(୭୦)ଙ୍କ ପରଲୋକ ହୋଇଯାଇଛି। ସେ କିଛିଦିନ ହେଲା ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ସେ ଜଣେ ମିଷ୍ଟଭାଷୀ, ମେଳାପୀ, ବନ୍ଧୁବତ୍ସଳ ଓ କର୍ତ୍ତବ୍ୟନିଷ୍ଠ ବ୍ୟକ୍ତି ଭାବେ…

ସରକାରୀ ସ୍କୁଲରେ ପାଠ ପଢ଼ି ଯାଆଁଳା ଭଉଣୀଭାଇ କଲେ କମାଲ୍‌

ବଲାଙ୍ଗୀର,୩ା୫(ବୀରେନ୍ଦ୍ର କୁମାର ଝାଙ୍କର):ଚଳିତ ମାଟ୍ରିକ୍‌ ପରୀକ୍ଷାରେ ବଲାଙ୍ଗୀର ସହରର ଦୁଇ ଯାଅଁାଳା ଭଉଣୀ-ଭାଇ କମାଲ କରିଛନ୍ତି। ସରକାରୀ ସ୍କୁଲରେ ପାଠ ପଢ଼ୁଥିବା ଦୁଇ ଭଉଣୀ ଭାଇ ଜ୍ୟୋତିର୍ମୟୀ ପଣ୍ଡା ଓ ବିନାୟକ ପଣ୍ଡା ମାଟ୍ରିକ୍‌ ପରୀକ୍ଷାରେ ଏ-ୱାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇ…

ଦେଓଗାଁ ସମିତି ବୈଠକରେ ହଟ୍ଟଗୋଳ: ବର୍ଜନ କଲେ ସରପଞ୍ଚ ସଂଘ

ଦେଓଗାଁ,୨।୫(କୃଷ୍ଣ ପ୍ରସାଦ ପାଣିଗ୍ରାହୀ):ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଶୁକ୍ରବାର ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରପଞ୍ଚ ମାନେ ଅଣଦେଖା କରାଯାଉଥିବା ଅଭିଯୋଗ ଉଠାଇଥିଲେ। ସରପଞ୍ଚ ସଂଘ ସଭାପତି ଗୋପାଳ ଚନ୍ଦ୍ର ମିଶ୍ର ବୈଠକରେ ସରପଞ୍ଚ ମାନଙ୍କ ଦ୍ୱାରା…

ବିଦ୍ୟୁତ୍‌ ମିଟର ନାମରେ ବେଆଇନ ଟଙ୍କା ଆଦାୟ ଅଭିଯୋଗ

ଲାଠୋର,୧ା୫(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତ ସଦର ଗ୍ରାମର ବିଦ୍ୟୁତ୍‌ ଉପଭୋକ୍ତାଙ୍କ ଘରେ ବିଦ୍ୟୁତ୍‌ ମିଟର ଲଗାଇବା ନାମରେ ବେଆଇନ ଭାବେ ହଜାର ହଜାର ଟଙ୍କା ଆଦାୟ କରିଥିବା ନେଇ ଗୁରୁବାର ସ୍ଥାନୀୟ ଡାଇଜ ଯୁବ ଅନୁଷ୍ଠାନ…

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଥିଲା । ପ୍ରଥମେ ଭାରସାମ୍ୟ ହରାଇ ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ୟାଙ୍କର ଓଲଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri