ବଲାଙ୍ଗୀର

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା ୨୪ ରୁ ୩୦ ଡିସେମ୍ବର ଚାଲିଥିବା ବେଳେ ଓଡିଶା ଦଳ ମୋଟ ୩୨ଟି ପଦକ…

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ ଗାଁର ଚାଷୀମାନେ ବଲାଙ୍ଗୀର ସିଏସଓ ଅଫିସ ଭିତରେ ଧାରଣା ଦେଇଛନ୍ତି। ୨୨୦ରୁ ଉଦ୍ଧର୍‌ବ ପଞ୍ଜୀକୃତ…

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ ପୁଣି ଚମକିଛନ୍ତି। ସେହେଲେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଜଡାମୁଣ୍ଡାର ଇଫ୍ରାତ୍‌ ଜୋଏଲ୍‌(୯)।…

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ ବିଚିତ୍ର ନୀତି ଦେଖିବାକୁ ମିଳିଛି। ଏହି ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ମାଣ୍ଡିଆପଦର ଗ୍ରାମ…

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଥିଲା। ଉପସ୍ଥିତ ସଭ୍ୟମାନେ ସଂଘର ବିଭିନ୍ନ…

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପାଟଣାଗଡ଼ ଥାନା ଅଧୀନ କୋଳପଡ଼ାର ସୁବାସ ମେହେର(୫୨),…

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି ଫେରାର ମାରିଥିବା ଦୁଇ ଲୁଟେରାଙ୍କୁ ଗିରଫ କରିବାରେ ସଫଳ ହୋଇଛି ଟାଉନ ଥାନା ପୋଲିସ…

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ ଅଧାଗଢ଼ା ଘରେ ଦୟନୀୟ ଭାବେ ଜୀବନ ବିତାଉଛନ୍ତି। ଏବେ ପ୍ରବଳ ଶୀତ ସାଙ୍ଗକୁ କାକର…

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ ଉପରେ ଚଢି ଯାଇଛି । ଗୋଡ ଉପରେ ଚଢ଼ି ଯିବାରୁ ଅଧିକ ରକ୍ତସ୍ରାବ ହୋଇଥିଲା…

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ସ୍ଥାନୀୟ ଏସପି ଅଫିସରେ ଏକ ଖବରଦାତା ସମ୍ମିଳନୀ କରି ଏନେଇ ସୂଚନା…

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା ଅଞ୍ଚଳର ବାପି ଡେବିଟ୍‌। ଅପରାହ୍ନରେ ସେ କ୍ରିକେଟ୍‌ ଖେଳୁଥିବାବେଳେ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଚିକିତ୍ସାଲାଗି…

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ସମ୍ମେଳନର ଅଧ୍ୟକ୍ଷା ବବିତା ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମ୍ମେଳନରେ ମୁଖ୍ୟଅତିଥି ଭାବେ ଲୋକସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?