ବଲାଙ୍ଗୀରରେ ଶିଶୁ ବିକ୍ରି, ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଡିଲ୍
ବଲାଙ୍ଗୀର,୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଏକ ନବଜାତ ଶିଶୁ ପୁତ୍ର ବିକ୍ରି ପାଇଁ ଡିଲ୍ ହୋଇଥିବା ଜଣାପଡିଛି। ଶିଶୁପୁତ୍ରକୁ ଟଙ୍କା ଦେଇ ଜଣେ ଦମ୍ପତି କିଣିଥିବା ଜଣାପଡିବା ପରେ ହଇଚଇ ସୃଷ୍ଟି ହୋଇଛି। ବଲାଙ୍ଗୀର ସହର…
ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ଜଣେ କର୍ମଚାରୀ ଗୁରୁତର
ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳ ଗୋଳାବାରୁଦ କାରଖାନାରେ ବୁଧବାର ରାସାୟନିକ ଦ୍ରବ୍ୟ ମିଶ୍ରଣ ବେଳେ ବିସ୍ଫୋରଣ ଘଟି ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଗୁରୁତର ହୋଇଥିବା ଜଣାପଡ଼ିଛି। ଗୁରୁତର କର୍ମଚାରୀ ଶିବ ପ୍ରସାଦ ଭୋଇଙ୍କୁ ରାଉରକେଲା…
ନବଜାତ କନ୍ୟାକୁ ଫିଙ୍ଗିଦେଲେ, ନର୍ସରୀ ନିକଟରୁ ଉଦ୍ଧାର କରି…
ବଲାଙ୍ଗୀର,୯ା୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ନେଗୀପାଲି ନର୍ସରୀ ନିକଟରେ କେହି ଫିଙ୍ଗି ଦେଇଥିବା ନବଜାତ କନ୍ୟା ସନ୍ତାନକୁ ସ୍ଥାନୀୟ ଲୋକେ ଓ ପୋଲିସ ଉଦ୍ଧାର କରି ପ୍ରଥମେ ଲୋଇସିଂହା ସିଏଚ୍ସି ଓ ପରେ ବଲାଙ୍ଗୀର ଭୀମଭୋଇ…
ବଲାଙ୍ଗୀର ତହସିଲ ଅଫିସ ମହିଳା କିରାଣୀ ଅସୁସ୍ଥ: ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି
ବଲାଙ୍ଗୀର,୮।୪: ବଲାଙ୍ଗୀର ତହସିଲ ଅଫିସର ଜଣେ ମହିଳା କିରାଣି ମଙ୍ଗଳବାର ଅସୁସ୍ଥ ହୋଇ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମହିଳା କର୍ମଚାରୀ ଜଣକ ମଙ୍ଗଳବାର ଅଫିସ ଭିତରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ । ତହସିଲଦାର ଲଗ୍ନଜିତ ବେହେରା…
ମହାରାଷ୍ଟ୍ରରେ ଓଡ଼ିଆ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ
ଲାଠୋର,୫ା୪(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ସୁନାମୁଦି ଗ୍ରାମର ସୁଶାନ୍ତ ବାଗ(୧୯) ମହାରାଷ୍ଟ୍ରକୁ କାମ କରିବାକୁ ଯାଇଥିଲେ। ସେଠାରେ ସେ ଆମତ୍ହତ୍ୟା କରିଛନ୍ତି ବୋଲି ଶନିବାର ସକାଳେ ପରିବାର ବର୍ଗ ଜାଣିବାକୁ ପାଇଥିଲେ। ଘଟଣାକୁ ସହଜେ ଗ୍ରହଣ କରି…
ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଜଣେ ଗୁରୁତର
ବଲାଙ୍ଗୀର/ଟିଟିଲାଗଡ଼,୪ା୪(ସୁନୀଲ କୁମାର ମହାନ୍ତି/ଶରତ ମିଶ୍ର): ନବଜାତ ଯାଆଁଳା ଶିଶୁ କନ୍ୟାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର ସମୟରେ ଶୁକ୍ରବାର ସକାଳେ ଏକ ଅଘଟଣ ଘଟିଛି। ଆମ୍ବୁଲାନ୍ସର ଅକ୍ସିଜେନ…
ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ
ବଲାଙ୍ଗୀର,୨ା୪(ସୁନୀଲ କୁମାର ମହାନ୍ତି): ଶୋଇଥିବାବେଳେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ସ୍ବାମୀ। ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଲା ଗାଁରେ ମଙ୍ଗଳବାର ରାତିରେ ଘଟିଛି ଏଭଳି ବୀଭତ୍ସ କାଣ୍ଡ। ଗତକାଲି ବିଳମ୍ବିତ ରାତିରେ ଅମୂଲ୍ୟା ବିଶ୍ୱାଳ (୩୫) ତାଙ୍କ ଘରେ…
ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍ପି ଅଭିଳାଷ ଜି. ପୋଲିସ ପେରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ…
୪ବର୍ଷ ତଳେ କରିଥିଲେ ବିବାହ: ଘରୁ ମିଳିଲା ଦମ୍ପତିଙ୍କ ମୃତଦେହ
ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଗୁଡିଘାଟ ଗ୍ରାମରେ ରବିବାର ଏକ ଦମ୍ପତିଙ୍କ ମୃତଦେହ ବନ୍ଦ କୋଠରିରୁ ଜବତ କରାଯାଇଛି। ସେମାନେ ହେଲେ ପ୍ରେମରାଜ ମାଝୀ(୨୬) ଓ ତାଙ୍କ ସ୍ତ୍ରୀ ଭାନୁମତୀ ମାଝୀ(୨୩)। ରାତ୍ର ଭୋଜନ ସାରି ଉଭୟେ…
ବନ୍ଦ ଘରୁ ମିଳିଲା ଯୁବତୀ-ଯୁବକଙ୍କ ମୃତଦେହ
ମୁରିବାହାଲ,୩୦ା୩(ଶ୍ରୀବତ୍ସ ବେହେରା): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ତଥା ହଳଦୀ ପଞ୍ଚାୟତ ଅନ୍ତର୍ଗତ ସେମେଲପାଲି ଗାଁର ଏକ ଘରୁ ରବିବାର ସକାଳେ ଯୁବତୀଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ ସେମେଲପାଲି ଗାଁର ଅରବିନ୍ଦ ନାଗ(୧୮) ଏବଂ ସଂଯୁକ୍ତା ନାଗ(୨୦)।…
ସଇଁତଳା ଓକିଲ ସଂଘ ନିର୍ବାଚନ: ସୁବୋଧ ସଭାପତି, ଫିରୋଜ ସମ୍ପାଦକ ନିର୍ବାଚିତ
ସଇଁତଳା,୨୯।୩ (ରାଖାଲ ପ୍ରସାଦ ଶତପଥୀ): ଓଡ଼ିଶା ଓକିଲ ସଂଘର ନିର୍ଦ୍ଦେଶ କ୍ରମେ ସାରା ରାଜ୍ୟରେ ଓକିଲ ସଂଘ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସଇଁତଳା ଓକିଲ ସଂଘର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବରେ ସୁବୋଧ କୁମାର ମିଶ୍ର ଓ…
ବିଭିନ୍ନ ଦାବି ନେଇ ଡିଏଭି ମହାବିଦ୍ୟାଳୟର ତାଲା ପକାଇଲେ କର୍ମଚାରୀ
ଟିଟିଲାଗଡ଼,୨୯ା୩(ଶରତ ମିଶ୍ର): ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ ମହାବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ବିଭିନ୍ନ ଦାବି ନେଇ ଶନିବାର ମହାବିଦ୍ୟାଳୟର ଗେଟ୍ ସମ୍ମୁଖରେ ଧାରଣା ଦେଇଛନ୍ତି। ଫଳରେ ଅଧ୍ୟାପକ ତଥା ଅନ୍ୟ କର୍ମଚାରୀ ପ୍ରବେଶ ବାଟ ବନ୍ଦ ସହ ଶିକ୍ଷାଦାନ ଏବଂ…
Archives


