ବଲାଙ୍ଗୀର

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨ ଟିକିଆ ହାତୀପଲ ଆକ୍ରମଣ ରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ସ୍ବାମୀ ଓ…

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ ଜ୍ୟୋତି କୋଶଳ କଳା ମଣ୍ଡଳକୁ ଅଣାଯିବା ପରେ ମଠଖାଇ ମହୋତ୍ସବର ଅଧ୍ୟକ୍ଷ ତଥା ପୂର୍ବତନ…

ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ

ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ନିଶାସକ୍ତ ସ୍ୱାମୀ । ମୃତା ମହିଳା ଜଣକ…

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା ମ୍ୟୁନିସିପାଲଟି ଖୋଲା ଡ୍ରେନରେ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ଦୀର୍ଘଦିନ ଧରି…

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି l ବିଭିନ୍ନ ଜିଲାର ମଣ୍ଡି ଓ ଧାନ ଖଳାରେ ଚାଷୀମାନଙ୍କ ଧାନ ପଡିରହିଥିଲେ ମଧ୍ୟ…

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକରେ…

ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…

ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି ଶୁଳିଆ ଯାତ୍ରା। ଏହି ଯାତ୍ରାରେ ବିଭୁକୃପା ଲାଭ କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ଼…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି

ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମ‌ବାର ବିଳମ୍ବିତ ରାତିରେ…

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ବଲାଙ୍ଗିର ସଦର ବ୍ଲକ ଅଞ୍ଚଳରେ ଥିବା ଏକ ଘରୋଇ କଲେଜର…

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍‌ ସଫେଇ କରିବାକୁ ମହିଳାଙ୍କୁ କହିଥିଲେ।…

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଓ ମାଜିଷ୍ଟ୍ରେଟ ଅଶୋକ ମିଶ୍ରଙ୍କ ଉପସ୍ଥିତିରେ ଏହି ହୋଟେଲକୁ ସିଲ୍‌ କରାଯାଇଛି। ପୌର…

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି ଲୁଟ କରିବା ପରେ ଭିତର ପଟୁ ଲକ୍‌ କରି ଫେରାର୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?