ବଲାଙ୍ଗୀର

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ ଗାଡି ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇଗାଡ଼ିର ସାମ୍ନାପଟ ଭାଙ୍ଗିରୁଜି ଚୁରମାର ହୋଇଯାଇଛି…

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଅକ୍ଷୟ ସୁନା…

‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍‌ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ପ୍ରତାପ କୁମାର…

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ…

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା…

ବଲାଙ୍ଗୀର,୨୦।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା ଟାଉନଥାନା ପୋଲିସ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ…

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ ଗିରଫ କରିବାରେ ସକ୍ଷମ ହେବା ସହିତ ଲକ୍ଷାଧିକ ଟଙ୍କାର ଆଲୁମିନିୟମ ବାସନ ସାମଗ୍ରୀ ଜବତ…

ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ପ୍ରେମ ସମ୍ପର୍କକୁ ନେଇ…

ବଲାଙ୍ଗୀର,୧୯।୧୨ : ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଅନତି ଦୂରରେ ଥିବା ଏକ କୁକୁଡା ଫାର୍ମର ପଛପଟ ଏକ ଗଛରେ ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି । ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର…

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା ଜିଲା ସଭାପତି ଶ୍ରୀବତ୍ସ ବେହେରାଙ୍କ ଅଧକ୍ଷତରେ ଜିଲା ଭାଜପା ପାର୍ଟିର ପୂର୍ଣ୍ଣାଙ୍ଗ ଟିମ୍‌ ଗଠନ…

ସଟର ତାଡି ନେଇଗଲେ ଲକ୍ଷାଧିକ ଟଙ୍କାର ଅଳଙ୍କାର, ସକାଳେ ଦୋକାନୀ ମାଲିକ ପହଞ୍ଚିଲା ପରେ…

ଲୋଇସିଂହା, ୧୮।୧୨( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବସଷ୍ଟାଣ୍ଡ ସ୍ଥିତ ଜେଶ୍ମିନ ଅଳଙ୍କାର ଦୋକାନରୁ ବୁଧବାର ରାତିରେ ଚୋରି ହୋଇଥିବା ନେଇ ଦୋକାନ ମାଲିକ ୱାସିମ ଖାନ ଲୋଇସିଂହା ଥାନରେ ଅଭିଯୋଗ କରିଛନ୍ତି। ଗୁରୁବାର ସକାଳେ ଦୋକାନ ମାଲିକ ଦୋକାନ…

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଓ ସମ୍ମାନିତ ଅତିଥି ଭାବେ…

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି l ସୂଚନା ଅନୁଯାୟୀ ମଙ୍ଗଳବାର ଭୋର ୫,୩୦ ମିନିଟ ସମୟରେ ଏକ ମାଲ ବୋଝେଇ…

ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ ଡାକ୍ତର ଛାତ୍ରୀଛାତ୍ରମାନଙ୍କ ଚାଲିଥିବା ଆନ୍ଦୋଳନ ସ୍ଥଗିତ କରାଯାଇଛି। ଦାବିଗୁଡ଼ିକୁ ଯଥାର୍ଥ ଓ ନ୍ୟାୟ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?