ବଲାଙ୍ଗୀର

ତୁର୍ଲା ଗାଁ ପରିଦର୍ଶନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ବଲାଙ୍ଗୀର,୧୯ା୧୧(ସୁନିଲ କୁମାର ମହାନ୍ତି): ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବିନାରାୟଣ ନାଏକ, ବଲାଙ୍ଗୀର ଲୋକ ସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ସଚିବ ଏସ୍‌ଏନ୍‌ ଗିରିଶ, ଓରମାସ ଡାଇରେକ୍ଟର, ଦାଦନ ଟାକ୍ସ ଫୋର୍ସ ଟିମ ସଦସ୍ୟ, ଅତିରିକ୍ତ ଜିଲାପାଳ ପବିତ୍ର ବେହେରା, ସିଡିଓ…

ବଲାଙ୍ଗୀରରେ ବାଲାଂଦେଶୀମାନଙ୍କୁ ଚିହ୍ନଟ କରି ବିତାଡ଼ିତ କର, ଏସ୍‌ପିଙ୍କୁ ଦାବିପତ୍ର ପତ୍ର ପ୍ରଦାନ କଲେ…

ବଲାଙ୍ଗୀର,୧୮।୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ତରଫରୁ ଆରକ୍ଷୀ ଅଧକ୍ଷକଙ୍କୁ ମଙ୍ଗଳବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏଥିରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ଦାବି କରାଯାଇଛି ଯେ ଅନେକ ଦିନ ଧରି ବଲାଙ୍ଗୀର ଜିଲା ଦେଓଗାଁଠାରେ ଅଶାନ୍ତ…

ଜନ୍ମମାଟିରେ ପହଞ୍ଚିଲା ହ୍ୟୁମାନଙ୍କ ପାର୍ଥିବ ଶରୀର

ବଲାଙ୍ଗିର/ସଇଁତଲା,୧୮।୧୧(ସୁନିଲ ମହାନ୍ତି,ରାଖାଲ ପ୍ରସାଦ ଶତପଥୀ): ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସୋମବାର ପରଲୋକ ଘଟିଛି। ତାଙ୍କ ବିୟୋଗ ଖବର ପ୍ରଚାରିତ ହେବାପରେ ସାରା ଓଡ଼ିଶା କଳାକାର ଜଗତରେ ଶୋକର ଛାୟା ଖେଳିଯାଇଛି। ମଙ୍ଗଳବାର ତାଙ୍କ ମରଶରୀରକୁ ଏକ ଆସୁଲାନ୍ସରେ ନିଜ ଜନ୍ମ…

ଭୂଇଁରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛନ୍ତି, ଧନ ତୁ ଫେରିଆରେ କହି ଲୋଟି ପଡ଼ୁଛନ୍ତି ଡେଙ୍ଗ ଗାଁ ଲୋକେ

ଭୁବନେଶ୍ୱର/ବଲାଙ୍ଗୀର,୧୮।୧୧( ସୁନିଲ କୁମାର ମହାନ୍ତି): ସବୁଦିନ ପାଇଁ ଆଖି ବୁଜିଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଚିର ନିଦ୍ରାରେ ଶୋଇଯାଇଛନ୍ତି ହ୍ୟୁମାନ। ତାଙ୍କୁ ଭଲ ପାଉଥିବା ପ୍ରତ୍ୟୋକଟି ଲୋକଙ୍କ ଆଖିରେ ଅସରନ୍ତି ଲୁହ। ଯେମିତି ଆଖିର ଲୁହ ବୋଲ ମାନୁନି। ଜନ୍ମମାଟି କାନ୍ଦୁଛି,…

ଜନ୍ମସ୍ଥାନ ଟିଟିଲାଗଡ଼ରେ ହେବ ହ୍ୟୁମାନଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୮।୧୧: ସୋମବାର ରାତିରେ ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ହୋଇଯାଇଛି । ଏହି ଖବର ପ୍ରଚାରିତ ହେବା ପରେ ଟିଟିଲାଗଡ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଜନ୍ମ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରର ଦେବନ୍ଦପଡାରେl ସେ ପିଲା…

ଆର୍ଥିକ ଅଭାବରୁ ପୁଅର ଶୁଦ୍ଧିକ୍ରିୟା କରିବାକୁ ଅସମର୍ଥ ବୃଦ୍ଧା ମହିଳା, ସହଯୋଗର ହାତ ବଢାଇଲେ ପୌରାଧ୍ୟକ୍ଷା

ବଲାଙ୍ଗୀର, ୧୭।୧୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲଟି ୧୮ନମ୍ବର ୱାର୍ଡ ତୁଳସୀନଗର ନିବାସୀ ଜଣେ ଗରିବ ବିଧବା ବୟସ୍କା ମହିଳା ସୁମତି ବିଶିଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ପୌରାଧ୍ୟକ୍ଷା ଲିକା ସାହୁ ଓ ତୁଲସୀନଗର ପଡାବାସୀ । କିଛିଦିନ ତଳେ…

ପୋଖରୀ ଭିତରେ ପଶିଗଲା ବିସ୍କୁଟ ବୋଝେଇ ଟ୍ରକ୍‌: ଆଉ ତା’ପରେ ଘଟିଲା…

ବଲାଙ୍ଗିର,୧୭।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ସମ୍ବଲପୁର ରୋଡ଼ ଛତାମଖନା ଗ୍ରାମ ନିକଟ ୨୬ନମ୍ବର ଜାତୀୟ ରାଜପଥ ରାସ୍ତାକଡରେ ଥିବା ଏକ ପୋଖରୀକୁ ଭାରସାମ୍ୟ ହରାଇ ଏକ ମାଲ ବୋଝେଇ ଟ୍ରକ ପାଣି ଭିତରେ ପଶି ଯାଇଛି l ସୂଚନା ଅନୁଯାୟୀ, ବରଗଡ଼ରୁ…

ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ , ଅଭିଯୋଗ ପରେ ଘଟଣା ସ୍ଥଳକୁ ପହଞ୍ଚି ଯାଞ୍ଚ କଲେ ବ୍ଳକ ଅଧ୍ୟକ୍ଷ

ପାଟଣାଗଡ଼ ୧୫।୧୧( ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଳକ ଡାଙ୍ଗବାହାଳ ପଞ୍ଚାୟତ ଗଡିଆଯୋର ଗ୍ରାମରେ ବିଧାୟକଙ୍କ ନିଜସ୍ବ ପାଣ୍ଠିରୁ ୩ ଲକ୍ଷ ଟଙ୍କା ଅଟକଳ ମୂଲ୍ୟର ଚାଲିଥିବା ରାସ୍ତା କାମ ନିମ୍ନମାନର କାମ ହେଉଥିବା ନେଇ ପାଟଣାଗଡ଼ ବ୍ଳକ ଅଧ୍ୟକ୍ଷ…

କ୍ରୀଡ଼ା ଇତିହାସରେ ଯୋଡିହେଲା ବଲାଙ୍ଗୀରର ନବନିର୍ମିତ ଲନ୍‌ବଲ୍‌ କୋର୍ଟ: ହୋଇପାରିବ ଜାତୀୟ, ଅନ୍ତର୍ଜାତୀୟସ୍ତରର ମ୍ୟାଚ୍‌

ବଲାଙ୍ଗୀର, ୧୩ା୧୧ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର କ୍ରୀଡା ଇତିହାସରେ ଗୁରୁବାର ଏକ ଗୌରବମୟ ଫର୍ଦ୍ଦ ଯୋଡି ହୋଇଛି। ସ୍ଥାନୀୟ ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ପୋଟର୍‌ସ୍‌ କମ୍ପ୍ଲେକ୍ସ ଭିତରେ ନବନିର୍ମିତ ଲନ୍‌ବଲ୍‌ କୋର୍ଟକୁ ବିଶେଷଜ୍ଞ ଟିମ୍‌ ସ୍ବୀକୃତି ପ୍ରଦାନ କରିଛି। ଆଗାମୀ…

ଲାଞ୍ଚ ନେଇ ଧରାପଡ଼ିବା ପରେ ଭଡ଼ାଘରେ ଚାଲିଛି ଚଢ଼ାଉ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଡିଭିଜନର ବରିଷ୍ଠ କିରାଣି ଟି. ଭେଙ୍କଟଗିରି ରାଓ ଗୁରୁବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କ ସରକାରୀ କ୍ୱାର୍ଟର୍ସରେ ପେନ୍‌ସନ୍‌ ସୁବିଧା ବୃଦ୍ଧି ପାଇଁ ଫାଇଲ ପ୍ରକ୍ରିୟାକରଣ କରିବାକୁ ସେହି କାର୍ଯ୍ୟାଳୟର ଜଣେ ଅବସରପ୍ରାପ୍ତ କର୍ମଚାରୀ (ଅଭିଯୋଗକାରୀ)ଙ୍କ…

ପ୍ରଧାନ ଶିକ୍ଷକଙ୍କ ସ୍ଥାନରେ ୨ ଜଣ ସହକାରୀ ଶିକ୍ଷକ ନେଉଛନ୍ତି ତାଲିମ: କାର୍ଯ୍ୟଦକ୍ଷତାକୁ ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୧୨।୧୧(ସୁଶାନ୍ତ ବାରିକ): ପ୍ରଧାନ ଶିକ୍ଷକଙ୍କଠାରେ ବିଭିନ୍ନ ଦକ୍ଷତା ହାସଲ ପାଇଁ ଆସନ୍ତା ୧୭ ତାରିଖଠାରୁ ୫ ଦିନ ପର୍ଯ୍ୟନ୍ତ ସମ୍ଭବ ତାଲିମ ରହିଛି। ଏହାପୂର୍ବରୁ ମଙ୍ଗଳବାରଠାରୁ ୫ ଦିନ ପର୍ଯ୍ୟନ୍ତ ବଲାଙ୍ଗୀର ପୃଥୀରାଜ ହାଇସ୍କୁଲରେ ରିସୋସପର୍ସନଙ୍କ ତାଲିମ ଆରମ୍ଭ ହୋଇଯାଇଛି ।…

୨୨ ଲକ୍ଷରୁ ଅଧିକ ଟଙ୍କା ହେରଫେର ଅଭିଯୋଗ, ବଲାଙ୍ଗୀର ବଙ୍ଗୋମୁଣ୍ଡା JE ଗିରଫ

ବଲାଙ୍ଗୀର,୧୦।୧୧: ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକର କନିଷ୍ଠ ଯନ୍ତ୍ରୀ (JE) ଜୟନାରାୟଣ ବାଗ୍‌ଙ୍କୁ ଗିରଫ କରାଯାଇଛି। ସେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୨୨ ଲକ୍ଷ ୧୬ ହଜାର ୭୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?