ବିଦେଶୀ ମଦ ହେଉଥିଲା ଚୋରାଚାଲାଣ: ମାଡ଼ିବସିଲା ପୋଲିସ
ବଲାଙ୍ଗୀର,୨।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଳା ଥାନା ପୋଲିସ ବଲାଙ୍ଗୀର-ସୋନପୁର ରାସ୍ତା ସାତମାଇଲ ଛକରୁ ୩୭ ଲିଟର ମଦ ଜବତ କରିଛି। ବେଆଇନ ଚାଲାଣ ହେଉଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇବା ପରେ ପୋଲିସ ଏକ ଗାଡିରୁ ମଦ…
ଯାଦବ ସମାଜ ଦୋଳ ମହୋତ୍ସବ: ଦେଖିବାକୁ ମିଳିଛି ପାରମ୍ପରିକ ବାଡ଼ି ଖେଳ
ବଲାଙ୍ଗୀର,୭।୩(ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୌରାଞ୍ଚଳ ଯାଦବ ମହାସଭା ପକ୍ଷରୁ ୩୦ ତମ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ପାଳନ ଅବସରରେ ସ୍ଥାନୀୟ ଯାଦବ ଭବନଠାରୁ ସ୍ବତନ୍ତ୍ର ବିମାନରେ ରାଧାକୃଷ୍ଣଙ୍କ ଯୁଗଳ ପ୍ରତିମୂର୍ତ୍ତି ଧରି ସହର ପରିକ୍ରମା କରିଥିଲା।…
ତ୍ରିଶୂଳ ପୋଖରୀ ପାଣି ଦୂଷିତ: ରୋଗ ବ୍ୟାପିବା ଆଶଙ୍କା
ଲୋଇସିଂହା,୨।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ସହରର ତ୍ରିଶୂଳ ପୋଖରୀ ପାଣି ଦୂଷିତ ହୋଇପଡିଛି। ତଥାପି ଏହି ପୋଖରୀରେ ଦୈନିକ ଲୋଇସିଂହା ବସ୍ତିର ଶତାଧିକ ବ୍ୟକ୍ତି ସ୍ନାନ କରୁଥିବାରୁ ଚର୍ମ ରୋଗ ସହିତ ନା ନା ରୋଗ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି।…
ପୋଲିସ ଉପରେ ଆକ୍ରମଣ: ଜଣେ ଏଏସଆଇ ଗୁରୁତର, ୧୨ ଅଟକ
ଲୋଇସିଂହା,୧।୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁରରେ ପୋଲିସ ଉପରକୁ ଆକ୍ରମଣ ହୋଇଛି। ଆକ୍ରମଣରେ ଲୋଇସିଂହା ଥାନାର ଏଏସଆଇ ଜୀବନା ନନ୍ଦ ବେହେରା ଗୁରୁତର ଥିବାରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣାରେ ପୋଲିସ ୧୨ ଜଣଙ୍କୁ ଅଟକ ରଖି ଥିବା…
ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ୨୦୨୬ ଉଦ୍ଯାପିତ, ସମ୍ବଲପୁରର ଶଙ୍କର ମେହେର…
ବଲାଙ୍ଗୀର,୧।୩( ସୁନିଲ କୁମାର ମହାନ୍ତି): କଳିଙ୍ଗ ବଡି ବିଲଡିଂ ଏସୋସିଏସନ ବଲାଙ୍ଗୀର ଜିଲା ଶାଖା ତରଫରୁ ଆୟୋଜିତ ହୋଇଥିବା ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍ଯାପନ ହୋଇଯାଇଛି । ଏହି ଚମ୍ପିୟାନସିପ୍ ରାଜ୍ୟର ୧୯ଟି ଜିଲ୍ଲାର ୧୨୫ ଜଣ…
ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ
ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬ ଷ୍ଟେଟ ଲେବଲ ବଡି ବିଲଡିଂ ଏବଂ ଫିଟନେସ ଚମ୍ପିୟାନସିପ୍ ଶନିବାର ଉଦ୍ଘାଟନ ହୋଇଯାଇଛି…
୫୦ ବର୍ଷ ପୂର୍ତ୍ତି ପାଳନ କଲା ଲୋଇସିଂହା ଏସ୍ବିଆଇ ଶାଖା
ଲୋଇସିଂହା,୨୮।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏସ୍ବିଆଇ ଶାଖା ୨୭ ଫେବୃଆରୀ ୧୯୭୬ରେ ପ୍ରତିଷ୍ଠା ହୋଇଥିଲା। ଶୁକ୍ରବାର ୫୦ ବର୍ଷ ପୁରିଥିବାରୁ ବ୍ୟାଙ୍କ ପକ୍ଷରୁ ୫୦ ବର୍ଷ ପୂର୍ତ୍ତି ପାଳନ କରାଯାଇଛି। ଏହି ଅବସରରେ ଆୟୋଜିତ ଉତ୍ସବରେ ଶାଖାର ମୁଖ୍ୟ ମ୍ୟାନେଜର ଶାଳୀନି…
ରୋଚକ ମୋଡ଼ରେ ଯନ୍ତ୍ରୀ-ଠିକାଦାର ବିବାଦ, ଶୀଘ୍ର ସମାଧାନ ନ ହେଲେ…
ବଲାଙ୍ଗୀର,୨୬ା୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୂର୍ତ୍ତ ବିଭାଗ (ରାସ୍ତା ଓ କୋଠା) ଯନ୍ତ୍ରୀ ଓ ଠିକାଦାରଙ୍କ ବିବାଦ ଏବେ ରୋଚକ ମୋଡ଼ରେ ପହଞ୍ଚିଛି । ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ସାମ୍ବାଦିକ ଭବନଠାରେ କେତେଜଣ ଠିକାଦାର (ସି-କ୍ଲାସ୍) ଖବରଦାତା ସମ୍ମିଳନୀ ଡାକିଥିଲେ। ସେମାନେ…
କାମ ନ କରି ମଜୁରୀ ହଡ଼ପ କରୁଛନ୍ତି ଶ୍ରମିକ: ଆସିଲା ସାଂଘାତିକ ଅଭିଯୋଗ
ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ଗାଁରେ ଶ୍ରମିକ ବର୍ଗର ଲୋକଙ୍କୁ କାମ ଯୋଗାଇବା ସହିତ ସେମାନଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ପାଇଁ କେନ୍ଦ୍ର ସରକାର ଏମ୍ଜିଏନ୍ଆରଇଜିଏସ୍ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଏହି ଯୋଜନାରେ ବ୍ୟାପକ ହରିଲୁଟ ହେଉଥିବା ଅଭିଯୋଗ ହେଉଛି। ଉଚ୍ଚସ୍ତରୀୟ…
ଲୋଇସିଂହା ଥାନା ବଢୁଛି ଚୋରି: କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି
ଲୋଇସିଂହା,୨୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ କ୍ରମାଗତ ଭାବରେ ଚୋରି ବୃଦ୍ଧି ପାଇଛି। ଥାନା ଅନ୍ତର୍ଗତ ଜେଉଁଟିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିକଟରେ ଲାଗିଥିବା ହାଇମାଷ୍ଟ ଲାଇଟକୁ ଦୁବୃର୍ତ୍ତମାନେ ଚୋରି କରି ନେଇଛନ୍ତି। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ…
ଅଧାରେ ରହିଲା ଘର ବାହୁଡା, ସଡ଼କ ଦୁର୍ଘଟଣାରେ ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ତୁରେକେଲା ଥାନା ବୁଢୀବାହାଲ ଗାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଶଳା, ଭିଣୋଇଙ୍କ ମୃତ୍ୟୁ ହୋଇଛି । ବୁଧବାର ରାତିରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ସୂଚନା…
ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଡ୍ରେନରେ ପଡିଛି ମୃତଦେହ, ଦୁର୍ଘଟଣା ନା ହତ୍ୟା ବଢିଲା ସସ୍ପେନ୍ସ
ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ଡ୍ରେନରେ ଏକ ମୃତଦେହ । ଗୁରୁବାର ସକାଳୁ ବଲାଙ୍ଗୀର ମୁଖ୍ୟ ଚିକିତ୍ସାଳୟ ଆଇସିୟୁ ସମ୍ମୁଖରେ ଥିବା ଡ୍ରେନରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବାର ଦେଖାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ…
Archives


