ବଲାଙ୍ଗୀର

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ଦୁଇ ଟ୍ରକ୍ ମୁହମୁହିଁ ଧକ୍କା ହେବାରୁ ଜଣେ ଖଲାସୀ…

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଲୋଇସିଂହା ଅଞ୍ଚଳର ତେନ୍ତୁଳିଖୁଣ୍ଟି ଗ୍ରାମର ସୁଦର୍ଶନ ପଟେଲ(୨୩) ବୋଲି ସୂଚନା ମିଳିଛି। ଘଟଣା…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୃତଦେହଟି ଗଛରେ ଝୁଲୁଥିବା ବେଳେ ଦୁଇଟି…

ବଲାଙ୍ଗୀରରେ ଅଖଚକ ବନ୍ଦ: ସାଧାରଣ ଜନଜୀବନ ପ୍ରଭାବିତ

ବଲାଙ୍ଗୀର, ୮।୧୦(ବୀରେନ୍ଦ୍ର କୁମାର ଝାଙ୍କର):ଏମ୍‌ଏମ୍‌ଡିଆର୍‌୍‌, ଏସଆଇଆର୍‌-୨୦୨୬, ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ ବନ୍ୟା କ୍ଷୟକ୍ଷତି ଭଳି ବିଭିନ୍ନ ପ୍ରସଙ୍ଗକୁ ନେଇ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ ବଲାଙ୍ଗୀରରେ ଦେଖିବାକୁ ମିଳିଛି। ଗୁରୁବାର ସହରରେ ସ୍ବତଃସ୍ଫୁର୍ତ୍ତ ଭାବେ ବନ୍ଦ ପାଳନ ହୋଇଥିବା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା ସହ ଛାତ୍ରମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। କଲେଜ କ୍ୟାମ୍ପସରେ ଅଣଛାତ୍ର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ଶୋଚନୀୟ ଭାବେ ମୃତ୍ୟୁ ଘଟିଛି। ସୂଚନା…

ଘରକୁ ଫେରୁଥିଲେ ଈଶ୍ୱର, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଗଲା…

ବଲାଙ୍ଗୀର, ୫।୧୦ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହରର ସଦର ଥାନା ନିକଟ ଲାଲଟିକ୍ରାସ୍ଥିତ ଇରିଗେସନ ଅଫିସ ସମ୍ମୁଖରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଘରୋଇ ବସ ତାଙ୍କ ବାଇକ୍‌କୁ ଧକ୍କା…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ ଊର୍ଦ୍ଧ୍ୱ ପିଲା ପଢ଼ୁଥିବାବେଳେ ଧୀରେ ଧୀରେ ପିଲାଙ୍କ ସଂଖ୍ୟାରେ ହ୍ରାସ ପାଇ ୪ବର୍ଷ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା ବିଭାଗର ଅଧିକାରୀମାନେ କଲେଜରେ ପହଞ୍ଚି ଛାନ୍‌ଭିନ୍‌ କରିବା ସହ ତଦନ୍ତ ଆରମ୍ଭ କରିଛି।…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ ଏହି ସଫଳତା ପରେ ଲୋଇସିଂହା ଅଞ୍ଚଳ ସମେତ ସମଗ୍ର ବଲାଙ୍ଗୀର ଜିଲାରେ ଖୁସିର…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ ଦୁଇଦିନିଆ ରିମାଣ୍ଡ ଅବଧି ବୁଧବାର ସରିଛି। ପୋଲିସ କ୍ଷୀତିଶଙ୍କୁ ପ୍ରଥମେ ଜିଲା ମୁଖ୍ୟ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ ସୋମବାର ବଲାଙ୍ଗୀର ପୋଲିସ ୨ ଦିନିଆ ରିମାଣ୍ଡରେ ଆଣିଛନ୍ତି । ପୋଲିସ କ୍ଷୀତିଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?