ଗୋଳାବାରୁଦ କାରଖାନାରେ ବିସ୍ଫୋରଣ: ନିଆଁକୁ ଆୟତ୍ତ କଲେ ଅଗ୍ନିଶମ କର୍ମଚାରୀ
ସଇଁତଳା, ୨୫ା୨ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ବଡ଼ମାଳସ୍ଥିତ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟା ସମୟରେ ବିସ୍ଫୋରଣ ଘଟିଛି। କାରଖାନା ଜନସମ୍ପର୍କ ଅଧିକାରୀଙ୍କ ସୂତ୍ରରୁ ମିଳିଥିବା ସୂଚନା ମୁତାବକ ସନ୍ଧ୍ୟା ପ୍ରାୟ ୬ଟା୩୦ରେ କାରଖାନା ୧୨ନମ୍ବର...
Video: ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ
ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍ରେ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ...
ଏନ୍ଏସି ମାନ୍ୟତା ନ ମିଳିବାରୁ ୧୨ ଘଣ୍ଟିଆ ବନ୍ଦ
ଭୁବନେଶ୍ୱର,୨୫।୨: ବୌଦ୍ଧ ଜିଲା ପୁରୁଣାକଟକକୁ ଏନ୍ଏସି ମାନ୍ୟତା ନ ମିଳିବାରୁ ରବିବାର ପ୍ରତିବାଦ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ପୁରୁଣାକଟକ ବନ୍ଦ ଡାକରା ଦିଆଯାଇଥିଲା। ଫଳରେ ପୁରୁଣାକଟକ ସହରରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି...
ଗଞ୍ଜେଇ ଟଙ୍କା ମାଗିବାରୁ ହତ୍ୟା
ବଲାଙ୍ଗୀର,୨୪ା୨(ବୀରେନ୍ଦ୍ର କୁମାର ଝାଙ୍କର): ମହିଳାଙ୍କ ମୃତଦେହ ଜବତର ୨୪ ଘଣ୍ଟା ନପୂରୁଣୁ ବଲାଙ୍ଗୀର ପୋଲିସ ଟିମ୍ ପୁଇଁତଳା ଥାନା କେଶରକେଲା ପମ୍ପହାଉସ ନିକଟ ହତ୍ୟା ଘଟଣାର ପର୍ଦ୍ଦଫାଶ କରିଛି। ଗୁରୁବାର ପମ୍ପହାଉସ ନିକଟରେ ଜଣେ ମହିଳାଙ୍କ ମୃତଦେହ ଜବତ ହୋଇଥିଲା।...
ଶିଳାନ୍ୟାସ ହେଲା, କାମ ହେଉନି
ଦେଓଗାଁ,୨୪ା୨(କୃଷ୍ଣପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଦେଷଣ୍ଡ ପଞ୍ଚାୟତ ଅନ୍ତର୍ଗତ ଚାନ୍ଦିଲି ପାହାଡକୁ ରାଜ୍ୟ ସରକାର ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବା ସହ ବିକାଶ ପାଇଁ ୧ କୋଟି ଟଙ୍କା ଅନୁଦାନ ଦେଇଛନ୍ତି। କିନ୍ତୁ ସରକାର ଦେଇଥିବା ଅନୁଦାନ କାମ...
ହତ୍ୟା କରି ମହିଳାଙ୍କୁ ପିଙ୍ଗିଦେବା ମାମଲା: ଅଭିଯୁକ୍ତଙ୍କୁ ଧରି ସିନ୍ ରିକ୍ରିଏଶନ କଲା ପୋଲିସ
ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା କେଶରକେଲାସ୍ଥିତ ପମ୍ପହାଉସ ନିକଟରେ ସଂଯୁକ୍ତା ମହାନନ୍ଦଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଥିଲା। ଘଟଣାରେ ସମ୍ପୃକ୍ତ ହତ୍ୟାକାରୀଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଏପରିକି ପୋଲିସ ଗିରଫ ଅଭିଯୁକ୍ତଙ୍କୁ ଘଟଣାସ୍ଥଳକୁ ନେଇ...
ଅଜଣା ମହିଳାଙ୍କ ମୃତଦେହ ଜବତ: ପାଖରେ ପଡ଼ିଛି ମୋବାଇଲ, ଜୋତା, ଅଳଙ୍କାର
ବଲାଙ୍ଗୀର,୨୨ା୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ କେଶରକେଲା ପାଣିଟାଙ୍କି ନିକଟରୁ ଗୁରୁବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଜବତ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରୁ ମହିଳାଙ୍କ ମୃତଦେହ ନିକଟରେ ଇତସ୍ତତଃ ଭାବରେ...
ପ୍ରତିଦ୍ୱନ୍ଦ୍ୱୀଙ୍କ ହୋର୍ଡିଂ ଯୁଦ୍ଧ
ବଲାଙ୍ଗୀର, ୨୨ା୨(ବୀରେନ୍ଦ୍ର କୁମାର ଝାଙ୍କର)ସାଧାରଣ ନିର୍ବାଚନ ପୂର୍ବରୁ ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ନେତାଙ୍କ ଫଟୋ ଥିବା ହୋଡିଂ, ପୋଷ୍ଟର, ବ୍ୟାନର ଛାଇଗଲାଣି। ଏସବୁ ଲଗାଇବାରେ କଂଗ୍ରେସ ଓ ବିଜେଡି ମଧ୍ୟରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ସହରର ମୁଖ୍ୟରାସ୍ତା କଡ଼, ଜଳଗହଳିପୂର୍ଣ୍ଣ...
ସୋନପୁରରୁ ବଲାଙ୍ଗୀର-ଭୁବନେଶ୍ୱର ଚାଲିବ ଟ୍ରେନ୍, ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନ
ସୋନପୁର,୨୧।୨(ମୃତ୍ୟୁଞ୍ଜୟ ଶତପଥୀ): ରେଳ ବିଭାଗ ପକ୍ଷରୁ ସୁବର୍ଣ୍ଣପୁର ଜିଲାବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି। ଖୁବ୍ଶୀଘ୍ର ସୋନପୁରରୁ ବଲାଙ୍ଗୀର ପାସେଞ୍ଜର ଟ୍ରେନ୍ ଓ ସୋନପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଏକ ଏକ୍ସପ୍ରେସ୍ ଟ୍ରେନ୍ ଚାଲିବ। ରେଳ ମନ୍ତ୍ରଣାଳୟର ଏ...
ଲାଞ୍ଚ ନେଇ ଧରାପଡ଼ିଲେ ତହସିଲ ରେକର୍ଡ କିପର
ବଲାଙ୍ଗୀର,୨୧ା୨(ସୁନୀଲ କୁମାର ମହାନ୍ତି): ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ବଲାଙ୍ଗୀର ଜିଲା ମୁରିବାହାଲ ତହସିଲର ବରିଷ୍ଠ ରାଜସ୍ବ ସହାୟକ ହେବଲେଟ ବାର୍ଲା। ତାଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିବା ସହ ତାଙ୍କଠାରୁ ୧୦ ହଜାର ଲାଞ୍ଚ...
ପୋଖରୀ ଭିତରେ ପଶିଗଲା ଗଞ୍ଜେଇ ଭର୍ତ୍ତି କାର୍
ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅଧୀନ କୁରୁଲରୁ-ଭାଲେର୍ ବାଏପାସ୍ ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଗଞ୍ଜେଇ ଭର୍ତ୍ତି କାର୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ପୋଖରୀ ଭିତରକୁ ପଶିଯାଇଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର...
ମାଟ୍ରିକ ପରୀକ୍ଷା ଦେବା ପୂର୍ବରୁ ଛାତ୍ରଙ୍କ ମୃତ୍ୟୁ: ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ, ହସ୍ପିଟାଲରେ ଉତ୍ତେଜନା
ବଲାଙ୍ଗୀର,୨୦।୨(ସୁନୀଲ କୁମାର ମହାନ୍ତି): ମାଟ୍ରିକ ପରୀକ୍ଷା ପୂର୍ବରୁ ଏକ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲିସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ(୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଛାତ୍ରଙ୍କୁ ଭୀମଭୋଇ...
Archives


