ବଲାଙ୍ଗୀର

ରାଗିଗଲେ ମୁଖ୍ୟମନ୍ତ୍ରୀ ବସ୍‌ ଡ୍ରାଇଭର ଅନ୍ୟଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ହାଣିଦେଲେ

ବଲାଙ୍ଗୀର,୧୩।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡା ତାରିଣୀ ମନ୍ଦିର ନିକଟରେ ମୁଖ୍ୟମନ୍ତ୍ରୀ ବସ୍‌ର ଜଣେ ଡ୍ରାଇଭର ଅନ୍ୟ ଜଣେ ଡ୍ରାଇଭରଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଛନ୍ତି। ଗୁରୁତର ଡ୍ରାଇଭର ଜଣକ ହେଲେ ଆଦିତ୍ୟ ବିଶ୍ବାଳ। ଗୁରୁତର ଆଦିତ୍ୟଙ୍କୁ ପ୍ରଥମେ ବେଲପଡା…

ଠିକା କାମ ବିବାଦକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ

ଲୋଇସିଂହା,୬ା୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ପରିସରରେ ୨ ଜଣଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଠିକାବିବାଦରୁ ଏପରି କାଣ୍ଡ ଘଟିଥିବା ଜଣାଯାଇଛି। ଲୋଇସିଂହା ଥାନା ବାବିବାହାଲ ଗ୍ରାମର ସୁନୀଲ ବାଶ(୩୭) ଏବଂ ହରଭଙ୍ଗା ଗ୍ରାମର ବିଜୟ କୁମାର ବିଶ୍ୱାଳ…

୨ ଦିନ ହେବ ନିଖୋଜ ଥିଲେ ଫାଇନାନ୍ସ କର୍ମଚାରୀ: ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ବଲାଙ୍ଗୀର, ୪।୯(ସୁନିଲ କୁମାର ମହାନ୍ତି): ସଇଁତଲା ଥାନା ବଡ଼ମାଳ ଫାଣ୍ଡି ଅନ୍ତର୍ଗତ ଗୋଏଲଭାଡ଼ି ଗ୍ରାମ ନିକଟସ୍ଥ ବର୍ଣ୍ଣି ସଂରକ୍ଷିତ ଜଙ୍ଗଲରୁ ଜଣେ ଫାଇନାନ୍ସ କମର୍ର୍ଚାରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି । ସଇଁତଲା ଥାନା ଅଧିକାରୀଙ୍କ ସୂଚନା ଅନୁସାରେ ଟିଟିଲାଗଡ଼ସ୍ଥିତ…

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ଭାଜପା କର୍ମୀଙ୍କ ବିରୋଧରେ ନିଆଯାଉନି…

ପାଟଣାଗଡ଼,୪।୯(ସଚ୍ଚିଦାନନ୍ଦ ମହାକୁର/ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ପରିସରରେ ଗଣ୍ଡଗୋଳ ଘଟଣାରେ ପାଟଣାଗଡ ବ୍ଲକ ଅଧ୍ୟକ୍ଷ ଓ ତାଙ୍କ ଦୁଇ ସହଯୋଗୀଙ୍କୁ ପୋଲିସ ଗିରଫ କରଛି। ତେବେ ଏହି ଘଟଣାରେ ଭାଜପା କର୍ମୀଙ୍କ ବିରୋଧରେ ପୋଲିସ କୌଣସି ପଦକ୍ଷେପ…

ପାର୍ସଲ ବୋମା ଘଟଣା: ସାକ୍ଷୀ ଦେଲେ ଅରୁଣ ବୋଥ୍ରା

ପାଟଣାଗଡ,୩।୯(ସଚ୍ଚିଦାନନ୍ଦ ମହାକୁଡ): ବଲାଙ୍ଗିର ଜିଲାର ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ଘଟଣାର କେସ ପାଟଣାଗଡ଼ କୋର୍ଟରେ ଚାଲିଛି। ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ବଲାଙ୍ଗିର ଜେଲରେ ରଖାଯାଇଛି। କେସର ପୂର୍ବରୁ ୫୯ଜଣ ସାକ୍ଷୀଙ୍କ ସାଖ୍ୟ ଗ୍ରହଣ ସରିଯାଇଥିବାବେଳେ…

ଦମ୍ପତିଙ୍କୁ ଦଳିଦେଲା ଦନ୍ତା

ବଲାଙ୍ଗୀର,୨ା୯: ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ରେଞ୍ଜ ଅଧୀନରେ ଥିବା ଚାବିରିପାଲି ଗ୍ରାମରେ  ଦନ୍ତାହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଗ୍ରାମର ନୀଳାମ୍ବର ବରିହା ଗତ ରାତିରେ ଖାଇ ସାରି ପରିବାର ସହ ଶୋଇଥିଲେ। ବିଳମ୍ବିତ ରାତିରେ ଗ୍ରାମକୁ…

ଭାଜପା-ବିଜେଡି କର୍ମୀ ମୁହାଁମୁହିଁ: ସରପଞ୍ଚଙ୍କ ସ୍ବାମୀଙ୍କୁ ମାଡ଼ ମାରି ବନ୍ଧାହେଲେ ବ୍ଲକ ଅଧ୍ୟକ୍ଷ

ପାଟଣାଗଡ,୧।୯: ପାଟଣାଗଡ଼ ବିଡିଓଙ୍କ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗଙ୍କ ସହ ତାଙ୍କର ୪ଜଣ ସହଯୋଗୀ ମରୁଆଁ ସରପଞ୍ଚଙ୍କ ସ୍ବାମୀ ସ୍ବରୂପ ପରୁଆଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ନେଇ ପାଟଣାଗଡ଼ ଥାନାରେ ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ରବିବାର ବ୍ଲକ…

ଭଙ୍ଗା ଘରେ ବିତୁଛି ଜୀବନ

ଖପ୍ରାଖୋଲ,୩୦ା୮(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବାଞ୍ଜିପାଲି ଗାଁରେ ମହେଶ୍ୱର ବକୁଳ(୬୫)ଙ୍କ ଘର। ପରିବାର କହିଲେ ସ୍ତ୍ରୀ ଜୟନ୍ତୀ ଓ ଝିଅ ପୁଷ୍ପାଞ୍ଜଳୀ (୧୫)। ଆର୍ଥିକ ପରିସ୍ଥିତି ଭଲ ନ ଥିବାରୁ ବର୍ଷ ବର୍ଷ ଧରି ପଲିଥିନ…

ଅଡିଟ ବେଳେ ନକଲି ସୁନା ବନ୍ଧକ ଧରାପଡ଼ିଲା

ଲୋଇସିଂହା,୩୦।୮(ସୁଶାନ୍ତ ବାରିକ): ନକଲି ସୁନା ବନ୍ଧକ ଏବଂ ସ୍ବୟଂ ସହାୟକ ଗୋଷ୍ଠୀ ଋଣ ନାମରେ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ ଘଟଣାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝାରମୁଣ୍ଡାସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କର ପୂର୍ବତନ ଶାଖା ପରିଚାଳକଙ୍କୁ ପୋଲିସ…

ପଞ୍ଚାୟତ କାର୍ଯ୍ୟାଳୟରେ ଅଧିକାରୀଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଲୋଇସିଂହା,୨୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡା ପଞ୍ଚାୟତ କାର୍ଯ୍ୟାଳୟରେ ଆଜି ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଓ ସଚେତନା ଶିବିର ଚାଲିଥିବାବେଳେ ତହସିଲଦାର ସଂଘମିତ୍ରା କାଲୋ, ବିଡ଼ିଓ ଅକ୍ଷୟ ପାଣି ଉଡୁ, ଏବିଡିଓ ସୁରେନ୍ଦ୍ର ସିଂ ବାବୁ, ବିଏସଏସଓ…

ବଲାଙ୍ଗୀର ଜେଲକୁ ଫେରିଲେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଧଳସାମନ୍ତ

ବଲାଙ୍ଗୀର,୨୭ା୮: ବଲାଙ୍ଗୀର ଜେଲକୁ ଫେରିଛନ୍ତି ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ଧଳସାମନ୍ତ। କଟକରୁ ଆଖି ଚିକିତ୍ସା ପରେ ମଙ୍ଗଳବାର ପୁଣି ଥରେ ଜେଲକୁ ଫେରିଛନ୍ତି। ମିଳିଥିବା ସୂଚନା ମୁତାବକ, ଗତ ୨୩ ତାରିଖରେ ବଲାଙ୍ଗୀର ଜେଲରେ ଚଢାଉ ହୋଇଥିଲା। ଚଢାଉ ବେଳେ କୁଖ୍ୟାତ…

ଜେଲ ଭିତରେ ଡି ବ୍ରଦର୍ସଙ୍କ ସ୍ମାର୍ଟଫୋନ୍‌:ଖେଳିଗଲା ହଇଚଇ

ବଲାଙ୍ଗୀର,୨୬ା୮(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା କାରାଗାରରୁ ଗତ ଶୁକ୍ରବାର ଜବତ ହୋଇଥିବା ସ୍ମାର୍ଟଫୋନ୍‌ଟି କୁଖ୍ୟାତ ଗ୍ୟାଙ୍ଗଷ୍ଟର ଡି’ ବ୍ରଦର ତଥା ସୁଶାନ୍ତ ଧଳସାମନ୍ତ ରହୁଥିବା ସେଲ୍‌ରୁ ମିଳିଥିବା ଜଣାପଡିଛି। ଏହାକୁ ହଇଚଇ ସୃଷ୍ଟି ହୋଇଛି। ସୁଶାନ୍ତ ରହୁଥିବା ସେଲ୍‌ ଭିତରକୁ କିଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri