ବଲାଙ୍ଗୀର

ଭୋଜି କରି ଖାଇଲେ, ତା’ପରେ ହେଲା କଳି: ନିଶାରେ ସାଙ୍ଗକୁ…

ବଲାଙ୍ଗୀର,୨୭।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି l ସାଙ୍ଗମାନେ ଏକା ସାଙ୍ଗରେ ମିଶି ଖିଆପିଆ କରିବା ପରେ କଳହ ଉପୁଜିବାରୁ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି। ଅନ୍ତର୍ଲା ଗାଁରେ…

ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଥିବା ଯୁବତୀ ଉଦ୍ଧାର, ମେଡିକାଲରେ ଭର୍ତ୍ତି

ବଲାଙ୍ଗୀର,୨୫।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରୁଗୁଡିପଡାର ଏକ ଭଡା ଘରେ ରହୁଥିବା ଜଣେ ଯୁବତୀଙ୍କୁ ଶନିବାର ରାତିରେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସୂଚନା ଅନୁଯାୟୀ ସେହି ଭଡ଼ା ଘରେ ଦୁଇ ଭଉଣୀ ରହୁଥିଲେ । ଜଣେ ଘରେ…

ଭତ୍ତା ଟଙ୍କା ଲୁଟ୍‌: ଧରାପଡ଼ିଲେ ଗ୍ୟାଙ୍ଗର ୬ ଯୁବକ

କଣ୍ଟାବାଞ୍ଜି,୨୪।୧୦: ଭତ୍ତା ଟଙ୍କା ଲୁଟ ଘଟଣାରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୋଲିସ ଲୁଟେରା ଗ୍ୟାଙ୍ଗର ୬ଜଣଙ୍କୁ ଧରିବାରେ ସଫଳ ହୋଇଛି। ପୋଲିସ ସେମାନଙ୍କ ନିକଟରୁ ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛି। ଏପରି କି ଘଟଣାରେ ସମ୍ପୃକ୍ତ ଆଉ…

ବ୍ୟକ୍ତିଙ୍କୁ ଧକ୍କା ଦେଇ ଘୋଷାଡ଼ି ଘୋଷାଡ଼ି ନେଇଗଲା ଟ୍ରକ୍‌

ସଇଁତଳା,୨୩ା୧୦: ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥିବା ଜାତୀୟ ରାଜପଥ ୨୬ରେ ଗୁରୁବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ପୋଲିସ ସୂଚନାନୁସାରେ, ବଲାଙ୍ଗୀର ପଟକୁ ଯାଉଥିବା ଏକ ଟ୍ରକ୍‌ ନମ୍ବର NL 01 AA 3504…

ବଙ୍ଗୀୟ ରୀତିନୀତିରେ ମା’ କାଳୀଙ୍କ ବିସର୍ଜନ: ସିନ୍ଦୂର ଖେଳି ବିଦାୟ ଜଣାଇଲେ ମହିଳା ଶ୍ରଦ୍ଧାଳୁ

ବଲାଙ୍ଗୀର,୨୨।୧୦( ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦୀପାବଳୀ ଉତ୍ସବ ଓ କାଳୀ ପୂଜା ଆନନ୍ଦ ଉଲ୍ଲାସ ସହ ପାଳିତ ହୋଇଯାଇଛି l ବଲାଙ୍ଗୀର ବଙ୍ଗାଳୀ ସମାଜ ପକ୍ଷରୁ ରୁଗୁଡ଼ିପଡ଼ା ଦୁର୍ଗା ମଣ୍ଡପଠାରେ ସୋମବାର ରାତିରେ ମା’ ଶ୍ୟାମାକାଳୀଙ୍କ ପୂଜା ଅନୁଷ୍ଠିତ…

କିରାନା ଦୋକାନରେ ବିକୁଥିଲେ ବାଣ: ମାଡ଼ି ବସିଲା ପୋଲିସ

ବଲାଙ୍ଗୀର,୧୯।୧୦:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ସର୍କିଟ ହାଉସ ସଲେପାଲି ଛକଠାରୁ ନୂଆ ବସଷ୍ଟାଣ୍ଡ ରାସ୍ତାରେ କଡରେ ଥିବା ଏକ କିରନା ଦୋକାନରେ ବେଆଇନ ଭାବେ ବାଣ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ବଲାଙ୍ଗୀର ଟାଉନ ଥାନା…

ଗୋ ହତ୍ୟା, ଗୋ ସୁରକ୍ଷାକୁ ନେଇ ସାମ୍ବାଦିକ ସମ୍ମୀଳନୀ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ବଲାଙ୍ଗୀର ୧୯।୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ପକ୍ଷରୁ ରବିବାର ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡିଶା ସଂଗଠନ ତରଫରୁ ଗୋ ସୁରକ୍ଷା ଦାବି ନେଇ ବଲାଙ୍ଗୀର କୃଷି ବିଭାଗ କାର୍ଯ୍ୟାଳୟ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଏକ ସାମ୍ବାଦିକ…

ଗାଁରେ ମାଙ୍କଡ଼ ଆତଙ୍କ, ଗୋଡେଇ ଗୋଡେଇ କାମୁଡୁଛି ଲୋକଙ୍କୁ

ବଲାଙ୍ଗୀର,୧୯।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ରେଞ୍ଜ ଅନ୍ତର୍ଗତ ପୁଟୁପଡା, ଭାନପୁର, ସାଲେବରଟ ତଥା ଆଖ ପାଖ ଗାଁରେ ମାଙ୍କଡ଼ ଆତଙ୍କ ଦେଖିବାକୁ ମିଳିଛି l ଗତ ଦୁଇଦିନ ତଳେ ପୁଟୁପଡା ଗାଁର ଜଣେ ଛାତ୍ରୀଙ୍କୁ ଆକ୍ରମଣ କରିଥିଲା।…

ମହୁମାଛି ଆକ୍ରମଣରେ ୭ ଆହତ

ବଲାଙ୍ଗୀର,୧୮ା୧୦(ସୁନିଲ ମହାନ୍ତି): କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣରେ ୭ ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅନ୍ତର୍ଗତ ରଣ୍ଡା ପଞ୍ଚାୟତ ପଦମପୁର ଗାଁରେ। ଶନିବାର ଚାଷଜମିରେ ୭ ଜଣ ବ୍ୟକ୍ତି କାଠ ସଂଗ୍ରହ କରୁଥିବା…

ଟ୍ରକକୁ ପଛପଟୁ ଧକ୍କା ଦେଲା ରୋଗୀଙ୍କୁ ନେଇ ଯାଉଥିବା ବୋଲେରୋ, ଘଟଣାସ୍ଥଳରେ…

ବଲାଙ୍ଗୀର,୧୮।୧୦ (ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ସମ୍ବଲପୁର ଏନ. ଏଚ ୨୬ ରାସ୍ତା ଜାମସର ନିକଟରେ ଶନିବାର ବିଳମ୍ବିତ ରାତିରେ ସଡକ ଦୁର୍ଘଟଣାରେ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଗୁରୁତର ଅଛନ୍ତି । ଏନଏଚ ୨୬ ବଲାଙ୍ଗୀର ସମ୍ବଲପୁର ରାସ୍ତା…

ଦୌଡକୁଦ ପ୍ରତିଯୋଗିତାରେ ପ୍ରୀୟଙ୍କାଙ୍କୁ ସଫଳତା: ରାଜ୍ୟସ୍ତରକୁ ମନୋନୀତ

ଲୋଇସିଂହା,୧୮।୧୦ (ସୁଶାନ୍ତ ବାରିକ)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ବେଲଗାଁ ଦୟାନନ୍ଦ ଉଚ୍ଚ ବିଦ୍ୟାଳୟ ଖେଳପଡିଆ ଗତ ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜିଲା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡ଼କୁଦ ପ୍ରତୀଯୋଗୀତା ଅନୁଷ୍ଠିତ ହୋଇଯାଇଛି। ଏଥିରେ…

ଏହି ଦିନ ବଡ଼ ଧୂମ୍‌ଧାମରେ ପାଳନ ହେବ ବଲାଙ୍ଗୀର ଦିନ: ଗଠନ ହେଲା ବିଭିନ୍ନ କମିଟି

ବଲାଙ୍ଗୀର,୧୭।୧୦ (ସୁନିଲ କୁମାର ମହାନ୍ତି): ଗୁରୁବାର ସନ୍ଧ୍ୟା ୭ଟା ସମୟରେ ବଲାଙ୍ଗୀର ପି.ପି.ଏକାଡେମୀ ସ୍କୁଲଠାରେ ବଲାଙ୍ଗୀର ଦିନ ଆୟୋଜନ କମିଟି ଅଧ୍ୟକ୍ଷ ଗୋପାଳଜୀ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ଦିନ ନଭେମ୍ବର ୧ରେ ଧୂମ୍‌ଧାମରେ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?