ବଲାଙ୍ଗୀର

ଭାଜପା ସଦସ୍ୟ ହେଲେ ମମିତା ମେହେରଙ୍କ ମା’ବାପା

କଣ୍ଟାବାଞ୍ଜି,୧୦ା୧୦(ଗୁରୁ ଦୟାଲ ହଂସ):ବହୁଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା। ବୁଧବାର ମମିତାଙ୍କ ମା’ବାପା ଭାଜପାର ସଦସ୍ୟତା ଗ୍ରହଣ କରିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀର ତୁରେକେଲା ବ୍ଲକ ଝରଣି ଗ୍ରାମ ପଞ୍ଚାୟତର ସଦର ଗ୍ରାମରେ ଭାଜପାର…

ଜଙ୍ଗଲରୁ ମିଳିଲା ହାତୀର ମୃତଦେହ: ଗୋଟିଏ ଦାନ୍ତ କାଟି ନେଇଥିବା ସୂଚନା

ବଲାଙ୍ଗୀର,୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଅସୁରଡୁଙ୍ଗୁରି ଗାଁ ମଠଖାଇ ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ମିଳିଛି। ହେଲେ ମୃତ ହାତୀର ଗୋଟିଏ ଦାନ୍ତ ନ ଥିବା ଏକ ବଡ଼ ସୂଚନା ମିଳିଛି। ଅନ୍ୟପକ୍ଷେ ଶିକାରୀ ହାତୀକୁ ଶିକାର…

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବେଲପଡ଼ା ବ୍ଲକ୍‌ର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନାଯୋଗ୍ୟ…

ମନରେଗା କାର୍ଯ୍ୟ ବିଲ କରାଇଦେବାକୁ ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ ମାଡ଼ିବସିଲା ଭିଜିଲାନ୍ସ

ପାଟଣାଗଡ଼ ,୪।୧୦: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ଟଙ୍କା ସହ…

ଯାତ୍ରା ଚାଲିଥିବାବେଳେ ଅଘଟଣ: ଦର୍ଶକଙ୍କ ଛୁରାମାଡ଼ରେ କମିଟି ସଭ୍ୟ ଆହତ

ଲୋଇସିଂହା,୨।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ବିନ୍ଧାପାଲିରେ ଶ୍ରୀକ୍ଷେତ୍ର ଗଣନାଟ୍ୟ ଅପେରା ଅନୁଷ୍ଠିତ ହେଉଛି। ମଙ୍ଗଳବାର ତୃତୀୟ ରଜନୀ ଜଣେ ଟ୍ରାନ୍ସଜେଣ୍ଡର ଦର୍ଶକଙ୍କ ଉନ୍ମକ୍ତ କାଣ୍ଡ ଭିଆଇଥିଲେ। ଟ୍ରାନ୍ସଜେଣ୍ଡରଙ୍କ ଛୁରା ମାଡ଼ ଆକ୍ରମଣରେ ଆୟୋଜକ କମିଟିର ସଭ୍ୟ ମୁନୁପାଲି…

୧୮ କେଜି ଗଞ୍ଜେଇ ଜବତ, ମଧ୍ୟ ପ୍ରଦେଶର ୨ ଯୁବକ ଗିରଫ

ଲୋଇସିଂହା,୧।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ରେଳ ଷ୍ଟେଶନରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ମଧ୍ୟ ପ୍ରଦେଶ ଅଞ୍ଚଳର ୨ ଜଣ ଯୁବକଙ୍କ ନିକଟରୁ ୧୮.୧୧୫ କେଜି ଗଞ୍ଜେଇ ଜବତ କରିଛି ଲୋଇସିଂହା ପୋଲିସ। ଗଞ୍ଜେଇ ଚାଲାଣ ଅଭିଯୋଗରେ ସମ୍ପୃକ୍ତ ୨ ଯୁବକଙ୍କୁ…

ନଭେମ୍ବର ୧ରେ ହେବ ବଲାଙ୍ଗୀର ଦିନ୍‌ ଉତ୍ସବ

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ନଭେମ୍ବର ୧ରୁ ‘ବଲାଙ୍ଗୀର ଦିନ୍‌’ଉତ୍ସବ ପାଳନ କରାଯିବ। ଏନେଇ ସୋମବାର ସ୍ଥାନୀୟ ପିପି ଏକାଡେମୀ ହଲରେ ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ପକ୍ଷରୁ ପ୍ରସ୍ତୁତି ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ଦିନ୍‌ ଆୟୋଜକ କମିଟି ଅଧ୍ୟକ୍ଷ ଗୋପାଲଜୀ…

ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ କେନାଲକୁ ଗାଧୋଇବା ପାଇଁ ଯାଇଥିଲେ। ଗାଧୋଇବା ବେଳେ କୌଣସି କାରଣ ବଶତଃ ସେ କେନାଲରେ…

ଆଦିବାସୀ ଭବନର ଭିତ୍ତି ପ୍ରସ୍ତର ସ୍ଥାପନ, ମୁଖ୍ୟ ଅତିଥି ଭାବେ ଯୋଗଦେଲେ ରାଜ୍ୟ ସଭା ଏମ୍‌ପି

ପାଟଣାଗଡ, ୩୦।୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ବ୍ଲକ ମୁଣ୍ଡାପଲା ଗାଁରେ ଅଖିଳ ଭାରତୀୟ ଗଣ୍ଡାୱାନ (ଗଣ୍ଡ) ସମାଜର ଆଦିବାସୀ ଭବନର ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଏହି ଆଦିବାସୀ ଭବନଟି ଏମପି ଲାଣ୍ଡ ରାଜ୍ୟ ସଭା…

ପଶୁ ଠାରୁ ବଳିଗଲା ମଣିଷର ପାଶବିକତା: ଅସୁସ୍ଥ ଓଟକୁ ଛାଡ଼ି…

ବଲାଙ୍ଗୀର,୩୦।୯(ବୀରେନ୍ଦ୍ର କୁମାର ଝାଙ୍କର): ଜୀବନ ସାରା ଓଟ ପିଠିରେ ବସାଇ ଟଙ୍କା କମାଇ ଥିବା ମାଲିକ ଶେଷରେ ପୋଷା ଅସୁସ୍ଥ ଓଟକୁ ବଲାଙ୍ଗୀର ରାଜରାସ୍ତାରେ ଅସହାୟ ଅବସ୍ଥାରେ ଛାଡି ଫେରାର ମାରିବା ଘଟଣା ହଇଚଇ ସୃଷ୍ଟି କରିଛି। ଅସୁସ୍ଥ ଓଟଟି ଦୀର୍ଘ…

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ ଶନିବାର ଅନୁଷ୍ଠିତ ନିର୍ବାଚନରେ ସେ ଭି.କେ. ଧଳଙ୍କୁ ୩୬-୨୧ ଭୋଟ୍‌ରେ ହରାଇ ଦେଇଛନ୍ତି। ସରକାରଙ୍କ…

ବଏଲଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଶାନ୍ତି ଶୃଙ୍ଖଳା ରକ୍ଷା ଉପରେ ଗୁରୁତ୍ୱ

ପାଟଣାଗଡ ୨୧।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସିସ୍ଥିତ ହରିଶଙ୍କର ସମ୍ମିଳନୀ ସଦନଠାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଦଶହରା ବଏଲଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ ଉପଜିଲାପାଳ ଅମିତ କୁମାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri