ଅଞ୍ଚଳରେ ଚାଞ୍ଚଲ୍ୟ: ଜଙ୍ଗଲ ଭିତରୁ ମିଳିଲା ହାଡ କଙ୍କାଳ , ସ୍ଥାନୀୟ ଲୋକେ ଦେଖି ଭୟଭୀତ
ପାଟଣାଗଡ଼ ୧।୧୧ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ତେଣ୍ଡାପଦର ପଞ୍ଚାୟତ ରତାଖଖ୍ତି ଗ୍ରାମର କିଛି ଦୂରରେ ଥିବା ଏକ ଗୋଚର ଜଙ୍ଗଲ ଭିତରେ ହାଡ କଙ୍କାଳ ପଡିଥିବା ଗ୍ରାମବାସୀ ଦେଖିବାକୁ ପାଇଛନ୍ତି । ଏହି କଙ୍କାଳଟିକୁ ସ୍ଥାନୀୟ...
ଧାନ ବିଲରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା: ରହସ୍ୟର ପର୍ଦ୍ଦାଫାଶ କଲେ ଏସ୍ପି, ଯୁବତୀଙ୍କ ସହ…
ବଲାଙ୍ଗୀର,୩୦।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଗଏଲପିଟା ଗାଁ କୁମନାଶି ଜଙ୍ଗଲ ନିକଟ ଏକ ଧାନ କିଆରିରୁ ବୁଧବାର ସକାଳେ ଏକ ଯୁବତୀଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ଆଜି ସମ୍ପୃକ୍ତା ଯୁବତୀଙ୍କ ପରିଚୟ ମିଳିବା ପରେ...
ଧାନବିଲରୁ ଯୁବତୀଙ୍କ ମୃତଦେହ ମିଳିବା ଘଟଣା: ଆଜି ମିଳିଲା ପରିଚୟ
ବଲାଙ୍ଗୀର,୩୦ା୧୦(ସୁନିଲ କୁମାର ମହାନ୍ତି/କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଗଏଲପିଟା ଗାଁ ନିକଟ ଏକ ଧାନ କିଆରିରୁ ଗତକାଲି ସକାଳେ ଏକ ଯୁବତୀଙ୍କ ଗଳିତ ମୃତଦେହ ଜବତ କରିଥିଲା ଦେଓଗାଁ ପୋଲିସ। ଆଜି ସମ୍ପୃକ୍ତ ଯୁବତୀଙ୍କ...
ଦେଓଗାଁରେ ଚାଞ୍ଚଲ୍ୟ: କପା କିଆରିରେ ଯୁବତୀଙ୍କୁ ବଳାତ୍କାର ପରେ ହତ୍ୟା, ସାଇଣ୍ଟିଫିକ୍ ଟିମ୍ ପହଞ୍ଚି…
ବଲାଙ୍ଗୀର/ଦେଓଗାଁ,୨୯ା୧୦(ସୁନିଲ କୁମାର ମହାନ୍ତି/କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡ଼ା ଫାଣ୍ଡି ଅନ୍ତର୍ଗତ ଗଏଲପିଟା ନିକଟରେ ଥିବା ଏକ କପା କିଆରିରେ ବୁଧବାର ସକାଳେ ଜନୈକା ଯୁବତୀଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। ଏ ନେଇ...
ମିଛ ଜରିମାନା ପକାଇ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ GST ଅଧିକାରୀ, ରେଡ୍ ହ୍ୟାଣ୍ଡ୍ରେ ଧରିଲା ଭିଜିଲାନ୍ସ
ବଲାଙ୍ଗୀର/ଟିଟିଲାଗଡ଼,୨୯ା୧୦(ସୁନିଲ କୁମାର ମହାନ୍ତି/ଶରତ ମିଶ୍ର): ଟିଟିଲାଗଡ଼ ସିଟି ଆଣ୍ଡ୍ ଜିଏସ୍ଟି ବିଭାଗ ଅଧିକାରୀ ଉମାକାନ୍ତ ମହାକୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କୁ ମିଥ୍ୟା ଜରିମାନା ପକାଇ ସମାଧାନ କରିବାକୁ ୧୨ ହଜାର ଟଙ୍କା ଲାଞ୍ଚ...
ପ୍ରଶାସନର ହସ୍ତକ୍ଷେପ ପରେ ହଟିଲା ରାସ୍ତାରୋକୋ
ବଲାଙ୍ଗୀର,୨୯ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ ବିସ୍ଥାପିତ...
ରାଜରାସ୍ତାକୁ ଓହ୍ଲାଇଲେ ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତ: ଯାତାୟାତ ବାଧାପ୍ରାପ୍ତ
ବଲାଙ୍ଗୀର,୨୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ଼୍ୟାମ ପ୍ରକଳ୍ପର ବିସ୍ଥାପିତ ମାନଙ୍କ ମୌଳିକ ଆବଶ୍ୟକତା ଓ ଅଧିକାର ପୂରଣ ନ କରିବା ପ୍ରତିବାଦରେ ବୁଧବାର ଝାଙ୍କରପାଲି ପୁନର୍ବାସ କଲୋନୀ ସମ୍ମୁଖ ବଲାଙ୍ଗୀର-ପାଟଣାଗଡ ୪୨ ନମ୍ବର ରାଜ୍ୟ ରାଜପଥକୁ ସହସ୍ରାଧିକ...
ଲୋୟର ସୁକତେଲ ପ୍ରକଳ୍ପ ବିସ୍ଥାପିତଙ୍କ ସହ ପ୍ରଶାସନର ଆଲୋଚନା: ଦାବି ପୂରଣ ନ ହେଲେ ଆସନ୍ତାକାଲି ହେବ…
ବଲାଙ୍ଗୀର, ୨୮।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ ପ୍ରକଳ୍ପର ବିସ୍ଥାପିତମାନଙ୍କ ସହ ମଙ୍ଗଳବାର ଜିଲା ପ୍ରଶାସନ ଓ ଲୋୟର ସୁକତେଲ ପ୍ରକଳ୍ପ ଅଧିକାରୀମାନେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ବୈଠକରେ ଝାଙ୍କରପାଲି ଓ ଗେଡାବାଞ୍ଜି ପୁନର୍ବାସ...
ମଝି ରାସ୍ତାରୁ ସ୍ବାମୀକୁ ଉଠାଇ ନେଲେ ଫାଇନାନ୍ସ କମ୍ପାନୀ ଅଧିକାରୀ: ସ୍ତ୍ରୀ କଲେ ଏମିତି କାମ
ବଲାଙ୍ଗୀର, ୨୮ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଋଣ କିସ୍ତି ଟଙ୍କା ପଇଠ ନ କରିବାରୁ ଏକ ଫାଇନାନ୍ସ କମ୍ପାନୀର ଦୁଇଜଣ ଅଧିକାରୀ ଋଣ ନେଇଥିବା ଜଣେ ବ୍ୟକ୍ତିଙ୍କୁ ସହର ମଧ୍ୟସ୍ଥଳ ଏକ ରାସ୍ତାରୁ ଉଠାଇ ନେଇଥିବା ଏବଂ ଏହା ପରେସେଇ ବ୍ୟକ୍ତି...
ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଇଁ ପଦଯାତ୍ରା: ଆଜିଠୁ ଆରମ୍ଭ ହୋଇ ଏହି ଦିନ ଯାଏ ଚାଲିବ
ବଲାଙ୍ଗୀର, ୨୭।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ସୋମବାର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଆରମ୍ଭ ହୋଇଛି । ଏହି ଦୁର୍ନୀତି ସଚେତନତା ସପ୍ତାହ ପାଳନ ଅକ୍ଟୋବର ୨୭ରୁ ଆରମ୍ଭ ହୋଇ ନଭେମ୍ବର...
ଭୋଜି କରି ଖାଇଲେ, ତା’ପରେ ହେଲା କଳି: ନିଶାରେ ସାଙ୍ଗକୁ…
ବଲାଙ୍ଗୀର,୨୭।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଅନ୍ତର୍ଲା ଗାଁରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି l ସାଙ୍ଗମାନେ ଏକା ସାଙ୍ଗରେ ମିଶି ଖିଆପିଆ କରିବା ପରେ କଳହ ଉପୁଜିବାରୁ ହତ୍ୟାକାଣ୍ଡ ହୋଇଥିବା ଜଣାପଡିଛି। ଅନ୍ତର୍ଲା...
ଭଡ଼ା ଘରୁ ଗୁରୁତର ଅବସ୍ଥାରେ ଥିବା ଯୁବତୀ ଉଦ୍ଧାର, ମେଡିକାଲରେ ଭର୍ତ୍ତି
ବଲାଙ୍ଗୀର,୨୫।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରୁଗୁଡିପଡାର ଏକ ଭଡା ଘରେ ରହୁଥିବା ଜଣେ ଯୁବତୀଙ୍କୁ ଶନିବାର ରାତିରେ ଗୁରୁତର ଅବସ୍ଥାରେ ପୋଲିସ ଉଦ୍ଧାର କରିଛି। ସୂଚନା ଅନୁଯାୟୀ ସେହି ଭଡ଼ା ଘରେ ଦୁଇ ଭଉଣୀ ରହୁଥିଲେ । ଜଣେ...
Archives


