ବ୍ରିଜ୍ ଉପରେ ସେଲ୍ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…
ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍ଫି ନେଉଥିଲେ। ଏହି ସମୟରେ ହଠାତ୍ ପୋଲ ତଳକୁ ଖସିପଡ଼ିଥିଲେ। ନଦୀରେ ବର୍ତ୍ତମାନ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ନଦୀ…
ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…
ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…
ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍ ଟ୍ରାକ୍ କରି ତନାଘନା ଚଳାଇଛି ପୋଲିସ
ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ ଶୁକ୍ରବାର ରାତିରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଏସ୍ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ…
ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…
ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଜାତୀୟ ସୁଇମିଂ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ତିନୋଟି ଗୋଲଡ ମେଡାଲ…
ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ
ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍ ମୁହାମୁହିଁ ଧକ୍କା ହେବା ଫଳରେ ଉପରବାହାଲ ଗାଁର ସ୍କୁଟି ଆରୋହୀ ଛବିନ୍ ସାହୁ…
‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ
ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଦ୍ଘାଟନ କରିଥିଲେ। ଏହି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସ୍ୱତନ୍ତ୍ର ଉନ୍ନୟନ…
ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ
ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ କରି ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୦ରୁ ୧୬ ବର୍ଷ…
ଘରେ ପଶି ଗୀତାଞ୍ଜଳିଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ବିବାହ ନ କରି ରହୁଥିଲେ ଏକାକୀ, ଗାଁରେ ପଡ଼ିଛି ଚହଳ…
ବଲାଙ୍ଗୀର,୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ଅନ୍ତର୍ଗତ ଖମାର ମୁଣ୍ଡା ଗ୍ରାମଠାରେ ଜଣେ ଅବିବାହିତା ମହିଳା ଏକୁଟିଆ ଘରେ ଥିବା ବେଳେ ଦୁର୍ବୃତ୍ତ ଘରକୁ ପଶି ଆସି ମୁଣ୍ଡକୁ ପଥରରେ ଛେଚି ମାରିଦେଇଥିବା ଜଣାପଡ଼ିଛି। ମୃତ ମହିଳା ଜଣକ…
ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ
ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ ପୁଅକୁ ବଞ୍ଚାଇବା ପାଇଁ ପରିବାର ଲୋକେ ହସ୍ପିଟାଲରେ ଥିବା ବେଳେ ଲୋୟର ସୁକ୍ତେଲ…
ଧରିତ୍ରୀ ପ୍ରଭାବ: ଦିବ୍ୟାଙ୍ଗଙ୍କ ଘରକୁ ଯାଇ ପଲିଥିନ ଦେଲେ ଆର୍ଆଇ
ଲୋଇସିଂହା,୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନ୍ଏସି ଅଧୀନର ୨ଜଣ ଦିବ୍ୟାଙ୍ଗ ଲୋଇସିଂହା ଢୋଲମହୁଲର କାଳିଆ ବଗର୍ତ୍ତି ଓ ବାଞ୍ଜିପାଲି ଗ୍ରାମର ସେବକ ସାହୁଙ୍କ ଦୃଷ୍ଟିହୀନ ସ୍ତ୍ରୀ ଲୋଇସିଂହା ତହସିଲରୁ ପଲିଥିନ ପାଇବା ପାଇଁ ବାରମ୍ବାର ଯାଇ ନିରାଶ ହେବାକୁ ପଡୁଥିବା ଅଭିଯୋଗ…
ଗାଁର ଅଧିଷ୍ଠାତ୍ରୀ ଦେବୀ ଦ୍ୱାରସେନୀ ମନ୍ଦିରରୁ ଚୋରି: ମା’ଙ୍କ ରୂପା ମୁକୁଟ ସହ ନେଇଗଲେ…
ବଲାଙ୍ଗୀର,୮।୮ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନୀ ମନ୍ଦିରରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି । ମା’ ଙ୍କ ରୂପା ମୁକୁଟ ସହ ଦାନପେଟିରୁ ସୁନା ଅଳଙ୍କାର ଟଙ୍କା…
ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ
ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜୀ ନିଲମ୍ବନ କରିଛନ୍ତି। ନିଲମ୍ବନ ଅବଧି ଶେଷ ନ…

