ବଲାଙ୍ଗୀର

ସୁରେନ୍ଦ୍ର ବଲାଙ୍ଗୀର ଲୋକ ସଭା ବିଜେଡି ପ୍ରାର୍ଥୀ

ବଲାଙ୍ଗୀର/ସଇଁତଳା,୪ା୪(ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ)କିଛିଦିନର କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ବିଜେଡି ପକ୍ଷରୁ ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କଂଗ୍ରେସ ଛାଡି ବିଜେଡିରେ ଯୋଗଦେଇଥିବା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କୁ ଦଳ ବଲାଙ୍ଗୀର ଲୋକ ସଭା…

କଂଗ୍ରେସରୁ ଇସ୍ତଫା ଦେଲେ ଯଜ୍ଞେଶ୍ୱର

ବଲାଙ୍ଗୀର, ୪ା୪ (ବୀରେନ୍ଦ୍ର କୁମାର ଝାଙ୍କର)ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଯଜ୍ଞେଶ୍ୱର ବାବୁ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ବୁଧବାର ବଲାଙ୍ଗୀର ସାମ୍ବାଦିକ ଭବନଠାରେ ଏକ ଖବରଦାତା ସମ୍ମିଳନୀ ଡାକି ସେ ଏହି ସୂଚନା ଦେଇଛନ୍ତି। ଯଜ୍ଞେଶ୍ୱର କହିଛନ୍ତି…

ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ

ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ…

ଦୁର୍ନୀତି ଲୁଚାଇବାକୁ ମାର୍ଚ୍ଚରେ ବନୀକରଣ

ଲୋଇସିଂହା,୩୧ା୩(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ସାଲେଭଟା ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲ ଗ୍ରାମରେ କାମ୍ପା ଯୋଜନାରେ ହୋଇଥିବା ବନୀକରଣରେ ଦୁର୍ନୀତି ହୋଇଛି। ବଲାଙ୍ଗୀର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଶନିିବାର ଏହିଭଳି ଅଭିଯୋଗ କରିଛି ବଙ୍ଗାବାହାଲ ବନ ସୁରକ୍ଷା ସମିତି। ଦୁର୍ନୀତିକୁ…

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୂଚନାଯୋଗ୍ୟ, ତିନିଥର ପୂର୍ବତନ କଂଗ୍ରେସ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ରେ…

ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା

ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ ନାମ ଘୋଷଣା ପରେ ବିଜେଡି ବୁଧବାର ଲୋକ ସଭା ଏବଂ ବିଧାନସଭା ଆସନ ପ୍ରଥମ…

ଗାଁରେ ନୋଟ୍‌ଛପା କେନ୍ଦ୍ର

ବଲାଙ୍ଗୀର ଜିଲା ଦେଓଗାଁ ଥାନା ବୁଢ଼ାବାହାଲ ଗାଁରେ ଠାବ ହୋଇଛି ଜାଲ୍‌ନୋଟ ଛପା କେନ୍ଦ୍ର। ୫୦୦ଟଙ୍କିଆ ଜାଲ୍‌ନୋଟ ଛପାଯାଇ ବଜାରକୁ ଛଡ଼ାଯାଉଥିବା ଘଟଣା ଏବେ ଧରାପଡ଼ିଛି। ଏକ ୨୪ ପ୍ରହର ନାମଯଜ୍ଞରେ ଗାୟକ ଏବଂ ବାୟକଙ୍କୁ ଜାଲ ନୋଟ ଉପହାର ଦେଇ…

ବଲାଙ୍ଗୀର ଭାଜପା ଉତ୍ସାହିତ, ତ୍ରିମୁଖୀ ଲଢ଼େଇ ସମ୍ଭାବନା

ବଲାଙ୍ଗୀର,୨୪ା୩ (ବୀରେନ୍ଦ୍ର କୁମାର ଝାଙ୍କର): ବିଜେଡି-ଭାଜପା ମେଣ୍ଟ କଳ୍ପନାଜଳ୍ପନାର ଅବସାନ ପରେ ବଲାଙ୍ଗୀର ଜିଲାରେ ଭାଜପା କର୍ମୀ ଓ ନେତାଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି। କୁହାଯାଉଥିଲା ମେଣ୍ଟ ଚର୍ଚ୍ଚା ଯୋଗୁୁ ବିଶେଷକରି ଭାଜପା ଆଶାୟୀ ପ୍ରାର୍ଥୀ ଓ ସେମାନଙ୍କ ସମର୍ଥକ ହତାଶା…

ତେଲଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ମୃତ

ଖପ୍ରାଖୋଲ, ୨୧ା୩(ଅଭୟ ତ୍ରିପାଠୀ): ତେଲଙ୍ଗାନା ରାଜ୍ୟ ପଇଦାପଲ୍ଲୀରେ ଏକ ଇଟାଭାଟିରେ ଦାଦନ ଶ୍ରମିକଭାବେ କାମ କରୁଥିବା ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ଗାଁର ବୈଶାଖୁ ବରିହା (୪୫)ଙ୍କ ମୃତ୍ୟୁ ଘଟିଛି। ଏ ନେଇ ସେଠାରେ କାର୍ଯ୍ୟ କରୁଥିବା ଅନ୍ୟ ଶ୍ରମିକାମାନଙ୍କଠାରୁ…

କଂଗ୍ରେସ ପ୍ରାର୍ଥୀଙ୍କ ଉପରେ ନଜର

ବଲାଙ୍ଗୀର, ୧୭।୩ (ବୀରେନ୍ଦ୍ର କୁମାର ଝାଙ୍କର)ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ହେବା ପରଠାରୁ କଂଗ୍ରେସ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ଉଭୟ ଲୋକ ସଭା ଏବଂ ବିଧାନସଭା ଆସନରେ କଂଗ୍ରେସର କେଉଁ ପ୍ରାର୍ଥୀ ମେଣ୍ଟ ପ୍ରାର୍ଥୀଙ୍କୁ ଟକ୍କର ଦେଇପାରିବେ ତାହା ଏବେଠାରୁ…

ବିଜେଡିକୁ ପ୍ରାର୍ଥୀ ଚୟନ ଚିନ୍ତା

ଲୋଇସିଂହା, ୧୬ା୩(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପ୍ରାର୍ଥୀ ଚୟନ ପାଇଁ କସରତ ଚଳାଇଛନ୍ତି। ୨୦୧୯ ନିର୍ବାଚନରେ ଏଠାରୁ ଭାଜପା ପ୍ରାର୍ଥୀ ମୁକେଶ ମହାଲିଙ୍ଗ ବିଜୟୀ ହୋଇଥିଲେ। ବିଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri