କଣ୍ଟାବାଞ୍ଜି ଜିଲା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳନ
କଣ୍ଟାବାଞ୍ଜି,୫।୯(ଗୁରୁଦୟାଲ ହଂସ): କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନ ମଣ୍ଡଳୀକୁ ସ୍ବତନ୍ତ୍ର ରାଜସ୍ବ ଜିଲା ମାନ୍ୟତା ଦାବିନେଇ ଜିଲା ସଂଘର୍ଷ ସମିତି ପକ୍ଷରୁ ମଙ୍ଗଳବାର କଣ୍ଟାବାଞ୍ଜି ସହର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଣ୍ଟାବାଞ୍ଜିି ସହରର ସମସ୍ତ ଦୋକାନ, ବଜାର, ବ୍ୟାଙ୍କ,...
ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା
ପାଟଣାଗଡ଼: ୩୧ା୮(ପ୍ରହଲ୍ଲାଦ ପାଢ଼ି): ବଲାଙ୍ଗୀର ଜିଲା ପାଟଣାଗଡ ଏନଏସି ଅଧୀନ ଟିକପାଲିର ହୀରାସାଗର ଖଣିରେ ଗୁରୁବାର ଏକ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶିକାର ହୋଇଛନ୍ତି ଜିତେନ୍ଦ୍ର ଧୂବଳ। ଜଣେ ଯୁବକ ତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଖବର ପାଇ...
ନାମୀ ବ୍ରାଣ୍ଡ୍ରେ ନକଲି ପୋଷାକ
ବଲାଙ୍ଗୀର ଅଫିସ,୩୧ା୮(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଟାଉନ୍ ଥାନା ପୋଲିସ ବୁଧବାର ସହରର ଲଖାନୀ ନ୍ୟୁ ଗାର୍ମେଣ୍ଟସ୍ରେ ଚଢ଼ାଉକରି ପ୍ରାୟ ୪୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ନକଲି ବ୍ରାଣ୍ଡେଡ୍ ରେଡିମେଡ୍ ଲୁଗାପଟା ଜବତ କରିଛି। ଏଥିସହ ଦୋକାନ ମାଲିକ ରାଜେଶ କୁମାର ଲଖାନୀ...
୨ ନକଲି ଅଧ୍ୟାପକ ବହିଷ୍କୃତ: ଫେରାଇବେ ନେଇଥିବା ସବୁ ଦରମା
ବଲାଙ୍ଗୀର,୨୬।୮: ୪ ନକଲି ଶିକ୍ଷକଙ୍କୁ ପୂର୍ବରୁ ବହିଷ୍କୃତ କରିଥିବା ରାଜ୍ୟ ସରକାର ବର୍ତ୍ତମାନ ଦୁଇ ଜଣ ଅଧ୍ୟାପକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି । ସେମାନେ ହେଲେ ବଲାଙ୍ଗୀର ଯୋଗୀମୁଣ୍ଡା ଉଚ୍ଚ ମାଧ୍ୟମିକ ସ୍କୁଲ ଓ ରାଜେନ୍ଦ୍ର ମେହର ଉଚ୍ଚ ମାଧ୍ୟମିକ...
ହଷ୍ଟେଲ ଖାଦ୍ୟଖାଇ ୪୭ ଛାତ୍ରୀଛାତ୍ର ଅସୁସ୍ଥ
ପାଟଣାଗଡ଼, ୨୧ା୮(ପ୍ରହଲ୍ଲାଦ ପାଢ଼ୀ): ବଲାଙ୍ଗୀର ଜିଲା ପାଟଣାଗଡ ସହର ଉପକଣ୍ଠ ରାମପାଲିଠାରେ ଥିବା ଅନ୍ବେଷା ହଷ୍ଟେଲର ୪୭ଜଣ ଛାତ୍ରୀଛାତ୍ର ସୋମବାର ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କୁ ପାଟଣାଗଡ ଉପଖଣ୍ଡସ୍ତରୀୟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା...
ସ୍ତ୍ରୀଙ୍କୁ ବଳି ଦେଲେ ସ୍ବାମୀ, ଶ୍ମଶାନରୁ ମୃତଦେହ ଜବତ କଲା ପୋଲିସ
ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଚମାରପଡ଼ାର ଜଣେ ତନ୍ତ୍ର ସାଧକ ମକାରୁ ମେହେର (୪୦) ତାଙ୍କ ସ୍ତ୍ରୀ ଜାନକୀ (୩୫)ଙ୍କୁ ବଳି ଦେଇଥିବା ଅଭିଯୋଗ ହୋଇଛି। ମୃତଦେହ ପଚି ବନ୍ଧ ଘରୁ ଦୁର୍ଗନ୍ଧ ବାହାରିବା ପରେ ସ୍ଥାନୀୟ ଲୋକେ...
କାର୍ଯ୍ୟକ୍ଷମ ହୋଇନି, କାନ୍ଥରେ ଫାଟ
ଲୋଇସିଂହା,୨୧ା୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମିଶନ ଶକ୍ତି ଭବନ କାର୍ଯ୍ୟକ୍ଷମ ହୋଇନାହିଁ। ହେଲେ କାର୍ଯ୍ୟାଳୟ ବ୍ୟବହାର ପୂର୍ବରୁ କାନ୍ଥ ଚାରିପଟେ ବିରାଟ ଫାଟ ସୃଷ୍ଟି ହୋଇଛି ା ନବନିର୍ମିତ କୋଠାର ଏପରି ଦୂରାବସ୍ଥା ଦେଖିଲେ ଏହାର ସ୍ଥାୟିତ୍ୱକୁ...
୪ ଶିକ୍ଷୟିତ୍ରୀ ଶିକ୍ଷକ ଚାକିରିରୁ ବହିଷ୍କୃତ
ବଲାଙ୍ଗୀର, ୧୯ା୮(ବୀରେନ୍ଦ୍ର କୁମାର ଝାଙ୍କର): ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରିବା ୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ବଲାଙ୍ଗୀର ଶିକ୍ଷା ବିଭାଗ ପକ୍ଷରୁ ଉପରୋକ୍ତ ୪ ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଶୁକ୍ରବାର ଚାକିରିରୁ ବହିଷ୍କୃତ କରାଯାଇଥିବା ଜିଲା ଶିକ୍ଷା...
ଚାଉଳ ବୋଝେଇ ଟ୍ରକକୁ ଧରିଲା ପୋଲିସ
ଲୋଇସିଂହା,୧୮।୮(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟାରୁ ଏକ ଚାଉଳ ବୋଝେଇ ଟ୍ରକକୁ(ନଂ. ଓଡି୧୫ସି-୪୦୬୨) ଲୋଇସିଂହା ପୋଲିସ ଶୁକ୍ରବାର ଜବତ କରିଛି। ହରଭଙ୍ଗା ଅଞ୍ଚଳରୁ ପଦ୍ମପୁର ଅଞ୍ଚଳକୁ ଯାଉଥିବା ଉକ୍ତ ଟ୍ରକରେ ୩୮୦ ପ୍ୟାକେଟ ଚାଉଳ ଥିବା...
ଚାକିରି ପ୍ରଲୋଭନରେ ଅର୍ଥ ଶୋଷଣ
ବଲାଙ୍ଗୀର,୧୪ା୮(ବୀରେନ୍ଦ୍ର କୁମାର ଝାଙ୍କର): ଚାକିରି ପ୍ରଲୋଭନ ଦେଖାଇ ଭୁବନେଶ୍ୱରର ଜଣେ ଯୁବତୀଙ୍କଠାରୁ ଅର୍ଥ ଶୋଷଣ ସହ ମାନସିକ ନିର୍ଯାତନା ଦିଆଯାଇଥିବା ନେଇ ରବିବାର ସ୍ଥାନୀୟ ଟାଉନ୍ ଥାନାରେ ଅଭିଯୋଗ ହୋଇଥିଲା। ଭୁବନେଶ୍ୱରର ଜଣେ ଯୁବତୀ ବଲାଙ୍ଗୀର ଟାଉନ୍ ଥାନାରେ ଅଭିଯୋଗ...
ଉଦ୍ଧାର ଶିଶୁପୁତ୍ର ପାଇଲା ନୂଆ ପରିଚୟ
ବଲାଙ୍ଗୀର/ଟିଟିଲାଗଡ଼, ୧୧ା୮ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ଅର୍ଥଲୋଭରେ ଟିଟିଲାଗଡର ଏକ ଦମ୍ପତି ନିଜ ଜନ୍ମକଲା ଏକ ମାସର ଶିଶୁପୁତ୍ରକୁ ପ୍ରାୟ ଅଢ଼େଇ ଲକ୍ଷ ଟଙ୍କାରେ ବିକ୍ରି କରିବା ଏବଂ ଏହି ଶିଶୁବିକ୍ରି ଘଟଣାରେ ପିତା ସମେତ ୩ ଜଣ...
୪ ଛାତ୍ରୀଙ୍କୁ ପାଇଖାନାରେ ବନ୍ଦ କରି ସ୍କୁଲ ସଭାପତି ଗିରଫ
ବଲାଙ୍ଗୀର/କଣ୍ଟାବାଞ୍ଜି, ୧୦ା୮(ବୀରେନ୍ଦ୍ର କୁମାର ଝାଙ୍କର/ଗୁରଦୟାଲ ହଂସ)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅଧୀନ ବୁରୋମାଲ ସରକାରୀ ଉନ୍ନୀତ ହାଇସ୍କୁଲ ପାଇଖାନା ଭିତରେ ଦଶମ ଶ୍ରେଣୀର ୪ ଛାତ୍ରୀଙ୍କୁ ମଙ୍ଗଳବାର ଅଧଘଣ୍ଟା କାଳ ବନ୍ଦ କରାଯାଇଥିଲା। ଏହି ଘଟଣାର ଅଭିଯୁକ୍ତ ହାଇସ୍କୁଲ ପରିଚାଳନା...
Archives


