ପଖାଳକୁ ଭାରି ପଡ଼ିଲାଣି ପିଆଜ, ଆଳୁ
ବଲାଙ୍ଗୀର,୨୯ା୪(ବୀରେନ୍ଦ୍ର କୁମାର ଝାଙ୍କର): ପ୍ରଚଣ୍ଡ ଖରାରେ ତାପମାତ୍ରା ବୃଦ୍ଧି ଏବେ ଲୋକଙ୍କୁ ଅସ୍ତବ୍ୟସ୍ତ କରି ପକାଇଛି। ଏତିକି ବେଳେ ଆଳୁ, ପିଆଜ ଏବଂ ପନିପରିବା ଦରବୃଦ୍ଧି ଲୋକଙ୍କୁ ଚିନ୍ତାରେ ପକାଇଛି। ଖରା ଦିନରେ ଗରିବ ଲୋକଙ୍କ ଉପାର୍ଜନ କମି ଯାଇଥାଏ। ବଲାଙ୍ଗୀର…
ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼
ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବରଗଡ଼…
ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା
ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ ଟୁକୁନୀ ସାହୁ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ସଭାରେ ଉଦ୍ବୋଧନ…
ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ
ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ ବୋଲି ଜଣାପଡିଛି। ମିଳିଥିବା ସୂଚନା ମୁତାବକ, କାମଧନ୍ଦା ନ ପାଇ ପଦ୍ମାବତୀଙ୍କ ପୁଅ ମୈତ୍ର…
ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା
ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି ବଲାଙ୍ଗୀର ବିଧାନସଭା ନିର୍ବାଚନମଣ୍ଡଳୀରେ ଦୁଇ ପାରମ୍ପରିକ ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ବଲାଙ୍ଗୀର ରାଜ ପରିବାର ଏବଂ…
ମୁଣ୍ଡଜାମିନ ରଖି ପୁତୁରାକୁ ମାରିଲେ କକା
ଟିଟିଲାଗଡ଼,୨୧ା୪(ଶରତ ମିଶ୍ର)ଟଙ୍କା ପାଇଁ ମଣିଷ କେତେ କ୍ରୂର ହୋଇଯାଏ ତାହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ବେଲପଡ଼ା ଗ୍ରାମରେ। ୧୪ ବର୍ଷୀୟ ସମ୍ପର୍କୀୟ ପୁତୁରାକୁ ଅପହରଣ ପରେ ୩ ଲକ୍ଷ ଟଙ୍କା ଦାବି କରି ନ…
ମିଥ୍ୟା ବିଲ୍ କରି ଅନୁଦାନ ହଡ଼ପ
ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ ବନ ସୁରକ୍ଷା ସମିତି। ଏହାର ତଦନ୍ତ ନ ସରଣୁ ପୁଣି ସେକ୍ସନ ଅଧୀନ ନେଗିପାଲିରେ…
ଭିଟାମାଟି ଛାଡ଼ି ଅନୁତପ୍ତ ବୁଡ଼ଇଞ୍ଚଳ ବିସ୍ଥାପିତ
ବଲାଙ୍ଗୀର, ୧୯ା୪(ବୀରେନ୍ଦ୍ର କୁମାର ଝାଙ୍କର):ଲୋୟର ସୁକ୍ତେଲ ଡ୍ୟାମ୍ ହେଲେ ଚିର ମରୁଡି ପ୍ରପୀଡିତ ବଲାଙ୍ଗୀର ଜିଲା ଜଳପ୍ଳାବିତ ହେବ। ହଜାର ଏକର କୃଷିକ୍ଷେତ୍ରକୁ ପାଣି ମାଡ଼ିବ। ଏକାଧିକ ସହର, ଗଁା ଲୋକଙ୍କ ପାନୀୟ ଜଳ ସମସ୍ୟା ସବୁଦିନ ପାଇଁ ଦୂର ହେବ।…
ନବୀନ ଖେଳିଲେ ପଶ୍ଚିମ ଓଡ଼ିଶା କାର୍ଡ
ବଲାଙ୍ଗୀର, ୧୮ା୪(ବୀରେନ୍ଦ୍ର କୁମାର ଝାଙ୍କର)ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାରେ ଭାଜପାର ପ୍ରଭାବ ରହୁଥିବା ନେଇ ହେଉଥିବା ଚର୍ଚ୍ଚାକୁ ପ୍ରଶମିତ କରିବା ଲାଗି ‘ନବୀନ ପଶ୍ଚିମ…
୩ଦିନ ହେଲା ଜଳଯୋଗାଣ ବନ୍ଦ: ପାଣି ପାଇଁ ଭରସା ନଦୀଜଳ
ସଇଁତଳା, ୧୪ା୪ (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଡ଼େଙ୍ଗ ପଞ୍ଚାୟତବାସୀ ଏବେ ଘୋର ପାନୀୟ ଜଳକଷ୍ଟରେ ରହିଛନ୍ତି। ପାଇପ୍ ଫାଟି ଯାଇଥିବାରୁ ପାଇପ୍ ଜଳ ଯୋଗାଣ ହୋଇପାରୁନାହିଁ। ଯାହାଫଳରେ ଗ୍ରାମର ଲୋକେ ଲାନ୍ଥ ନଦୀର ବାଲିଚୂଆଁ ଉପରେ…
ସୋନିଆଙ୍କୁ ଭେଟିଲେ ନରସିଂହ
ବଲାଙ୍ଗୀର,୧୪ା୪(ବୀରେନ୍ଦ୍ର କୁମାର ଝାଙ୍କର)କଂଗ୍ରେସ ଦଳର ସର୍ବୋଚ୍ଚ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଶନିବାର ବଲାଙ୍ଗୀର ବିଧାୟକ ତଥା ବିଧାନ ସଭାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ନୂଆଦିଲ୍ଲୀ ୧୦ଜନପଥସ୍ଥିତ ଗାନ୍ଧୀଙ୍କ ବାସଭବନରେ ଅନୁଷ୍ଠିତ…
ଏଭଳି ନେତା ଦଳ ଛାଡିଲେ ପ୍ରଭାବ ପଡିବନି- ଶିବାଜୀ
ବଲାଙ୍ଗୀର,୧୧ା୪ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭାଜପାର ପୂର୍ବତନ ଜିଲା ସଭାପତି ପ୍ରଭାସ ପାଣିଗ୍ରାହୀ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ଯୋଗ ଦେଇଛନ୍ତି। ଭୁବନେଶ୍ୱରଠାରେ ବିଜେଡି ନେତା ତଥା ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର, ପୂର୍ବତନ ଲୋକ ସଭା ସଦସ୍ୟ…
Archives


