‘ସାଲୁଜା ଯୁଆଡେ, ଆମେ ସିଆଡେ’
କଣ୍ଟାବାଞ୍ଜି, ୧୦/୪ (ଗୁରୁଦୟାଲ ହଂସ):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହରିଭବନରେ ମଙ୍ଗଳବାର କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ କଣ୍ଟାବାଞ୍ଜି ବିଧାନସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ତୁରେକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ବ୍ଲକ ସମେତ କଣ୍ଟାବାଞ୍ଜି ଏନଏସିର ସହସ୍ରାଧିକ କର୍ମୀ ଓ…
ଭାଜପାକୁ ବଡ଼ ଝଟ୍କା: ଇସ୍ତଫା ଦେଲେ ଟାଣୁଆ ନେତା
ବଲାଙ୍ଗୀର, ୯।୪: ମଙ୍ଗଳବାର ଭାଜପାକୁ ଏକ ବଡ଼ ଝଟ୍କା ଲାଗିଛି। ବଲାଙ୍ଗୀର ଜିଲା ପୂର୍ବତନ ଭାଜପା ସଭାପତି ପ୍ରଭାସ କୁମାର ପାଣିଗ୍ରାହୀ ଦଳରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି।
ଆଧାର ଜାଲିଆତିରୁ ଜମି ହଡ଼ପ
ବଲାଙ୍ଗୀର,୭ା୪(ବୀରେନ୍ଦ୍ର କୁମାର ଝାଙ୍କର)ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଚଞ୍ଚକତା କରି ନିରୀହ ବ୍ୟକ୍ତିଙ୍କ ବହୁମୂଲ୍ୟ ଜମି ହଡ଼ପ ଘଟଣା ଜଣାପଡିବା ପରେ ବଲାଙ୍ଗୀର ସବ୍ରେଜିଷ୍ଟ୍ରାର ଅଫିସ ପକ୍ଷରୁ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏହି ଜମି ଜାଲିଆତି କାରବାରରେ ଜଣେ ପୂର୍ବତନ ସରପଞ୍ଚଙ୍କ…
ରାଜ୍ୟରେ ପ୍ରବଳ ଖରା: ବଦଳିଲା ସକାଳୁଆ ସ୍କୁଲ ସମୟ
ଭୁବନେଶ୍ୱର, ୪।୪: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଥିପାଇଁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ସ୍କୁଲଗୁଡିକ ଚାଲୁଛି। ସେହିପରି…
ସୁରେନ୍ଦ୍ର ବଲାଙ୍ଗୀର ଲୋକ ସଭା ବିଜେଡି ପ୍ରାର୍ଥୀ
ବଲାଙ୍ଗୀର/ସଇଁତଳା,୪ା୪(ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ)କିଛିଦିନର କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ବିଜେଡି ପକ୍ଷରୁ ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କଂଗ୍ରେସ ଛାଡି ବିଜେଡିରେ ଯୋଗଦେଇଥିବା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କୁ ଦଳ ବଲାଙ୍ଗୀର ଲୋକ ସଭା…
କଂଗ୍ରେସରୁ ଇସ୍ତଫା ଦେଲେ ଯଜ୍ଞେଶ୍ୱର
ବଲାଙ୍ଗୀର, ୪ା୪ (ବୀରେନ୍ଦ୍ର କୁମାର ଝାଙ୍କର)ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଯଜ୍ଞେଶ୍ୱର ବାବୁ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ବୁଧବାର ବଲାଙ୍ଗୀର ସାମ୍ବାଦିକ ଭବନଠାରେ ଏକ ଖବରଦାତା ସମ୍ମିଳନୀ ଡାକି ସେ ଏହି ସୂଚନା ଦେଇଛନ୍ତି। ଯଜ୍ଞେଶ୍ୱର କହିଛନ୍ତି…
ମନୋଜଙ୍କୁ ବଲାଙ୍ଗୀର ଲୋକ ସଭା, ନରସିଂହଙ୍କ ପୁଅଙ୍କୁ ବିଧାନସଭା ଟିିକେଟ
ବଲାଙ୍ଗୀର, ୩ା୪(ବୀରେନ୍ଦ୍ର କୁମାର ଝାଙ୍କର): କଂଗ୍ରେସ ଦଳ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ପରେ ବଲାଙ୍ଗୀର ଲୋକ ସଭା ଏବଂ ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀ ସ୍ପଷ୍ଟ ହୋଇଛି। ଲୋକ ସଭା ପ୍ରାର୍ଥୀ ଭାବେ କଂଗ୍ରେସ ଚର୍ଚ୍ଚିତ ସିନେ…
ଦୁର୍ନୀତି ଲୁଚାଇବାକୁ ମାର୍ଚ୍ଚରେ ବନୀକରଣ
ଲୋଇସିଂହା,୩୧ା୩(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ସାଲେଭଟା ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲ ଗ୍ରାମରେ କାମ୍ପା ଯୋଜନାରେ ହୋଇଥିବା ବନୀକରଣରେ ଦୁର୍ନୀତି ହୋଇଛି। ବଲାଙ୍ଗୀର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଶନିିବାର ଏହିଭଳି ଅଭିଯୋଗ କରିଛି ବଙ୍ଗାବାହାଲ ବନ ସୁରକ୍ଷା ସମିତି। ଦୁର୍ନୀତିକୁ…
ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ
ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ସୂଚନାଯୋଗ୍ୟ, ତିନିଥର ପୂର୍ବତନ କଂଗ୍ରେସ…
କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା
ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ବିଧାନସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ରେ…
ଟିଟିଲାଗଡ଼: ବଢ଼ିଲା ସୁରେନ୍ଦ୍ରଙ୍କ ବିଜେଡିରେ ଯୋଗଦାନ ଚର୍ଚ୍ଚା
ସଇଁତଲା,୨୮ା୩(ରାଖାଲ ପ୍ରସାଦ ଶତପଥୀ): ନିର୍ବାଚନ ଯେତିକି ପାଖେଇ ଆସୁଛି, ଦଳଗୁଡ଼ିକ ଭିତରେ ଆଶାୟୀଙ୍କ ପ୍ରାର୍ଥୀ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଭାଜପା ଲୋକ ସଭା ସଦସ୍ୟଙ୍କ ନାମ ଘୋଷଣା ପରେ ବିଜେଡି ବୁଧବାର ଲୋକ ସଭା ଏବଂ ବିଧାନସଭା ଆସନ ପ୍ରଥମ…
ଗାଁରେ ନୋଟ୍ଛପା କେନ୍ଦ୍ର
ବଲାଙ୍ଗୀର ଜିଲା ଦେଓଗାଁ ଥାନା ବୁଢ଼ାବାହାଲ ଗାଁରେ ଠାବ ହୋଇଛି ଜାଲ୍ନୋଟ ଛପା କେନ୍ଦ୍ର। ୫୦୦ଟଙ୍କିଆ ଜାଲ୍ନୋଟ ଛପାଯାଇ ବଜାରକୁ ଛଡ଼ାଯାଉଥିବା ଘଟଣା ଏବେ ଧରାପଡ଼ିଛି। ଏକ ୨୪ ପ୍ରହର ନାମଯଜ୍ଞରେ ଗାୟକ ଏବଂ ବାୟକଙ୍କୁ ଜାଲ ନୋଟ ଉପହାର ଦେଇ…
Archives


