ବଲାଙ୍ଗୀର

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ ଧାରଣା ଦିଆଯାଉଛି। ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ…

୨୨.୧୯ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ PACS ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ପ୍ରାଥମିକ କୃଷି ସମବାୟ ସମିତି (PACS)ଗୁଡ଼ିକରେ ଆର୍ଥିକ ଅନିୟମିତତା ବିରୋଧରେ ବଡ଼ ଧରଣର ପଦକ୍ଷେପ ନେଇଛି ଓଡ଼ିଶା ଭିଜିଲାନ୍ସ । ବଲାଙ୍ଗୀର ଜିଲା ପାଟଣାଗଡ଼ ସହକାରୀ ସମିତି ସହକାରୀ ନିବନ୍ଧକ (ARCS) ସର୍କଲ ଅଧୀନ ସୁନାମୁଦି PACS…

ଘରେ ଶୋଇଥିବାବେଳେ ପଶିଲେ ହାତୀପଲ, ଭାଙ୍ଗିଲେ ଘର, ଗୋଟିଏ ପରିବାରର ୪ ଜଣଙ୍କୁ…

ବଲାଙ୍ଗୀର,୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ସରଗୁଲ ଗାଁରେ ଏବେ ହାତୀ ଆତଙ୍କ ଦେଖାଦେଇଛି। ଗାଁରେ ଏକ ପରିବାର ଘର ଭିତରେ ଶୋଇଥିବା ବେଳେ ୧୫ ଟିକିଆ ହାତୀପଲ ଗାଁ ଭିତରକୁ ପଶି ଆସି ଘର ଭାଙ୍ଗି…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ ବ୍ୟବସ୍ଥା ନ ହେବା ଯାଏ ଲୋକେ ଗଁା ଛାଡିବେ ନାହିଁ ବୋଲି କହି…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ ବନ୍ୟା ପରିସ୍ଥିତି ଯୋଗୁ କୁମିଆପାଲି ଗାଁରେ ସାଂଘାତିକ ପରିସ୍ଥିିତି ସୃଷ୍ଟି ହୋଇଥିଲା। ଜଳଭଣ୍ଡାରର…

ବନ୍ୟା ଜଳ ମାଡ଼ି ଆସିବାରୁ ଫସିଗଲେ ୧୩ଚାଷୀ, ଉଦ୍ଧାର ପାଇଁ ଆସିଲା ଓଡ୍ରାଫ ଟିମ୍‌, ମଝି ପାଣିରେ ରହିଯାଇଥିଲେ ୪

ବଲାଙ୍ଗୀର,୩୦।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ଉନ୍ଦେର ନଦୀରେ ବନ୍ୟା ଆସିବାରୁ ଫସିଗଲେ ୧୩ ଚାଷୀ । ବଙ୍ଗୋମୁଣ୍ଡା ଗନ୍ଧର୍ଲା ଗାଁର ୫ ଜଣ ଓ ବଡ଼ପଡ଼ା ଗାଁର ୪ ଜଣ ଚାଷୀ ବନ୍ୟା ଜଳରେ ଫସି ରହିଥିବା…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ୫୫ରୁ ୬୦ ବର୍ଷ ହେବ ବୋଲି…

ବଲାଙ୍ଗୀରରେ ଗୋ ସମ୍ମାନ ଆହ୍ୱାନ ଅଭିଯାନ, ୫ ଲକ୍ଷ ୨ ହଜାର ସ୍ୱାକ୍ଷର ସମ୍ବଳିତ ପ୍ରାର୍ଥନାପତ୍ର…

ବଲାଙ୍ଗୀର,୨୭।୭(ସୁନିଲ କୁମାର ମହାନ୍ତି): ଗୋମାତାଙ୍କ ସେବା, ସୁରକ୍ଷା ଓ ସମ୍ମାନ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ ଚାଲିଥିବା ଗୋ ସମ୍ମାନ ଆହ୍ୱାନ ଅଭିଯାନର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି । ଦ୍ୱିତୀୟ ପର୍ଯ୍ୟାୟ ଅବସରରେ ସୋମବାର ବଲାଙ୍ଗୀର ଜିଲାରୁ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଥାନାକୁ ଆଣି ଅଟକ ରଖି ପଚାଉଚରା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି। ଏହି ଗ୍ରାମରେ ୮୪ ଆଦିବାସୀ ପରିବାର ସମେତ ମୋଟ ୧୦୬ ପରିବାର ରହୁଛନ୍ତି।…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଡ୍ୟାମ୍‌ରୁ ଛଡ଼ା ଯାଇଛି। ଚଳିତ ବର୍ଷ ଡ୍ୟାମ୍‌ରେ ପୂର୍ଣ୍ଣ କ୍ଷମତା ପର୍ଯ୍ୟନ୍ତ ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?