ବଲାଙ୍ଗୀର

ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ ପୁରାତନ ଗଛକୁ ରାସ୍ତା ପ୍ରଶସ୍ତିକରଣ ନାଁରେ କାଟି ଦିଆଯାଉଥିବା ଦେଖିବାକୁ ମିଳିଛି। ଗତ…

ବିବାହ କାର୍ଡ ବାଣ୍ଟିବାକୁ ଯାଇଥିଲେ ଯୁବକ, ଚାପିଦେଲା ଟ୍ରକ୍‌

ସଇଁନ୍ତଳା,୨୭ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଲା ଥାନା ନିକଟରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ମୃତ ଯୁବକ ଜଣକ ହେଉଛନ୍ତି ଜ୍ଞାନ ରଞ୍ଜନ ବେହେରା। ପୋଲିସ ସୂଚନାନୁସାରେ…

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରୀ ଅସୁସ୍ଥ: ହସ୍ପିଟାଲରେ ଭର୍ତ୍ତି

ଟିଟିଲାଗଡ଼,୨୫।୩(ଶରତ କୁମାର ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ପଞ୍ଚାୟତ ଅଧୀନରେ ଥିବା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେମଙ୍ଗଳବାର ଏକ ଅଘଟଣ ଘଟିଛି। ମଧ୍ୟାହ୍ନ ଭୋଜନ ଖାଇ ବିଦ୍ୟାଳୟର କିଛିଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା…

ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ବିଭତ୍ସ ହତ୍ୟା: କିଛି ସନ୍ଦିଗ୍ଧ ଅଟକ

ବଲାଙ୍ଗୀର,୨୫।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ଡୁମେରଝରନ ଗାଁର ଜଣେ ଯୁବକଙ୍କ ମୃତଦେହ ନିକଟସ୍ଥ ଏକ ଜଙ୍ଗଲ ଭିତରୁ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଲେ ଡୁମ୍ବେର ଝରନ ଗାଁର ଶତ୍ରୁଘ୍ନ ପଟେଲ (୩୬)। ଶତ୍ରୁଘ୍ନଙ୍କୁ…

ଯୁବକଙ୍କ ମୃତ ଦେହ ଜବତ: ହତ୍ୟା ଅଭିଯୋଗରେ ୫ଅଟକ

ଲୋଇସିଂହା,୨୫।୩(ସୁଶାନ୍ତ ବାରିକ): ମଙ୍ଗଳବାର ସକାଳେ ବଲାଙ୍ଗୀର ସଦର ଥାନା ତଥା ଲୋଇସିଂହା ବ୍ଲକ ରତାଖଣ୍ଡି ପଞ୍ଚାୟତ ଡୁମେରଝରଣ ଗ୍ରାମର ଜଣେ ଯୁବକଙ୍କ ମୃତ ଦେହ ଜବତ ହୋଇଛି। ମୃତ ଯୁବକ ହେଲେ ଶତ୍ରୁଘ୍ନ ପଟେଲ। ମୃତଦେହ ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ…

ଭାଜପାରେ ମିଶିବାକୁ ନେଇ ହେଉଥିଲା ଜୋର୍‌ଦାର ଚର୍ଚ୍ଚା: ମୁଁ ବିଜେଡିରେ ଅଛି…

ଦେଓଗାଁ,୨୪ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ୍‌ ଅଧ୍ୟକ୍ଷ ଦୟାନିଧି ଖମାରୀ ଭାଜପାରେ ମିଶିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା। ବ୍ଲକ୍‌ ଅଧ୍ୟକ୍ଷ ଖମାରୀ ସୋମବାର ଖବରଦାତା…

୧୭ ବର୍ଷ ପରେ ଧରିଲା ଭିଜିଲାନ୍ସ

ବଲାଙ୍ଗୀର,୨୧।୩(ସୁନୀଲ କୁମାର ମହାନ୍ତି): ୧୭ ବର୍ଷ ପରେ ଗିରଫ ହେଲେ ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପର ଭୂଅର୍ଜନ ଅଧିକାରୀ ବିନାୟକ ଗଡ଼ନାୟକ। ୨୦୦୮ ମସିହାରେ ଗଡ଼ନାୟକଙ୍କ ନାଁରେ ଭିଜିଲାନ୍ସ ୧୨ ଟି ଦୁର୍ନୀତି ମାମଲା ରୁଜୁ କରିଥିଲା। ୧୭ ବର୍ଷ ହେଲା…

ସାଙ୍ଗଙ୍କୁ ଠେଙ୍ଗାରେ ପିଟି ହତ୍ୟା କଲେ ସାଙ୍ଗ

ଖପ୍ରାଖୋଲ,୨୧।୩: ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଅଧୀନ ପୁଟୁଳାମହୁଲ ଗାଁରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସାଙ୍ଗଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରିଛନ୍ତି ସାଙ୍ଗ । ଟଙ୍କା ନେଣଦେଣକୁ ନେଇ ବଚସା ପରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।…

ମୋବାଇଲ ଟାଓ୍ବାରକୁ ଚଢ଼ି ଜୀବନ ହାରିଲେ ଯୁବକ

ସଇଁତଲା,୨୦।୩(ରାଖାଲ ପ୍ରସାଦ ଶତପଥି): ବଲାଙ୍ଗୀର ଜିଲା ସଇଁତଲା ଥାନା ଅଧୀନ କଅଁସର ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଜଣେ ଯୁବକ ମୋବାଇଲ ଟାଓ୍ବାରରେ ଚଢ଼ି ଆତ୍ମହତ୍ୟା ଭଳି ଚରମ ନିଷ୍ପତ୍ତି ନେଇଛନ୍ତି। ସେ ହେଲେ କଅଁସର ଗ୍ରାମର କୁଞ୍ଜବିହାରୀ ରଣା।…

ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ମାମଲା, ଭରସୁଜା ସରପଞ୍ଚ ନିଲମ୍ବିତ

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ): କ୍ଷମତାର ଦୂରୁପଯୋଗ କରି ସରକାରୀ ଅର୍ଥ ଅନିୟମିତତା ଅଭିଯୋଗ ଘଟଣାରେ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଭରସୁଜା ସରପଞ୍ଚ ପ୍ରମିଳା ସାହୁଙ୍କୁ ନିଲମ୍ବନ କରାଯାଇଛି। ଏନେଇ ରାଜ୍ୟ ସରକାରଙ୍କ ପଞ୍ଚାୟତି ରାଜ ଓ ପାନୀୟଜଳ ପତ୍ର ସଂଖ୍ୟା ୭୪୦୭…

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ: ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ଲାଗି ଦାବି କଲେ ଗ୍ରାମବାସୀ

ସଇଁତଳା,୧୭।୩(ରାଖାଲ ପ୍ରସାଦ ଶତପଥି) : ସଇଁତଳା ଥାନା ଅନ୍ତର୍ଗତ ବରାହମାଲ ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ କୁମ୍ଭାରୀ ଗ୍ରାମର ଆଲୋକ ଓରଫ ଧନେଶର ରଣା (୩୫)। ପୋଲିସ ଏସଆଇ…

ପ୍ରତିବାଦ ଭୟ: ଦେଢ଼ ଘଣ୍ଟା ପଞ୍ଚାୟତରେ ଅଟକିଲେ ମନ୍ତ୍ରୀ

ଲୋଇସିଂହା,୧୭।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ ତଥା ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗଙ୍କୁ ଘାରିଲା ପ୍ରତିବାଦ ଭୟ। ରବିବାର ସନ୍ଧ୍ୟାରେ ଲୋଇସିଂହା ବ୍ଲକ ଝାରମୁଣ୍ଡାଗସ୍ତ ଅବସରରେ ବିରୋଧୀଙ୍କ ପ୍ରତିବାଦ ଆଶଙ୍କା କରି ପ୍ରାୟ ଦେଢ଼ ଘଣ୍ଟା ପର୍ଯ୍ୟନ୍ତ ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?