ବଲାଙ୍ଗୀର

ଦାଦାବଟି ମାଗିବା ଯୁବକଙ୍କୁ ମହଙ୍ଗା ପଡ଼ିଲା

ବେଲପଡ଼ା,୧୨ା୨(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପୋଲିସ ଦାଦାବାଟି ମାଗିବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ମଣ୍ଡଳ ଗ୍ରାମର ଅବନୀକାନ୍ତ ମହାନ୍ତି(୪୦)। ପୋଲିସ ସମ୍ପୃକ୍ତ ଯୁବକଙ୍କୁ କୋର୍ଟ ଚାଲାଣ କରିଛି।…

ବଞ୍ଚିଥିବାଯାଏ ଲୋକଙ୍କ ସେବା କରିବି: ନରସିଂହ

ବଲାଙ୍ଗୀର,୧୨ା୨(ବୀରେନ୍ଦ୍ର କୁମାର ଝାଙ୍କର):ବରିଷ୍ଠ ରାଜନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ତାଙ୍କ ଦୀର୍ଘ ରାଜନୈତିକ ଜୀବନର ଶେଷ ବିଧାନସଭା ଅଧିବେଶନ ସାରି ରବିବାର ବଲାଙ୍ଗୀର ଫେରିଛନ୍ତି। ସେ ବଲାଙ୍ଗୀର-ସୁବର୍ଣ୍ଣପୁର ଜିଲା ସୀମାରେଖାର ବଇରାସରଠାରେ ପହଞ୍ଚିବା ପରେ କଂଗ୍ରେସ କର୍ମୀ ତାଙ୍କୁ…

ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା, ଜଣେ ପୁରୁଷ ଗୁରୁତର

ବଲାଙ୍ଗୀର,୧୦ା୨(ସୁନୀଲ କୁମାର ମହାନ୍ତି): ବେଲପଡ଼ା ଥାନା ଅନ୍ତର୍ଗତ କାନୁଟ ଗାଁରେ ଶନିବାର ଅପରାହ୍ନରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୫ ମହିଳା ଓ ଜଣେ ପୁରୁଷ ଗୁରୁତର ହୋଇଛନ୍ତି। କାନୁଟ ଗାଁର ଉପରପଡ଼ାର ଏକ ପରିବାରର ୫ ଜଣ ମହିଳା ଏବଂ ଜଣେ…

ନିଷ୍ପାପ ଶିଶୁର ତଣ୍ଟି କାଟିଦେଲା ମା’, ମେଡିକାଲରେ ଚାଲିଗଲା ଜୀବନ

ବଲାଙ୍ଗୀର, ୯/୨- (ସୁନୀଲ କୁମାର ମହାନ୍ତି) ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ଖଲିଆପାଲି ଗାଁରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ମହିଳା ନିଜ ଜନ୍ମ କଲା ୬ ମାସର ଶିଶୁପୁତ୍ରର ତଣ୍ଟି କାଟି ଦେବାରୁ…

ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ଟିଟିଲାଗଡ ଡାକ୍ତରଖାନାରେ ଉତ୍ତେଜନା

ଟିଟିଲାଗଡ,୮ା୨: ଗୁରୁବାର ଦିନ ଚିକିତ୍ସା ଅବହେଳା ହେତୁ ଜଣେ ମହିଳା ରୋଗୀଙ୍କ ମୃତ୍ୟୁ ଅଭିଯୋଗରେ ଟିଟିଲାଗଡ ସବ୍-ଡିଭିଜନାଲ ହସ୍ପିଟାଲରେ ପରିସରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ମୃତକଙ୍କ ନାମ ବୋଲାଙ୍ଗୀର ଜିଲାର ସିହିନୀ ଗାଁର ବିମଲ ଛତ୍ରଙ୍କ ପତ୍ନୀ ବିନୋଦିନି ବୋଲି…

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ

ବଲାଙ୍ଗୀର,୮ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ସଇଁତଳା ତହସିଲର ଅମିନ ନିର୍ମଳେନ୍ଦୁ କବି ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସଇଁତଳାର ନିରଞ୍ଜନ ସାହୁ ନିଜ ଜମି ମାପ ପାଇଁ ତହସିଲ କାର୍ଯ୍ୟାଳୟରେ ଆବେଦନ କରିଥିଲେ। ତହସିଲ ଅଫିସରେ କାର୍ଯ୍ୟରତ ଅମିନ ନିର୍ମଳେନ୍ଦୁ ୮୦୦୦ ଟଙ୍କା…

ଗୁହାଳ କଲେ: ପ୍ରାପ୍ୟ ପାଇଲେନି ଦୁଗ୍ଧଚାଷୀ

ଟିଟିଲାଗଡ଼, ୬ା୨ (ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକରେ ଦୁଗ୍ଧଚାଷୀଙ୍କୁ ପ୍ରୋତ୍ସାହନ ଦେବା ପାଇଁ ୨୦୨୧ ଜାନୁଆରୀ ମାସରେ ୨୧୦ଚାଷୀଙ୍କୁ ଗାଈ ଗୁହାଳ ନିର୍ମାଣ କରିବାକୁ କାର୍ଯ୍ୟାଦେଶ ଦିଆଯାଇଥିଲା। ଜିଲାପାଳ ତଥା ଓମଫେଡ କେବିଏନ ମହାପ୍ରବନ୍ଧକଙ୍କ ସୁପାରିଶରେ ଚାଷୀଙ୍କୁ ଧାର୍ଯ୍ୟ…

ଉଦ୍ଧାର ହୋଇ ବଲାଙ୍ଗୀର ଫେରୁଛନ୍ତି ଅଙ୍କିତା

ବଲାଙ୍ଗୀର/ବେଲପଡା, ୬ା୨ (ବୀରେନ୍ଦ୍ର କୁମାର ଝାଙ୍କର/ ମନୋଜ କୁମାର ମିଶ୍ର):ତେଲଙ୍ଗାନାର ଏକ ଇଟାଭାଟିରେ ୧୦ବର୍ଷର ଝିଅକୁ ବନ୍ଧକ ରଖାଯିବା ଏବଂ ବଲାଙ୍ଗୀର ଜିଲା ବେଲପଡା ଥାନା ସୁଲେକେଲା ଗାଁରେ ଅସୁସ୍ଥ ବାପାଙ୍କ ମୃତ୍ୟୁ ଖବର ସୋମବାର ଧରିତ୍ରୀ ପ୍ରଥମ ପୃଷ୍ଠାରେ ପ୍ରକାଶ…

ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ନିଯୁକ୍ତି ଲାଗି ଟଙ୍କା ଅସୁଲି: ୨ଜଣଙ୍କୁ ବାନ୍ଧିଲା ପୋଲିସ

ଟିଟିଲାଗଡ଼, ୪।୨(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ଲକ୍ଷ୍ମୀବସ୍‌ ଯୋଜନା ଆରମ୍ଭ ନ ହେଉଣୁ ନିଯୁକ୍ତି ନେଇ ଟଙ୍କା ଅସୁଲି ଚର୍ଚ୍ଚାର ବିଷୟ ହୋଇଛି। ଲକ୍ଷ୍ମୀବସ୍‌ରେ କଣ୍ଡକ୍ଟର ପଦରେ ନିଯୁକ୍ତି ନେଇ ଚାକିରି ଆଶାୟୀଙ୍କଠାରୁ ଟଙ୍କା ଅସୁଲ କରୁଥିବା ୨ଜଣଙ୍କୁ ଗିରଫ କରାଯାଇଛି।…

ଜରାଜୀର୍ଣ୍ଣ ଅବସ୍ଥାରେ ୨ମନ୍ଦିର

ଲୋଇସିଂହା,୪ା୨(ସୁଶାନ୍ତ ବାରିକ)ରାଜ୍ୟ ସରକାର ମଠ, ମନ୍ଦିର ଭଳି ଆଧ୍ୟାତ୍ମିକ ପୀଠର ରୂପାନ୍ତରୀକରଣ କରୁଛନ୍ତି। ଏଥିପାଇଁ ପର୍ଯ୍ୟାପ୍ତ ପରିମଣର ଅନୁଦାନ ଦିଆଯାଉଛି। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ଜଗନ୍ନାଥ ମନ୍ଦିର ଏବଂ ବାଦିମୁଣ୍ଡା ପଞ୍ଚାୟତ ମାହାରପାଲି ସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରକୁ…

ଭୋଜି ଖାଇ ଗାଁକୁ ଫେରୁଥିଲେ: ଓଲଟିଲା କାର୍‌

ସଇଁତଳା,୩।୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ଅର୍ନ୍ତଗତ କୁସମଖାଲ ଗ୍ରାମ ନିକଟରେ ଏକ କାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତି ହେଲେ…

ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ

ବଲାଙ୍ଗୀରି,୨।୨: ପ୍ରଥମ ସ୍ତ୍ରୀ ଥାଉ ଥାଉ ଦ୍ୱିତୀୟ ବିବାହ କରୁଥିଲେ ସ୍ୱାମୀ, ବିବାହ ମଣ୍ଡପରେ ପହଞ୍ଚି ବାହାଘର ଅଟକାଇଲେ ସ୍ତ୍ରୀ। ଏଭଳି ଏକ ନାଟକୀୟ ଘଟଣା ଗୁରୁବାର ଦିନ ବଲାଙ୍ଗୀର ଜିଲାର ପାଟଣାଗଡ଼ ସହରରେ ଦେଖିବାକୁ ମିଳିଛି। ଦ୍ୱିତୀୟ ଥର ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri