ବଲାଙ୍ଗୀର

ଟ୍ରକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଟିଟିଲାଗଡ଼, ୩୦।୧ (ଡି.ଏନ.ଏ.) -ବଲାଙ୍ଗୀର ଜିଲା ଟିଟିଲାଗଡ ସହରର ମଦଭାଟି ପଡାରେ ଶୁକ୍ରବାର ପୂର୍ବାହ୍ନରେ ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମୃତକ ମଦଭାଟି ପଡାର କୁମୁଦ ପାଢୀ (୫୪) ବୋଲି ଜଣାପଡିଛି। ଏନେଇ ସ୍ଥାନୀୟ...

ଉଦ୍‌ଘାଟନ ହେଉଛି, କାମରେ ଲାଗୁନି

କଣ୍ଟାବାଞ୍ଜି, ୨୯। ୧(ଡି.ଏନ.ଏ.): ସରକାରୀ ତହବିଲରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇ ନିର୍ମାଣ ହୋଇଛି କୋଠା। ଉଦ୍‌ଘାଟନ ବି ହୋଇଛି ବିଧିବଦ୍ଧଭାବେ। ହେଲେ କୌଣସି ନା କାୌଣସି କାରଣରୁ ଏହି ସବୁ କୋଠା ବିଭାଗର କୌଣସି କାମରେ ଆସୁନାହିଁ। ପରିତ୍ୟକ୍ତ...

ବଲାଙ୍ଗୀର ସଦର ବ୍ଳକ ପକ୍ଷରୁ ଗାଁକୁ ଚାଲ ଅଭିଯାନ

ବଲାଙ୍ଗୀର ଅଫିସ, ୨୮ା୧:  ବଲାଙ୍ଗୀର ସଦର ବ୍ଳକ୍‌ ପକ୍ଷରୁ ବୁଧବାର ଗାଁକୁ ଚାଲ ଅଭିଯାନର ଶୁଭାରମ୍ଭ କରାଯାଇଛି। ବ୍ଳକ ଅଧ୍ୟକ୍ଷ ଗୋଲାପ ବାଗ, ବିଡିଓ ବାସୁଦେବ ମହାପାତ୍ର ଓ ବିଭିନ୍ନ ବିଭାଗୀୟ ପ୍ରଶାସନ ଅଧିକାରୀମାନେ ବୈଦିପାଲି ପଞ୍ଚାୟତର ବରଗାଁକୁ ଯାଇ...

ଲୋକାର୍ପିତ ହେଲା ପାନୀୟ ଜଳ ପ୍ରକଳ୍ପ

ବଲାଙ୍ଗୀର ଅଫିସ, ୨୮ା୧:  ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର ସଦର ବ୍ଲକର ଖଲିଆପାଲି, କୁଟୁମଡୋଲା, ଚନ୍ଦନଭାଟ ପଞ୍ଚାୟତର ବିଭିନ୍ନ ଗଁା ଗସ୍ତ କରି ଲୋକମାନଙ୍କ ବିଭିନ୍ନ ଅଭିଯୋଗ ଶୁଣିଥିଲେ। ଏହି ଅବସରରେ ବିଧାୟକ ମିଶ୍ର କୁଟୁମଡୋଲା ପଞ୍ଚାୟତର ଦୁଆନପାଲିଠାରେ...

କ୍ଷମତାର ଅପବ୍ୟବହାର କରି ସରକାରଙ୍କୁ ଲୁଟୁଥିଲେ ସରପଞ୍ଚ

ଲୋଇସିଂହା,୨୭।୧: କ୍ଷମତାର ଅପବ୍ୟବହାର କରି ନିଜ ଦୁଇ ସମ୍ପର୍କୀୟଙ୍କ ନାଁରେ ୨ଟି ଗ୍ରାମୀଣ ଆବାସ ଘର ହାତେଇବା ବଲାଙ୍ଗୀର ସଦର ବ୍ଲକ ଲୋଇସିଂହା ଥାନା ଅନ୍ତର୍ଗତ ମନହୀରା ପଞ୍ଚାୟତର ସରପଞ୍ଚ ବ୍ରଜ ପୁଟେଲଙ୍କୁ ମହଙ୍ଗା ପଡିଛି। ପ୍ରଶାସନିକ ତଦନ୍ତ ପରେ...

ଲକ୍ଷାଧିକ ଟଙ୍କାର କଫ ସିରପ୍‌ ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ,୨୭।୧: ବଲାଙ୍ଗୀର-ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥର ବାରପୁଡଗିଆ ନିକଟରେ ଏକ ବେଆଇନ କଫ ସିରପ୍‌ ବୋଝେଇ ଗାଡ଼ି (ଓଡି୩୧-୦୭୮୬)କୁ ସଦର ଥାନା ପୋଲିସ ଜବତ କରିଛି। ଏହା ସହ ୨ ଜଣଙ୍କୁ ଗିରଫ କରିଛି। ଗିରଫ ଦୁଇ...

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ କୋର କମିଟି ଅଧ୍ୟକ୍ଷ

ବଲାଙ୍ଗୀର ଅଫିସ, ୨୬।୧: ବଲାଙ୍ଗୀର ଜିଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ ଜିଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେଶରୀୟା ହିନ୍ଦୁ ବାହିନୀର ରାଜ୍ୟ ମହାମନ୍ତ୍ରୀ ତଥା କୋର କମିଟି ଅଧ୍ୟକ୍ଷ ସନ୍ତୋଷ...

ସାଇକେଲରେ ବୁଲିଲେ ଉପଜିଲାପାଳ

ଟିଟିଲାଗଡ଼, ୨୪।୧: ସଡ଼କ ସରୁକ୍ଷା ସପ୍ତାହ ପାଳନ ଅବସରରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଉପଜିଲାପାଳ ସୌମେଶ ଉପାଧ୍ୟାୟ ସାଇକେଲରେ ବୁଲି ସଚେତନ ବାର୍ତ୍ତା ପ୍ରଦାନ କରିଛନ୍ତି। ତାଙ୍କ ସହ ସ୍ଥାନୀୟ ଅଞ୍ଚଳ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ସାମାଜିକ ସଂଗଠନ କର୍ମକର୍ତ୍ତା,...

ପାଣିମଡ଼ାକୁ କେନ୍ଦ୍ର କରି ଡବଲ ମର୍ଡର: ୫ ଅଟକ

ବଲାଙ୍ଗୀର ଅଫିସ,୨୪।୧: ଜରାସିଂହା ଗାଁରେ ଶନିବାର ସନ୍ଧ୍ୟାରେ ଜମିରେ ପାଣିମଡ଼ାକୁ କେନ୍ଦ୍ର କରି ସଂଘଟିତ ଡବଲ ମର୍ଡର ଘଟଣାରେ ପୋଲିସ ଅନୁସନ୍ଧାନ ଆରମ୍ଭ ପରେ ୫ ଜଣଙ୍କୁ ଅଟକ ରଖିଛି। ସଦର ଏସ୍‌ଡିପିଓ ଶ୍ରୀମନ୍ତ ବାରିକ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ...

ଗୋଷ୍ଠୀ ସଂଘର୍ଷରେ ୨ଜଣଙ୍କ ଜୀବନ ଗଲା

ବଲାଙ୍ଗୀର ଅଫିସ/ଦେଓଗାଁ, ୨୩।୧: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ଜରାସିଂହା ଗ୍ରାମରେ ଶନିବାର ଅପରାହ୍ନରେ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଜରାସିଂହା ହରିଜନପଡ଼ାର...

ବ୍ୟବସାୟୀଙ୍କ ଘରୁ ସୁନା ଅଳଙ୍କାର, ୬ ଲକ୍ଷ ଟଙ୍କା ଲୁଟ

ଖପ୍ରାଖୋଲ, ୨୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ଅଧୀନ ଶାନ୍ତିପୁର ଗାଁରେ ସଶସ୍ତ୍ର ଡକାୟତି ହୋଇଛି ା ଡକାୟତମାନେ ବ୍ୟବସାୟୀ ଆର୍ତ୍ତ ସାହୁଙ୍କ ଘରେ ପଶି ସୁନା ଅଳଙ୍କାର ଓ ନଗଦ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।...

ମାନବିକତା ଦେଖାଇଲେ ମନ୍ତ୍ରୀ: ଦୁର୍ଘଟଣାଗ୍ରସ୍ତ ମହିଳାଙ୍କୁ ପହଞ୍ଚାଇଲେ ଡାକ୍ତରଖାନାରେ

ସଇଁତଲା,୨୨।୧: ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଦୁର୍ଘଟଣାଗ୍ରସ୍ତ ଜଣେ ମହିଳାଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ସଇଁତଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣି ମାନବିକତା ଦେଖାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବଡ଼ମାଳ ଗୋଳାବାରୁଦ କାରଖାନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri