ବଲାଙ୍ଗୀର

ହାଇଭୋଲ୍‌ଟେଜ୍‌ ବିଦ୍ୟୁତ୍‌ ଟାଓ୍ବାରରେ ଚଢ଼ି ଯୁବକଙ୍କ ଉନ୍ମତ୍ତ କାଣ୍ଡ, ପ୍ରଶାସନକୁ କଲେ ନାକେଦମ୍‌

ବଲାଙ୍ଗୀର,୨୬ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅର୍ନ୍ତଗତ ଖମାରମୁଣ୍ଡା ଗାଁ ନିକଟ ଏକ ହାଇଭୋଲ୍‌ଟେଜ୍‌ ବିଦ୍ୟୁତ୍‌ ଟାଓ୍ବାର ଉପରକୁ ଗାଁର ସିଦ୍ଧେଶ୍ୱର ଭୋଇ (୩୨) ସକାଳ ୮ ରେ ଚଢ଼ି ଯାଇଥିଲେ। ଗାଁ ଲୋକେ ପୋଲିସକୁ ଖବର ଦେବା ପରେ…

ତେଲ ନଦୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଫୋନ୍ କରି କହିଥିଲେ…

ବଲାଙ୍ଗୀର,୨୫/୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷରା ଥାନା ଅନ୍ତର୍ଗତ ତୁଷରା’ର ଯୁବକ ଆସମାନ ଛତ୍ରିଆ (୧୯) ଙ୍କ ମୃତଦେହ ସୋମବାର ରାତିରେ ତେଲନଦୀ ବ୍ରିଜ ତଳୁ ଉଦ୍ଧାର କରାଯାଇଛି। ସୋମବାର ରାତିରେ ଜଣେ ଯୁବତୀ ମୃତ ଆସମାନଙ୍କ ଜଣେ ସମ୍ପର୍କୀୟଙ୍କୁ…

ପ୍ରୋସେଶନ ବେଳେ ବରଙ୍କୁ ଆକ୍ରମଣ ଉଦ୍ୟମ, ସୁପାରି କିଲରଙ୍କୁ ନିର୍ଧୂମ ଛେଚି ପୋଲିସ ଜିମାଦେଲେ ଗାଁ ଲୋକେ

ବଲାଙ୍ଗୀର,୨୪ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବାବେଜୁରୀ ଗାଁରେ ବାହାଘର ହେବାର ଥିଲା। ଗାଈବାହାଲ ଗାଁର ରାଜକୁମାର ପ୍ରଧାନ ବର ସାଜି ବାବେଜୁରୀ ଗାଁକୁ ବରଯାତ୍ରୀରେ ଯାଇଥିଲେ। ଏହି ସମୟରେ ୧୦ ଜଣ ଯୁବକ ନିଶାସକ୍ତ ଅବସ୍ଥାରେ ମରଣାସ୍ତ୍ର ଧରି…

ବୋହୂଙ୍କ ଝୁଲନ୍ତା ମୃତଦେହ ଦେଖି ଟଳିପଡ଼ିଲେ ଶାଶୁ

ବଲାଙ୍ଗୀର,୨୪ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗର ପଡ଼ାରେ ଅଭାବନୀୟ ଘଟଣା ଘଟିଛି। ଜଣେ ବୋହୂଙ୍କ ଝୁଲନ୍ତା ମୃତଦେହ ଦେଖି ଘଟଣାସ୍ଥଳରେ ଟଳିପଡ଼ିଛନ୍ତି ଶାଶୁ। ମୃତ ବୋହୂ ଆନନ୍ଦିନୀ ସାହୁ ଏବଂ ଶାଶୁଙ୍କ ନାଁ ଜମ୍ବୁବତୀ ସାହୁ। ବୋହୁ ଆନନ୍ଦିନୀଙ୍କ ମୃତଦେହ ଘରୁ…

ଦରମା ନ ପାଇ ମୂଲ ଲାଗିବାକୁ ଛୁଟି ମାଗିଥିଲେ ଶିକ୍ଷକ, ଖବର ପ୍ରସାରଣ ପରେ ମିଳିଲା ଦରମା

ବଲାଙ୍ଗୀର,୨୨ା୨(ବୀରେନ୍ଦ୍ର କୁମାର ଝାଙ୍କର): ୩ ମାସ ହେଲା ଦରମା ମିଳୁ ନ ଥିବାରୁ ଜଣେ ସହକାରୀ ଶିକ୍ଷକ ମୂଲ ଲାଗିବାକୁ ଯିବେ ବୋଲି ପ୍ରଧାନଶିକ୍ଷକଙ୍କୁ ଛୁଟି ଦରଖାସ୍ତ ଦେବା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଖବର ପ୍ରସାରଣ ପରେ…

୩ ମାସ ଧରି ଦରମା ନପାଇ ଅସହାୟ ଶିକ୍ଷକ: ମଜୁରୀ ଲାଗିବାକୁ ମାଗିଲେ ଛୁଟି

ବଲାଙ୍ଗୀର,୨୦।୨: ଏକ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଘଟଣାରେ, ଓଡ଼ିଶାର ବଲାଙ୍ଗୀର ଜିଲାର ଏକ ସରକାରୀ ସ୍କୁଲର ଜଣେ ଶିକ୍ଷକ ଗତ ତିନି ମାସ ଧରି ଦରମା ନପାଇବାରୁ ଶ୍ରମିକ ଭାବରେ କାମ କରିବା ପାଇଁ ଗୋଟିଏ ଦିନ ପାଇଁ ଛୁଟି ମାଗିଥିବା ଜଣାପଡ଼ିଛି।…

ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଶେଷ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

ପାଟଣାଗଡ଼,୧୬ା୨(ସଚ୍ଚିଦାନନ୍ଦ ମହାକୁର): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଶନିବାର ସାକ୍ଷ୍ୟ ଗ୍ରହଣ ଶେଷ ହୋଇଛି। ଶେଷ ସାକ୍ଷୀ ଭାବେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସ୍‌ପି ତଥା ତଦନ୍ତକାରୀ ଅଧିକାରୀ ଅନିଲ କୁମାର ଦାସଙ୍କ ଶନିବାର ରାତିରେ ସାକ୍ଷ୍ୟ ଗ୍ରହଣ…

ମହରଗିଙ୍କ ପରିବାରକୁ ମିଳିଲା ପିଡିଏସ୍‌ ଚାଉଳ: ଖୁବଶୀଘ୍ର ମିଳିବ ଭତ୍ତା, ଘର

ଲୋଇସିଂହା,୧୪।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବେନ୍ଦ୍ରା ପଞ୍ଚାୟତ ବେନ୍ଦ୍ରା ସଦର ଗ୍ରାମର ମହରଗି ଭୂଏ(୬୦)। ଦୀର୍ଘବର୍ଷ ହେଲା ତାଙ୍କ ସ୍ବାମୀ ଆରପାରିକୁ ଚାଲି ଯାଇଥିବା ବେଳେ ଅର୍ଥ ଅଭାବରୁ ଠିକ ସମୟରେ ଚିକିତ୍ସା କରି ନ ପାରି ଦୁଇପୁଅଙ୍କୁ ହରାଇଛନ୍ତି।…

ଗେଷ୍ଟ୍‌ ହାଉସ୍‌ରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଜଣେ ଯୁବତୀଙ୍କ ସହ ୩ ଗ୍ରାହକଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୩ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ସହର ଭିତରେ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଜେନ୍ଦ୍ର ପାର୍କ ନିକଟରେ ଥିବା ତିରୁପତି ଗେଷ୍ଟ ହାଉସ୍‌ରେ ସେକ୍ସ ର଼୍ୟାକେଟ୍‌ ଚାଲିଥିବା ନେଇ ଖବର ପାଇଥିଲା ଟାଉନ ଥାନା ପୋଲିସ। ଏକ ସ୍ବତନ୍ତ୍ର ଟିମ୍‌ ଗେଷ୍ଟ୍‌ ହାଉସ୍‌…

ତାମିଲନାଡୁ ଦାଦନ ଖଟିବାକୁ ଯାଇ ବାପା ଓ ପୁଅ ମୃତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭୁବନେଶ୍ୱର, ୯ା୨: ଏକ ଦୁଃଖଦ ଘଟଣା ଯାହା ଓଡିଶାର ପ୍ରବାସୀ ଶ୍ରମିକଙ୍କ ଦୁର୍ବଳତାକୁ ପୁନର୍ବାର ଉନ୍ମୋଚନ କରିଛି। ବଲାଙ୍ଗିରର ଜଣେ ବ୍ୟକ୍ତି ଏବଂ ତାଙ୍କ ପୁଅ ତାମିଲନାଡୁରେ ସନ୍ଦେହଜନକ ପରିସ୍ଥିତିରେ ମୃତ ଅବସ୍ଥାରେ ମିଳିଛନ୍ତି। ମୃତକଙ୍କ ନାମ ଅଭିରାମ କଟା ଏବଂ…

ଚେକିଂ ବେଳେ ପୋଲିସକୁ ସଂଘବଦ୍ଧ ଆକ୍ରମଣ

ଲୋଇସିଂହା,୮।୨(ସୁଶାନ୍ତ ବାରିକ):ଗୁରୁବାର ରାତିରେ ବଲାଙ୍ଗୀର ଜିଲା ଆଗଲପୁର ପୋଲିସ ପକ୍ଷରୁ ଏମଭିଆଇ ଚେକିଂ ବେଳେ କେତେଜଣ ବ୍ୟକ୍ତି ପୋଲିସକୁ ସଂଘବଦ୍ଧ ଆକ୍ରମଣ କରିଥିବା ଜଣାଯାଇଛି। ଏଥିରେ ୨ ଜଣ ପୋଲିସ କର୍ମଚାରୀ ମୁନା ନାଏକ ଓ ବନବିହାରୀ ପଟେଲ ଗୁରୁତର ହୋଇଛନ୍ତି।…

ମନ୍ତ୍ରୀଙ୍କ ପାଖ ଲୋକ କହି ଟଙ୍କା ଠକିନେବା ଘଟଣା: ଧରାପଡ଼ିଲେ ଅଭିଯୁକ୍ତ

ଲୋଇସିଂହା,୩।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଆଗଲପୁର ବ୍ଲକ ନଅଗାଁ (ଖ)ପଞ୍ଚାୟତ ଅଞ୍ଚଳର ଜଣେ ଯୁବକ କେତେଜଣ ମନ୍ତ୍ରୀଙ୍କ ପାଖ ଲୋକ କହି ବିଭିନ୍ନ କ୍ଷେତ୍ରରେ ଚାକିରି କରାଇ ଦେବା,ବଦଳି ଓ ଚାକିରିକୁ ନିୟମିତ କରିବା ପାଇଁ ପ୍ରଲୋଭନ ଦେଖାଇ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?