ଜିଲା ସଂସ୍କୃତି ଭବନ ଉଦ୍ଘାଟନ ବେଳେ ବିଜେଡି-କଂଗ୍ରେସ ମୁହାଁମୁହିଁ
ବଲାଙ୍ଗୀର ଅଫିସ, ୧୮ା୨: ବଲାଙ୍ଗୀର କୋଶଳ କଳାମଣ୍ଡଳ ପରିସରରେ ଶୁକ୍ରବାର ଜିଲା ସଂସ୍କୃତି ଭବନ ନବୀକରଣ ଏବଂ ଲୋକାର୍ପଣ ସମାରୋହ ଚାଲିଥିବାବେଳେ ବିଜେଡି ଏବଂ କଂଗ୍ରେସ କର୍ମୀ ମୁହଁାମୁହିଁ ହୋଇଥିଲେ। ଅତିଥିଭାବେ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ରୋହିତ ପୂଜାରୀ, ରାଜ୍ୟ...
ହାତଗଣ୍ଠି ପରେ କନ୍ୟା ଫେରାର: ଶିଶୁପାଳ ହୋଇ ଫେରିଲେ ବର
ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହର ବ୍ରାହ୍ମଣପଡ଼ାରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହ ବେଦୀରେ ବସି ବୈଦିକ ରୀତିରେ ବିବାହ କରିବା ପରେ ନବବଧୂ ପ୍ରେମିକ ସହ ଚମ୍ପଟ ମାରିବା ଘଟଣା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।...
ରାସ୍ତାକଡ଼ରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଟିଟିଲାଗଡ,୧୭।୨(ଡି.ଏନ.ଏ.): ରେହେନଭଟା ଗ୍ରାମ ନିକଟରେ ଟିଟିଲାଗଡକୁ ଯାଉଥିବା ରାସ୍ତାକଡ଼ରେ ଶୁକ୍ରବାର ପୋଲିସ ଏକ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି । ସେ ହେଲେ ଟିଟିଲାଗଡ଼ ଥାନା ଅନ୍ତର୍ଗତ ପିଟାପଡାର ସୁରେଶ ଘିବେଲାଙ୍କ ପୁଅ ନଟୁ ଘିବେଲା(୨୩ )। ମୃତଦେହ ନିକଟରେ...
ଅପରାଧୀଙ୍କୁ ସାବାଡ଼ କରିବ ମିଶନ୍ ବୁଲ୍ଡୋଜର
ବଲାଙ୍ଗୀର ଅଫିସ,୧୭ା୨: ବଲାଙ୍ଗୀର ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ପୋଲିସ ଏବେ ଏକ ନୂଆ ପ୍ରୟୋଗ ଆରମ୍ଭ କରିଛି। ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ଼ କରିବା ପାଇଁ ପୋଲିସ ଚଳାଇଛି ମିଶନ୍ ବୁଲଡୋଜର। ଗୁରୁବାର ଚତୁର୍ଥଦିନରେ ପୋଲିସ ଅଭିଯୁକ୍ତ ଶ୍ରୀପତି ସିଂଙ୍କ...
ଅଭିଯୁକ୍ତଙ୍କ ଆଡ୍ଡାସ୍ଥଳୀରେ ଚଢୁଛି ବୁଲଡୋଜର
ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ସହର ମାଲଗୋଦାମପଡା ଠାରେ ବୁଧବାର ଅପରାହ୍ଣରୁ ପୋଲିସ ଏବଂ ପ୍ରଶାସନିକ ଟିମ୍ କେତେଜଣ ଅସାମାଜିକ ବ୍ୟକ୍ତିଙ୍କ ଘର ଉଚ୍ଛେଦ କାର୍ଯ୍ୟ ଜାରି ରଖିଛନ୍ତି। ମାଲଗୋଦାମପଡାର ତେଜରାଜ ନନ୍ଦ, ନିରୋଜ ହରପାଲ ଏବଂ ସଞ୍ଜୟ ତାଣ୍ଡିଙ୍କ ଘରକୁ...
କେନ୍ଦ୍ର ବିରୋଧରେ ଗର୍ଜିଲା ବିଜେଡି
ବଲାଙ୍ଗୀର ଅଫିସ,୧୬ା୨: ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଜିଲା ବିଜେଡି ପକ୍ଷରୁ ଧାରଣା ଦିଆଯାଇ କେନ୍ଦ୍ର ସରକାରଙ୍କ ଗରିବ ବିରୋଧୀ ନୀତିକୁ କଡ଼ା ସମାଲୋଚନା କରାଯାଇଥିଲା। ଓଡ଼ିଶାର ଗରିବ ଲୋକଙ୍କ ପିଡିଏସ୍ ଚାଉଳ କାଟିବା ପ୍ରତିବାଦରେ ବିଜେଡି ପକ୍ଷରୁ...
ଚୁକ୍ତିଭିତ୍ତିକ ଶିକ୍ଷକ ପଦବୀ ଉଚ୍ଛେଦ ଦାବି
ବଲାଙ୍ଗୀର ଅଫିସ,୧୫ା୨: ଓଡ଼ିଶା ସରକାରୀ ହାଇସ୍କୁଲ ଏନ୍ପିଏସ୍ ଶିକ୍ଷକ ସଂଘ ଜିଲା ପକ୍ଷରୁ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ରାଜ୍ୟ ସରକାର ଘୋଷିତ ‘ରିପିଲ ଆଣ୍ଡ୍ ସ୍ପେଶାଲ ପ୍ରୋଭିଜନ ରୁଲ୍ସ’ ୨୦୨୨ କାର୍ଯ୍ୟକାରୀ କରିବା ଦାବି ନେଇ...
ଛାତ୍ରଙ୍କ ତଣ୍ଟିକଟା ଘଟଣାକୁ ନେଇ କ୍ୟାମ୍ପସରେ ଅଶାନ୍ତି
ବଲାଙ୍ଗୀର ଅଫିସ,୧୦ା୨: ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଜଣେ ଦୁର୍ବୃତ୍ତ ବ୍ଲେଡ୍ରେ ଦୁଇ ଜଣ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାକୁ ନେଇ ଶୁକ୍ରବାର ଛାତ୍ର ଅଶାନ୍ତି ଦେଖାଯାଇଛି। ବିଶ୍ବବିଦ୍ୟାଳୟ ମୁଖ୍ୟ ଫାଟକକୁ ବନ୍ଦ କରି ଛାତ୍ରମାନେ ଆନ୍ଦୋଳନ କରୁଛନ୍ତି। ଗୁରୁବାର ଦୁଇଜଣ...
ବଜେଟ ଘୋଷଣା ଅଧିକ, ଖର୍ଚ୍ଚ କମ୍
ବଲାଙ୍ଗୀର ଅଫିସ,୧୦ା୨: ବହୁପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ ସମଗ୍ର ଦେଶର ଏକ ବିଳମ୍ବିତ ପ୍ରକଳ୍ପ ଭାବେ ପରିଗଣିତ। ସରକାରୀ ଅବହେଳାର ଏହା ଏକ ଚରମ ନମୂନା। ତେବେ ସରକାରୀ ଅବହେଳା ଏଯାଏ ବନ୍ଦ ହୋଇନାହିଁ। ବରଂ ଏବେ ଏକ ନୂଆ ରୂପରେ...
ଯୁବକଙ୍କ ଉନ୍ମତ୍ତକାଣ୍ଡ:ବ୍ଲେଡ୍ରେ ଦୁଇ ଛାତ୍ରଙ୍କୁ କାଟିଲେ, ସେଲ୍ଫି ନେଲେ
ବଲାଙ୍ଗୀର ଅଫିସ, ୧୦ା୨: ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଦୁଇ ଛାତ୍ରଙ୍କୁ ଜଣେ ପୁରାତନ ଛାତ୍ର ବ୍ଲେଡ୍ରେ କାଟିବା ପରେ ସେଲ୍ଫି ନେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ସିମ୍ରନ୍ ନାମକ ଜଣେ ପୂର୍ବତନ ଛାତ୍ର ହଷ୍ଟେଲରେ ରହୁଥିବା ଯୁକ୍ତ ୩ ପ୍ରଥମ...
ବସ୍ ଧକ୍କାରେ ସ୍ବାମୀ ମୃତ: ସ୍ତ୍ରୀ, ୨ ଝିଅ ଗୁରୁତର
ଦେଓଗାଁ,୯ା୨(ଡି.ଏନ୍.ଏ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅଧୀନ ୨୬ ନମ୍ବର ଜାତୀୟ ରାଜପଥରେ ଗୁରୁବାର ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଟିଟିଲାଗଡ଼ର ସରୋଜ ପଶାୟତ। ଅପରାହ୍ନରେ...
ଆଦାନୀ ଗ୍ରୁପ୍ର ରାଷ୍ଟ୍ର ବିରୋଧୀ କାର୍ଯ୍ୟ ନେଇ କଂଗ୍ରେସର ଗଣବିକ୍ଷୋଭ
ବଲାଙ୍ଗୀର ଅଫିସ,୬ା୨: ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆଦାନୀ ଗ୍ରୁପର ଜାଲିଆତି ଓ ରାଷ୍ଟ୍ର ବିରୋଧୀ କାର୍ଯ୍ୟ ବିରୋଧରେ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ...
Archives


