ବଲାଙ୍ଗୀର

ଏକଦିବସୀୟ କ୍ରିକେଟ: ପୁଲସଖଣ୍ଡ ଚାମ୍ପିୟନ

ଦେଓଗାଁ,୧୪ା୧୨(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଦେଓଗାଁ ନେହେରୁ ଖେଳ ପଡିଆରେ ରବିବାର ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି ା ଶିରିଶ ଓ ପୁଲସଖଣ୍ଡ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା ା ଶିରିଶ ଦଳ ପ୍ରଥମେ...

‘ଗନ୍ଧରେଲ ପ୍ରକଳ୍ପକୁ ପର୍ଯ୍ୟଟନସ୍ଥଳୀ ଭାବେ ବିକାଶ କରାଯିବ’

ବଲାଙ୍ଗୀର ଅଫିସ, ୧୪ା୧୨: ବଲାଙ୍ଗୀର ସହର ସନ୍ନିକଟ ଗନ୍ଧରେଲ ପାହାଡ ପାଦଦେଶରେ ଥିବା ଗନ୍ଧରେଲ ଜଳ ପ୍ରକଳ୍ପକୁ ଆଗାମୀ ଦିନରେ କିଭଳି ଏକ ପର୍ଯ୍ୟଟନସ୍ଥଳୀଭାବେ ବିକଶିତ କରାଯିବ ସେନେଇ ପଦକ୍ଷେପ ନିଆଯିବ। ରବିବାର ଗନ୍ଧରେଲ ପ୍ରକଳ୍ପ ଅଞ୍ଚଳକୁ ପରିଦର୍ଶନରେ ଯିବା...

ପାଣି ପାଇଁ ହଟହଟା ଖୋଲାଗଡ଼ ଗ୍ରାମବାସୀ

ଖପ୍ରାଖୋଲ, ୧୩ା୧୨(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ଅନ୍ତର୍ଗତ ଖୋଲାଗଡ ଗାଁରେ ଦେଖାଦେଇଛି ପାନୀୟ ଜଳ ସମସ୍ୟା। ଗାଁରେ ଥିବା ୪ଟି ନଅକୂପରୁ ତିନୋଟି ଦୁଇମାସ ହେଲା ଅଚଳ ହୋଇପଡିଛି। ଅନ୍ୟ ନଳକୂପରେ ସୋଲାର ପମ୍ପ ଲଗାଯାଇଥିଲେ...

ବାଇକ୍‌କୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ପାଟଣାଗଡ଼,୧୨।୧୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ କୁତମୁଣ୍ଡା ଗ୍ରାମ ନିକଟରେ ଶନିବାର ସକାଳେ ଏକ ବୋଲେରୋ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ଜଣେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ସୁନାମୁଦି...

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି...

ବୁଧୁରାମଙ୍କୁ ମିଳିନି ଭିନ୍ନକ୍ଷମ ଭତ୍ତା

ଲୋଇସିଂହା, ୧୧।୧୨(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ସୁଦାମପାଲିର ବୁଧୁରାମ ଭୁଏ(୪୮)। ଜନ୍ମରୁ ସେ ଭିନ୍ନକ୍ଷମ। ଡାହାଣ ଗୋଡ଼ ପୋଲିଓ ଗ୍ରସ୍ତ। ବାପା ଦୁର୍ଜନ ଭୁଏଙ୍କ ପରଲୋକ ହୋଇଯାଇଛି। ବଡଭାଇ ପରିବାର ସହ ବାହାରେ ରହୁଛନ୍ତି। ଏବେ...

ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା

ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ...

ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ

ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍‌.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ ହିଁ ପ୍ରେରଣାର ଉତ୍ସ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷୟିତ୍ରୀ ସୁଜାତା...

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି। ରାୟପୁରରୁ ଡାଲି ଜାତୀୟ ସାମଗ୍ରୀ ନେଇ ବଲାଙ୍ଗୀର ଆସୁଥିବା ଏହି ଟ୍ରକ୍‌ର...

ଅବ୍ୟବସ୍ଥା ଘେରରେ ଭାଲିଆମୁଣ୍ଡା ସାପ୍ତାହିକ ବଜାର: ବ୍ୟବସାୟୀ ବସିବାକୁ ନାହିଁ ଆବଶ୍ୟକ ପିଣ୍ଡି

ଲୋଇସିଂହା,୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ସପ୍ତାହିକ ବଜାର ଅବ୍ୟବସ୍ଥା ଘେରରେ ରହିଛି। ବଜାରରେ ବ୍ୟବସାୟୀମାନେ ବିକ୍ରିବଟା କରିବା ଲାଗି ପିଣ୍ଡିର ଅଭାବ ରହିଛି। ପିଇବା ପାଣିର ବ୍ୟବସ୍ଥା ନାହିଁ। ଏହି ବଜାରରୁ ଭଲ ରାଜସ୍ବ ଆଦାୟ ହେଉଥିବାବେଳେ...

ଗୀତିକାର ନେତ୍ରାନନ୍ଦ ବାରିକଙ୍କ ପରଲୋକ

ବଲାଙ୍ଗୀର ଅଫିସ, ୬ା୧୨-ବିଶିଷ୍ଟ ଅଭିନେତା ତଥା ବହୁ ଲୋକପ୍ରିୟ ଗୀତର ସ୍ରଷ୍ଟା ନେତ୍ରାନନ୍ଦ ବାରିକ (୬୮)ଙ୍କ ରବିବାର ଅପରାହ୍ନରେ ତାଙ୍କ ବଲାଙ୍ଗୀର ସଦର ବ୍ଲକ ଖୁଜେନ୍‌ପାଲି ବାସଭବନରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ ଥିଲେ। ତାଙ୍କ ମୃତ୍ୟୁ...

ବୋଲେରୋ ଧକ୍କାରେ ଜଳିଗଲା ବାଇକ୍‌: ସ୍ବାମୀ, ସ୍ତ୍ରୀ ଓ ପୁଅ ମୃତ

ବଲାଙ୍ଗୀର ଅଫିସ/ଗୁଡଭେଲା, ୪ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା-ଦେଉଳଗୁଡି ମୁଖ୍ୟରାସ୍ତାର ଜମ୍ଭେଲ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସାଢ଼େ ୨ଟାରେ ଏକ ବୋଲେରୋ ଗାଡ଼ି ସାମ୍ନାପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ବାଇକ୍‌ ସମ୍ପୂର୍ଣ୍ଣ ଜଳିଯିବା ସହ ଏହି ମର୍ମନ୍ତୁତ ଦୁର୍ଘଟଣାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri