୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍: ମାଡ଼ିବସିଲା ବନ ବିଭାଗ
ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ ଧରାପଡିଛନ୍ତି ଏକ ଗ୍ୟାଙ୍ଗ। ବଜ୍ରକାପ୍ତା ଚୋରା ଚାଲାଣ ହେଉଥିବା ନେଇ ଟିଟିଲାଗଡ଼ ବନାଞ୍ଚଳ ଅଧିକାରୀ…
ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସାକ୍ଷୀ ଦେଇପାରନ୍ତି। ବୋଥ୍ରା ଉକ୍ତ ଘଟଣାର ସମସ୍ତ ଭିଡିଓ ଡିସ୍ପ୍ଲେ କରିପାରନ୍ତି…
ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ
ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ ଭାଜପା ଦଳର ଏମ୍ପିମାନେ ପ୍ରତିରୋଧ କରିବା ଅଭିଯୋଗ ନେଇ ଶୁକ୍ରବାର ବଲାଙ୍ଗୀର ଜିଲାପାଳଙ୍କ…
ଟିକେଟ୍ ଯାଞ୍ଚ କରୁଥିବାବେଳେ ହଠାତ୍ ଟଳିପଡ଼ିଲେ ଟିଟିଇ, ଜିଆରପି ପହଞ୍ଚିଲା ବେଳକୁ…
ଟିଟିଲାଗଡ଼,୨୦ା୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନ୍ଦେ ଭାରତ ଏକ୍ସପ୍ରେସରୁ ଶୁକ୍ରବାର ଜଣେ କାର୍ଯ୍ୟରତ ଟିଟିଇଙ୍କ ମୃତଦେହ ଜବତ କରିଛି ଟିଟିଲାଗଡ଼ ଜିଆରପି। ଟିଟିଇ ଜଣକ ଛତିଶଗଡ଼ ଅଞ୍ଚଳର ରାଜେନ୍ଦ୍ର କୁମାର ନିର୍ମଳ କର ବୋଲି ଜଣାପଡ଼ିଛି। ପ୍ରତ୍ୟେକ ଦିନ ଭଳି…
ମୁଣ୍ଡରେ ବ୍ୟାଣ୍ଡେଜ୍, ହାତରେ ଭେନ୍ଫ୍ଳୋନ୍: ହସ୍ପିଟାଲ ଦେବଦାରୁ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ବଲାଙ୍ଗୀର, ୧୭।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସିଟି ସ୍କାନ ୱାର୍ଡ ପଛପଟେ ଥିବା ଏକ ଦେବଦାରୁ ଗଛରେ ଯୁବକ ଝୁଲିପଡ଼ିଥିବା ଦେଖିବାକୁ ମିଳିଛି। ମଙ୍ଗଳବାର ସକାଳୁ…
ଜାଲ୍ ଜାତି ପ୍ରମାଣପତ୍ର ବାତିଲ ଦାବି : ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ରାସ୍ତାରୋକୋ
ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇ ଏକ ନିର୍ଦ୍ଦିଷ୍ଟ ଜାତିକୁ ଆଦିବାସୀ ତାଲିକାରୁ ହଟାଇବାକୁ ଦାବି କରାଯାଇଛି। ଆଦିବାସୀ କଲ୍ୟାଣ ସଂଘ ସଦସ୍ୟମାନେ…
ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ
ବଲାଙ୍ଗୀର,୧୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ…
ଇଜିପ୍ଟ ଅନ୍ତର୍ଜାତୀୟ ପ୍ରଦର୍ଶନୀରେ ଅଶ୍ୱିନୀ-ଅବନୀଙ୍କ କ୍ୟାରିକେଚର
ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଇଜିପ୍ଟର ଗିଜା ପ୍ରାନ୍ତରେ ଅବସ୍ଥିତ ପ୍ରସିଦ୍ଧ ଅହମଦ ସୌକି ମ୍ୟୁଜିୟମର କର୍ମା ଇବନ୍ ହେନୀ ସଂସ୍କୃତି କେନ୍ଦ୍ରଠାରେ ଆୟୋଜିତ ‘ସାଦି ଇନ୍ ଦ ଆଏଜ୍ ଅଫ୍ ଦ ୱାର୍ଲଡ୍’ ଅନ୍ତର୍ଜାତୀୟ କ୍ୟାରିକେଚର ଏକ୍ଜିବିଶନ୍ରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ…
ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଗୁରୁତର
ବଲାଙ୍ଗୀର, ୧୫।୧୨: (ସୁନିଲ ମହାନ୍ତି) ବଲାଙ୍ଗୀର ସହର ଉପକଣ୍ଠ ପଥରଚେପା ଠାରେ ଶନିବାର ରାତିରେ ଦୁଇ ପରିବାର ମଧ୍ୟରେ ସଂଘର୍ଷ ରୁ ୪ ଜଣ ଗୁରୁତର ହୋଇଛନ୍ତି । ଏହି ସଂଘର୍ଷରେ ଏକ ଘର ଜଳି ଯାଇଛି । ସମସ୍ତ ଗୁରୁତରଙ୍କୁ…
ଟିକସ ଫାଙ୍କି କରାଯାଉଛି ଜମି ରେଜେଷ୍ଟ୍ରି : ମାଲାମାଲ କର୍ମଚାରୀ
ବଲାଙ୍ଗୀର,୧୪ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରରେ ଏବେ ସରକାରୀ ଟିକସ ଫାଙ୍କି ପାଇଁ ନୂଆ ତରିକାରେ ଜମି ରେଜେଷ୍ଟ୍ରି କରାଯାଉଥିବା ଜଣାପଡିଛି। ଏଥିରେ ରାଜସ୍ବ ବିଭାଗ ଏବଂ ସବ୍ରେଜେଷ୍ଟ୍ରି ଅଫିସର କେତେଜଣ ଅଧିକାରୀ ଓ କର୍ମଚାରୀ ମାତିଥିବା ଜଣାପଡିଛି। ପ୍ଲଟ୍ ରେଜେଷ୍ଟ୍ରି ପାଇଁ…
ସ୍ତ୍ରୀଙ୍କୁ ଜୀବନରୁ ମାରିଦେବକୁ ସଡଯନ୍ତ୍ର କରିଥିଲେ କନଷ୍ଚେବଳ ସ୍ବାମୀ, ଆଜିବି…
ବଲାଙ୍ଗୀର,୧୪।୧୨: ନୃଶଂସ ସ୍ବାମୀ, ସ୍ତ୍ରୀଙ୍କୁ ଜୀବନରୁ ମାରିଦେବାକୁ କରିଥିଲେ ଉଦ୍ୟମ। ଏଭଳି ସାଂଘାତିକ ଅଭିଯୋଗ ଆସିଛି ଜଣେ ପୋଲିସ କର୍ମଚାରୀଙ୍କ ବିରୋଧରେ । ନିଜ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଫେରାର ଅଛନ୍ତି ସ୍ବାମୀ । ଗତ ସୋମବାର ବଲାଙ୍ଗୀର ସହରରେ…
ବାଇକ୍କୁ ପଛପଟୁ ଧକ୍କାଦେଲା ଅଜଣାଗାଡ଼ି, ଚାଲିଗଲା ଦୁଇ ଯୁବକଙ୍କ ଜୀବନ
ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥର ସାଲେଭଟା ଅଙ୍ଗ ନଦୀ ପୋଲ ଉପରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ୍ୟୁବରଣ କରିଛନ୍ତି। ମୃତ ଦୁଇ ବାଇକ୍ ଆରୋହୀ ହେଲେ ସୁବର୍ଣ୍ଣପୁର…

