ଯନ୍ତ୍ରୀ ରହୁନାହାନ୍ତି, ପିଅନ ଶୁଣୁଛନ୍ତି ଲୋକଙ୍କ ଅଭିଯୋଗ
ଭବାନୀପାଟଣା,୯।୧୧(ଉତ୍ତମ କୁମାର ଦାଶ): ଜନକେନ୍ଦ୍ରିକ ଶାସନ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ୫-ଟି ଅନ୍ତର୍ଗତ ମୋ ସରକାର ଭଳି ଏକ ଅଭିନବ ଓ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିରେ ସରକାରୀ କାର୍ଯ୍ୟାଳୟକୁ ବିଭିନ୍ନ ସେବା ପାଇଁ ଆସୁଥିବା…
ଫେଲ୍ ମାରିଛି ମିଶନ ଉଦ୍ଧାର-୨: ଏବେ ବି ଦାଦନ ଖଟିବାକୁ ଯାଉଛନ୍ତି…
ଲାଠୋର,୯ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଇଥାନ୍ତି। ଅନେକ ସେଠାରେ ନିର୍ଯାତନାର ଶିକାର ହୋଇଥାନ୍ତି। ଏପରିକି କେତେକ ଅକର୍ମଣ୍ୟ ଅଥବା ଜୀବନ ହରାଇଥାନ୍ତି। ଏମ୍ଜିଏନ୍ଆର୍ଇଜିଏସ୍ ଓ ଅନ୍ୟାନ୍ୟ କର୍ମଭିତ୍ତିକ…
ଜାଲ୍ ସାର୍ଟିଫିକେଟ ମାମଲାରେ ଗିରଫ ହେଲେ ପ୍ରଧାନଶିକ୍ଷକ
ବଲାଙ୍ଗୀର,୮ା୧୧(ସୁନୀଲ କୁମାର ମହାନ୍ତି): ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଳକ ଡଙ୍ଗାପଦର ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ୟାମସୁନ୍ଦର ପ୍ରଧାନଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାଁରେ ପୂର୍ବରୁ ଅଭିଯୋଗ…
ଫସଲ ବୀମା ନାଁରେ ଦୁର୍ନୀତି
ବଲାଙ୍ଗୀର,୭ା୧୧ (ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା(ପିଏମ୍ଏଫ୍ବିଓ୍ବାଇ) ନାଁରେ ଏକ ବଡ଼ଧରଣର ଅନ୍ଲାଇନ୍ ଠକେଇର ପର୍ଦ୍ଦାଫାଶ ହୋଇଛି। ଚାଷୀଙ୍କ ଜମିପଟ୍ଟା ଓ ଅନ୍ୟାନ୍ୟ କାଗଜପତ୍ର ଚଞ୍ଚକତା କରି ୧୦କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଫସଲ ବୀମା ହଡ଼ପ ଯୋଜନା…
କମୁନି ଦାଦନ ଶ୍ରମିକ ଚାଲାଣ
କଣ୍ଟାବାଞ୍ଜି/ଖପ୍ରାଖୋଲ,୬ା୧୧ (ଗୁରୁଦୟାଲ ହଂସ/ଅଭୟ ତ୍ରିପାଠୀ): ସମସ୍ତ ପ୍ରକାର କର୍ମାଭିମୁଖୀ ଯୋଜନା ଓ ସଚେତନତା ସତ୍ତ୍ୱେ ବଲାଙ୍ଗୀର ଜିଲାରୁ ଦାଦାନ ଶ୍ରମିକ ଚାଲାଣ ଚାଲୁ ରହିଛି। ଶନିବାର ବିଳମ୍ବିତ ରାତିରେ କଣ୍ଟାବାଞ୍ଜି ଓ ଖପ୍ରାଖୋଲ ଥାନା ଅଞ୍ଚଳରେ ପୋଲିସ ବାହାର ରାଜ୍ୟକୁ ଚାଲାଣ…
୨ ଶିଶୁଙ୍କୁ ନେଉଥିଲେ ଦାଦନ ଖଟାଇବାକୁ
ଖପ୍ରାଖୋଲ,୩।୧୧(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସ ତେଲେଙ୍ଗାନା ରାଜ୍ୟକୁ ବେଆଇନ ଦାଦନ ଶ୍ରମିକ ଚାଲାଣ ବେଳେ ପୃଥକ ପୃଥକ ଦୁଇଟି ସ୍ଥାନରେ ଚଢାଉ କରି ୨ଶିଶୁ ସମେତ ୧୦ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ୧୦ ଶ୍ରମିକ…
ଓଡ଼ିଆ ଅପେରାକୁ ବିରୋଧ
ବେଲପଡା,୨ା୧୧(ମନୋଜ କୁମାର ମିଶ୍ର): ଅଭିନେତା ମନୋଜ ମିଶ୍ରଙ୍କୁ ଓଡ଼ିଶା ପ୍ରଯୋଜକ ସଂଘର ଦୁଇବର୍ଷୀୟ ବାସନ୍ଦକୁ ପଶ୍ଚିମାଞ୍ଚଳର ବିଭିନ୍ନ ଅଞ୍ଚଳରେ ତୀବ୍ର ବିରୋଧ କରାଯାଉଛି। ବଲାଙ୍ଗୀର ଜିଲା ବେଲପଡା ବ୍ଲକ ନୁନହାଡ଼ ଗଜଲକ୍ଷୀ ପୂଜା ଅବସରରେ ଆୟୋଜିତ ଅପେରା କାର୍ଯ୍ୟକ୍ରମରେ ଏହି ଘଟଣାକୁ…
ତେଜିଲା ଅଭିନେତା ମନୋଜ ମିଶ୍ର ବ୍ୟାନ୍ ବିବାଦ: ନଭେମ୍ବର ୧୫ରେ କୋଶଲ ମହାବନ୍ଦ ଡାକରା
ବଲାଙ୍ଗୀର, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଅଭିନେତା ମନୋଜ ମିଶ୍ରଙ୍କୁ ଚଳଚ୍ଚିତ୍ର ପ୍ରୟୋଜକ ସଂଘର ଦୁଇବର୍ଷିଆ ବ୍ୟାନ୍ ଘୋଷଣାକୁ ନେଇ ଦେଖାଦେଇଥିବା ବିବାଦ ତେଜିବାରେ ଲାଗିଛି। ପଶ୍ଚିମ ଓଡ଼ିଶାର କେତେକ ଶୀର୍ଷ ରାଜନେତାଙ୍କ ବୟାନବାଜି ପରେ କୋଶଲ ରାଏଜ୍ ମିଲିତ୍ କ୍ରିୟାନୁଷ୍ଠାନ କମିଟି…
ଇଣ୍ଡିଆନ ଆଇଡଲ ଗୋଲ୍ଡେନ ଟିକଟ ପାଇଥିବା ଅଜୟଙ୍କୁ ବଲାଙ୍ଗୀର ଜିଲାପାଳଙ୍କ ଶୁଭେଚ୍ଛା
ବଲାଙ୍ଗୀର,୨୮ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଜାତୀୟ ସ୍ତରର ମର୍ଯ୍ୟଦାଜନକ କଣ୍ଠସଙ୍ଗୀତ ପ୍ରତିଯୋଗିତା ଇଣ୍ଡିଆନ୍ ଆଇଡଲ ସିଜନ୍ ୧୪ର ଅଡିଶନ୍ ରାଉଣ୍ଡରେ ବଲାଙ୍ଗୀରର ଉଦୟୀମାନ ଯୁବ କଣ୍ଠଶିଳ୍ପୀ ଏବଂ ସଙ୍ଗୀତଜ୍ଞ ଅଜୟ ଅମର ସିଂଦେଓ ଗୋଲଡେନ୍ ଟିକଟ ପାଇଛନ୍ତି। ସୋନି ଟିଭି ପ୍ରାୟୋଜିତ ଲୋକପ୍ରିୟ…
୩ ଦାଦନ ଶ୍ରମିକଙ୍କ ସହ ୪ ଶିଶୁ ଶ୍ରମିକ ଉଦ୍ଧାର: ଜେଲ ଗଲେ ଦାଦନ ସର୍ଦ୍ଦାର
ବେଲପଡ଼ା,୨୭।୧୦(ମନୋଜ କୁମାର ମିଶ୍ର): ବଲାଙ୍ଗୀର ଜିଲା ବେଲପଡ଼ା ପୋଲିସ ୩ ଦାଦନ ଶ୍ରମିକ ଏବଂ ୪ ଶିଶୁ ଶ୍ରମିକଙ୍କୁ ଶୁକ୍ରବାର ଉଦ୍ଧାର କରିଛି। ଘଟଣାରେ ସମ୍ପୃକ୍ତ ଦାଦନ ସର୍ଦ୍ଦାରଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ସର୍ଦ୍ଦାର ଜଣକ…
ହସ୍ପିଟାଲରେ ବନ୍ଧାପଡ଼ିଛି ଭାଇର ମୃତଦେହ: ଟଙ୍କା ଯୋଗାଡ଼ରେ ଭିକ ମାଗୁଛନ୍ତି ୩ ଭଉଣୀ
ସଇଁତଲା,୨୪।୧୦(ରାଖାଲ ପ୍ରସାଦ ଶତପଥୀ): ଦୁଇଦିନ ତଳେ ଭାଇର ଦୀର୍ଘାୟୁ କାମନା କରି ଉପବାସ ରହି ଭଉଣୀ ପାଳିଥିଲା ଭାଇଜିଉନ୍ତିଆ ବ୍ରତ। ହେଲେ ବିଧିର ବିଧାନ କିନ୍ତୁ ଓଲଟା ଦେଖିବାକୁ ମିଳିଛି। ଭାଇର ମୃତଦେହ ରାଜ୍ୟ ବାହାର ଏକ ହସ୍ପିଟାଲରେ ବନ୍ଧା ପଡିଥିବା…
ଦୁର୍ଘଟଣାରେ ଚାଲିଗଲା ବାପାଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲେ ପୁଅ
ସଇଁତଳା,୨୨ା୧୦ (ରାଖାଲ ପ୍ରସାଦ ଶତପଥି): ବଲାଙ୍ଗୀର ଜିଲା ସଇଁତଳା ଥାନା ବେଲଗାଁ ଫାଣ୍ଡି ଅନ୍ତର୍ଗତ ପିପୃଟ ଗ୍ରାମ ନିକଟରେ ରବିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଆହତ ହୋଇଛନ୍ତି। ମୃତକ ହେଲେ କରମତଲା ପଞ୍ଚାୟତ…
Archives


