ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…
ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ସିଭିଲ୍ ରାଇଟସ ପ୍ରୋଟେକସନ ଫୋରମ…
ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର
ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ ବାହୁଡ଼ି ମୂଳ ମନ୍ଦିରକୁ ଫେରିବା ସହ ଚଳିତ ବର୍ଷର ଗୁଣ୍ଡିଚା ରଥଯାତ୍ରାର ସମାପନ…
ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍
ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ ଗଞ୍ଜେଇ ଭର୍ତ୍ତି ଟ୍ରକକୁ ବଲାଙ୍ଗୀର ଅବକାରୀ ଟିମ୍ ଶୁକ୍ରବାର ଜବତ କରିଛି ।…
ବଲାଙ୍ଗୀରରେ ଚାଞ୍ଚଲ୍ୟ! ନିଜ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ, ଏହି କାରଣକୁ ନେଇ….
ବଲାଙ୍ଗୀର,୨୪।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଚଟୁଅନକା ମାଝିପଡାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ଘଟିଛି । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଛନ୍ତି । ଏହି…
ଅଭିଶପ୍ତ ଜୀବନ ବିତାଉଛନ୍ତି କୁମିଆପାଲିର ଉମାଙ୍କ ପରିବାର: କବାଟ ବନ୍ଦ କରି ରହିବାକୁ ପଡୁଛି
ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍ତେଲ ଡ୍ୟାମ୍ର ଠେଲା ପାଣିରେ ଆଉ ଅଳ୍ପ କିଛି ଦିନ ପରେ ଏଇ ଗଁା ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯିବା କୁହାଯାଉଛି। ଏହି ଗଁାର…
ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ
ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭ ଜଣ ଆଦିବାସୀ ନେତାଙ୍କୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି। ଆଦିବାସୀ ନେତା ପ୍ରେମରାଜ…
ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…
ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍ ପହଞ୍ଚିଥିଲା। ମାତ୍ର ଆଜି ବି ଗ୍ରାମବାସୀ ମିଳିତ ଭାବେ ଗାଁର ରାମଜୀ ମଣ୍ଡପରେ ଧାରଣା…
ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ
ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ ପକ୍ଷରୁ ବିସ୍ଥାପନ କରାଯିବାର ପ୍ରୟାସ କରାଯାଇଥିଲା। ତେବେ କୁମିଆପାଲି ଗାଁର ଆଦିବାସୀ ଓ…
ଭିଟାମାଟି ଛାଡ଼ିଲେ ନାହିଁ ଗ୍ରାମବାସୀ: ଅସ୍ତ୍ର ଶସ୍ତ୍ର ପୂଜାର୍ଚ୍ଚନା କରି ନେଲେ ଶପଥ, ପ୍ରଶାସନ ନାକେଦମ
ବଲାଙ୍ଗୀର, ୨୧।୭ ( ସୁନିଲ କୁମାର ମହାନ୍ତି): ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ସକାଳୁ ଜିଲା ପ୍ରଶାସନ ପକ୍ଷରୁ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବା ପ୍ରୟାସ କରାଯାଉଥିଲା। ତେବେ କୁମିଆପାଲି ଗାଁର ଆଦିବାସୀମାନେ ମିଳିତ ପ୍ରତିବାଦ କରିବାରୁ…
ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….
ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି ଧକ୍କାରେ ୨ ଗାଈଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗାଈ ଗୁରୁତର ଆହତ…
ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କୁ ଧମକ ଦେଲେ ଦୁର୍ବୃତ୍ତ, କହିଲେ ଜୀବନରୁ…
ବଲାଙ୍ଗୀର,୨୦ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବନମାଳ ଗାଁରେ ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଗାଁ ଭିତରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ବନ୍ଧୁକ ଦେଖାଇ ବସ କର୍ମଚାରୀଙ୍କୁ ଧମକ ଦେଇଥିଲେ ।…
ଗୋ’ଶାଳା ପରିଚାଳନାରେ ଅବ୍ୟବସ୍ଥା ଅଭିଯୋଗ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…
ବଲାଙ୍ଗୀର,୧୮ା୭(ସୁନିଲ କୁମାର ମହାନ୍ତି): ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା ସଂଗଠନ ପକ୍ଷରୁ ଶନିବାର ବଲାଙ୍ଗୀର ସହରର ପୃଥ୍ବୀରାଜ ଗୋ’ଶାଳାର ଅବ୍ୟବସ୍ଥା ଏବଂ ପରିଚାଳନା କମିଟିର ମନମୁଖୀ କାର୍ଯ୍ୟ ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଛି। ପରିଷଦ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ଜିଲାପାଳ…

