ଉଦ୍ଧାର ହେଲେ ୧୮ ଦାଦନ ଶ୍ରମିକ
ଲାଠୋର,୨ା୧୦(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ ପିପଲବାହାଲର ଜଣେ ଦାଦନ ସର୍ଦ୍ଦାରଙ୍କ ଫାର୍ମ ହାଉସରୁ ପୋଲିସ ବାହାର ରାଜ୍ୟକୁ ଚାଲାଣ ପାଇଁ ରଖାଯାଇଥିବା ୧୮ଜଣ ଦାଦନ ଶ୍ରମିକ ଓ ୬ ଶିଶୁଙ୍କୁ ଉଦ୍ଧାର କରିଛି। ସର୍ଦ୍ଦାର ମୁଜିବ ଖାନ…
ଚାଷ ଫୁଟାଉଛି ହସ
ବଲାଙ୍ଗୀର,୧।୧୦(ବୀରେନ୍ଦ୍ର କୁମାର ଝାଙ୍କର)ନୂଆଁଖାଇ ତିହାର ପରେ ବଲାଙ୍ଗୀର ଜିଲାର ଦାଦନ ଶ୍ରମିକ ସମସ୍ୟା ଚର୍ଚ୍ଚାକୁ ଆସିଯାଏ। ଜିଲାରୁ ବହୁ ଦାଦନ ଶ୍ରମିକ ରାଜ୍ୟ ବାହାରକୁ କାମ ଅନ୍ବେଷଣରେ ଚାଲିଯାଆନ୍ତି। ଦଶନ୍ଧି ଦଶନ୍ଧି ଧରି ଏହି ସାମୂହିକ ଶ୍ରମିକ ପଳାୟନ ମୁଣ୍ଡବ୍ୟଥାର କାରଣ…
ସ୍କ୍ରବ୍ ଟାଇଫସ୍ ନେଲା ଯୁବକଙ୍କ ଜୀବନ
ଟିଟିଲାଗଡ଼,୨୯।୯(ଶରତ ମିଶ୍ର): ସ୍କ୍ରବ୍ ଟାଇଫସ୍ର ଶିକାର ହୋଇ ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଭାଲେଗାଁ ପଞ୍ଚାୟତର ବାଗଡେର ଗ୍ରାମର ହିମାଂଶୁ ସାହୁ(୩୫)ଙ୍କ ଭୁବନେଶ୍ୱରରେ ଏକ ଘରୋଇ ଡାକ୍ତରଖାନାରେ ଗୁରୁବାର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ କୋକୁଆଭୟ ସୃଷ୍ଟି କରିଛି। ମିଳିଥିବା…
ଲୋଇସିଂହା ବିଧାୟକଙ୍କ ସସ୍ପେଣ୍ଡ ପ୍ରତିବାଦରେ ସମର୍ଥକଙ୍କ ରାସ୍ତାରୋକୋ
ଲୋଇସିଂହା,୨୯।୯(ସୁଶାନ୍ତ ବାରିକ): ଚଳିତ ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ ସସ୍ପେଣ୍ଡ କରିଥିଲେ ବାଚସ୍ପତି ପ୍ରମିଳା ମଲ୍ଲିକ। ଏଭଳି କାର୍ଯ୍ୟନୁଷ୍ଠାନ ପ୍ରତିବାଦରେ ଶୁକ୍ରବାର ଲୋଇସିଂହା…
ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ରୋଗୀଙ୍କ ଜୀବନ ସହ ଖେଳ,ଚିକିତ୍ସା ନାମରେ ଶୋଷଣ ଅଭିଯୋଗ
ବଲାଙ୍ଗୀର,୨୮ା୯(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ରୋଗୀ ଚିକିତ୍ସା ସେବା ଏବେ ପ୍ରହସନରେ ପରିଣତ ହୋଇଛି। ବିଶେଷକରି ହସ୍ପିଟାଲର ଡାଇଲିସିସ୍ ୱାର୍ଡରେ ରୋଗୀଙ୍କ ଜୀବନ ସହ ଖେଳ ଖେଳାଯାଉଛି ଓ ଚିକିତ୍ସା ନାମରେ ମାନସିକ ଏବଂ…
ପିଡିଏସ୍ ଚାଉଳ କିଣି ନେଉଛନ୍ତି ବେପାରୀ
ଲୋଇସିଂହା,୨୩ା୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ଗ୍ରାମକୁ ବାହାର ଅଞ୍ଚଳର ଜଣେ ବେପାରୀ ଆସି ଘରଘର ବୁଲି ପିଡିଏସ୍ ଚାଉଳ କିଣି ନେଉଛନ୍ତି। ଯେଉଁମାନଙ୍କ ନିଜ ଖର୍ଚ୍ଚ ବାଦ ଚାଉଳ ବଳକା ରହୁଛି ସେମାନେ ବେପାରୀଙ୍କୁ ଚାଉଳ…
୧୬ବର୍ଷ ହେଲା ବଜାୟ ରହିଛି ପରମ୍ପରା
ବଲାଙ୍ଗୀର ଅଫିସ,୨୧ା୯(ବୀରେନ୍ଦ୍ର ଝାଙ୍କର): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା ତାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୬ବର୍ଷ ହେଲା ଏହି ଗ୍ରାମବାସୀ ଜାତିପ୍ରଥାର…
ଜେଲଗଲେ ପୂର୍ବତନ ପିଇଓ
ଖପ୍ରାଖୋଲ, ୧୯।୯(ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ତେଲେନପାଲି ଗ୍ରାମ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଅନିୟମିତତା ଅଭିଯୋଗ ହୋଇଥିଲା। ଏ ନେଇ ବିଡ଼ିଓ ଖପ୍ରାଖୋଲ ଥାନାରେ ଅଭିଯୋଗ କରିବା ପରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ ଲଳିତ ମେହେରଙ୍କୁ…
୧୭୧୯ ବୋତଲ କଫ୍ ସିରପ ଜବତ୍, ୧୮ ଗିରଫ
ବଲାଙ୍ଗୀର, ୧୮ା୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୋଲିସ ସୋମବାର ଆନ୍ତଃରାଜ୍ୟ କଫ୍ ସିରପ ଚୋରାଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ପୋଲିସ ଟିମ୍ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୧୭୧୯ ବୋତଲ କଫ୍ ସିରପ ଜବତ କରିବା ସହ ଦୁଇ…
୩ ଜିଲାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ
ଭୁବନେଶ୍ୱର, (ଅଭିଜିତ ଦାସ)/ବଲାଙ୍ଗୀର (ବୀରେନ୍ଦ୍ର ଝାଙ୍କର) /ବରଗଡ (ପ୍ରେମାନନ୍ଦ ଖମାରୀ) /ସୁନ୍ଦରଗଡ,୧୬।୯ (ଜୟ ନାରାୟଣ ମେଣ୍ଡୁଳି): ରାଜ୍ୟରେ ଏବେ ଡେଙ୍ଗୁ ସହ ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ଗତ କିଛିଦିନ ହେବ ଚିଗର ନାମକ ବିଷାକ୍ତ ପୋକ କାମୁଡାରୁ ଏହି ସ୍କ୍ରବ…
ବଲାଙ୍ଗୀରର ସମସ୍ତ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛୁଟି ଘୋଷଣା କଲେ ଜିଲାପାଳ
ଭୁବନେଶ୍ୱର,୧୪ା୯(ଅସମାପିକା ସାହୁ): ବଲାଙ୍ଗୀରରେ ସମ୍ଭାବ୍ୟ ବନ୍ୟା ଓ ଜରୁରୀକାଳିନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୁରୁବାର ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ଚଞ୍ଚଳ ରାଣା। ଏନେଇ ଜରୁରୀକାଳିନ ନମ୍ବର ମଧ୍ୟ ଜାରି କରାଯାଇଛି। ଜିଲାର…
ଫାଟ ମରାମତି, ମୋରମ ପକାଇ ଲୁଚାଇବା ଉଦ୍ୟମ
ଲୋଇସିଂହା, ୧୧।୯(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମିଶନ ଶକ୍ତି ଭବନ କାର୍ଯ୍ୟକ୍ଷମ ହୋଇନାହିଁ। ହେଲେ କାର୍ଯ୍ୟାଳୟ ବ୍ୟବହାର ପୂର୍ବରୁ କାନ୍ଥ ଚାରିପଟେ ଫାଟ ସୃଷ୍ଟି ହୋଇଛି। ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ କୋଠାର ଏପରି ଦୂରାବସ୍ଥାକୁ ଦେଖିଲା ପରେ…
Archives


